ଗଞ୍ଜାମ

ମନ୍ଦିରରୁ ଅଢେଇ କେଜି ରୂପା ଅଳଙ୍କାର ଚୋରି

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା ଗୋଶାଣିନନୁଆଗାଁ ଥାନା ଅଧୀନ ମୁସଲିମ ସ୍ମଶାନ ସମ୍ମୁଖରେ ଥିବା ହରିହର ମନ୍ଦିର ନିକଟ ଆୟାପ୍ପା ମନ୍ଦିରରୁ କିଛି ଦୁର୍ବୃତ୍ତ ରୁପା ଅଳଙ୍କାର ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ପୂଜକ ମଙ୍ଗଳବାର ସକାଳେ ମନ୍ଦିର...

ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ

ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍‌.ଏ.):ଗଜପତି ଜିଲା ଦୌରାଜଜ୍‌ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍‌ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୪୫ ମାମଲା ରହିଥିଲା। ସେଥିରୁ ୩୨ ମାମଲାରେ ସବ୍ୟସାଚୀଙ୍କୁ...

କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା

ପୋଲସରା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍‌ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍‌ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା...

ସମସ୍ୟା ଘେରରେ ଡାଳଖାଇ ଓଡିଆର୍‌ପି କଲୋନୀ

ରମ୍ଭା,୧୮।୪: ରମ୍ଭା ଥାନା ଇଲାକା ଗଞ୍ଜାମ ବ୍ଲକ ରାମଗଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡାଳଖାଇ ଓଡିଆରପି କଲୋନୀ ବହୁବିଧ ସୁବିଧା ସୁଯୋଗରୁ ବଞ୍ଚିତ। ସମସ୍ୟା ଘେରରେ ଉବୁଟୁବୁ ହେଉଥିଲେ ମଧ୍ୟ ପ୍ରଶାସନର ଅଣଦେଖା ମନୋଭାବ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି...

କିନ୍ନରଙ୍କୁ ପଟ୍ଟା ବଣ୍ଟନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ରହୁଥିବା ୧୭ ଜଣ କିନ୍ନରଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଘରବାଡ଼ି ପଟ୍ଟା ପ୍ରଦାନ କରଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଛତ୍ରପୁରଠାରେ ଏହି ପଟ୍ଟା ବଣ୍ଟନ କରିଥିଲେ। ଏନେଇ ଜିଲାପ୍ରଶାସନକୁ କିନ୍ନରମାନଙ୍କ...

ପୋଖରୀ ସଫେଇ କଲେ ବିଧାୟକ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୧ ନମ୍ବର ଓ୍ବାର୍ଡରେ ଥିବା ଲାଇନ ବନ୍ଧ (ପୋଖରୀ) ସଫେଇ ହୋଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ପୋଖରୀ ସଫେଇ କରୁଥିବା ଦେଖିବାକୁ ମିଳିଛି। ଏଥିରେ ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା...

ଆଇଆର୍‌ଇ ପ୍ଲାଣ୍ଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ, ପ୍ରତିବାଦରେ ଧାରଣା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇ ପ୍ଲାଣ୍ଟ ପରିସରରେ କାର୍ଯ୍ୟ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ନିକଟବର୍ତ୍ତୀ ମାଟିଖାଲ ଗ୍ରାମର ରମା ପ୍ରଧାନ(୩୪)। ପ୍ଲାଣ୍ଟ ପରିସରରେ ରବିବାର ଲୁହା ବୋହି ଆଣୁଥିବା...

ବ୍ରହ୍ମପୁର ବଜାରରେ ଆମ୍ବ ଦର ଆକାଶ ଛୁଆଁ

ବ୍ରହ୍ମପୁର ଅଫିସ,୧୭।୪:ବ୍ରହ୍ମପୁରରେ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ପରେ ପରେ ବିଭିନ୍ନ କିସମର ଆମ୍ବ ବଜାରରେ ଉପଲବ୍ଧ ହୋଇଥାଏ। ବ୍ୟବସାୟିକ ଦୃଷ୍ଟିରୁ ମଧ୍ୟ ଆମ୍ବ ବ୍ୟବସାୟରେ ବ୍ରହ୍ମପୁର ରାଜ୍ୟରେ ସର୍ବୋଚ୍ଚ ସ୍ଥାନ ହାସଲ କରିଛି। କିନ୍ତୁ ଚଳିତ ବର୍ଷ ଆରମ୍ଭ ହୋଇ...

ନକଲିକୁ ଧରିପାରୁନି ଅସଲି ପୋଲିସ

ବ୍ରହ୍ମପୁର ଅଫିସ,୧୭।୪: ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସଟ୍ୟାକ୍ସ ଛକରେ ଗତ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ ପରିଚୟ ଦେଇ ତାଙ୍କ...

ଏନ୍‌ଏଚ୍‌-୧୬ରେ ବେଆଇନ ପାର୍କିଂ

ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେଉଁଠି ଠିକା ସଂସ୍ଥାର ମନମାନୀ ତ କେଉଁଠି ପରିବହନ ବିଭାଗର...

ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ତିଳତର୍ପଣ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ସୋରଡ଼ାରେ ବିଜୁବାବୁଙ୍କ ୨୫ତମ ଶ୍ରାଦ୍ଧଦିବସ ସ୍ଥାନୀୟ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ଦଳୀୟ କର୍ମୀମାନେ ଯୋଗଦେଇଥିଲେ। ସକାଳୁ ବୁଦ୍ଧଲିଙ୍ଗେଶର ମନ୍ଦିର ନିକଟ ଋଷିକୁଲ୍ୟା, ଜରଉ ନଦୀ ସଙ୍ଗମସ୍ଥଳରେ ତିଳତର୍ପଣ...

ବିଜୁ ବାବୁଙ୍କ ତିରୋଧାନ ଦିବସ: ତିଳତର୍ପଣ କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧୭।୪(ଡି.ଏନ୍‌.ଏ.): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ବିଜେଡି ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଲାଇନ ବନ୍ଧରେ ତିଳତର୍ପଣ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri