ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର
ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ…
ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ
ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି। ମେରୁଯାତ୍ରାରେ ହିଞ୍ଜିଳିର ୨ ଦଣ୍ଡ ପୁଞ୍ଜା ସମେତ ନିକଟବର୍ତ୍ତୀ ପୋଚିଲିମା, ବୁରୁପୋଡା, ସମରଝୋଳ, ଆଲପୁର,…
ଦଣ୍ଡନାଚ ପ୍ରସାଦ ସେବନ ବେଳେ ମାରପିଟ: ବାପ-ପୁଅ ଗୁରୁତର
ଧରାକୋଟ,୧୪ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ତଥା ବଡଗଡ ଥାନା ଅନ୍ତର୍ଗତ ଢ଼ଉପଦା ଗ୍ରାମରେ ଦଣ୍ଡନାଚ ପ୍ରସାଦ ସେବନ ସମୟରେ ସାମାନ୍ୟ ବଚସାକୁ ନେଇ ଗଣ୍ଡଗୋଳ ହୋଇଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ…
ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ…
ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା
ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର ସହର ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ ସାଙ୍ଗକୁ…
ନାବାଳିକା କଲେଜ ଛାତ୍ରୀ ଅପହୃତ, ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଶେଷ ବର୍ଷ କଳା ବିଭାଗରେ ବାର୍ଷିକ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ କେହି ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ…
କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ
ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର…
ଚର୍ଚ୍ଚାରେ ଯାତ୍ରା ଜଗତର ଦୁର୍ଦ୍ଧାନ୍ତ ଖଳନାୟକ ପ୍ରଦୀପ
ଗଞ୍ଜାମ,୧୪।୪,(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ଦଣ୍ଡ ପର୍ବ l ଦଣ୍ଡନାଟ ଆରମ୍ଭ ହେବା ମାତ୍ରେ ପୁଣି ଚର୍ଚ୍ଚାକୁ ଆସିଯାନ୍ତି ଯାତ୍ରା ଜଗତର ଚର୍ଚ୍ଚିତ ଚେହେରା ତଥା ଦୁର୍ଦ୍ଧାନ୍ତ ଖଳନାୟକ ପ୍ରଦୀପ କୁମାର ପଣ୍ଡା l ଗଞ୍ଜାମ…
ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ
ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି।…
ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ
ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ ହେଲେ କୁକୁଡ଼ାଖଣ୍ଡିି ବ୍ଲକ ମେଦିନୀପୁର ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ। କୃଷ୍ଣଚନ୍ଦ୍ର ଏକ ସ୍କୁଟି(ନଂ. ଓଡ଼ି…
ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର
ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଲିଙ୍କୁ ନାହାକ ଓ ଅମନ ନାହାକ। ଅନ୍ୟ ୨ଜଣ…
ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଲେଖିକା କଳ୍ପନା ପ୍ରଧାନଙ୍କ ଦ୍ୱାରା ଲିଖିତ ମଙ୍ଗଳା ଭଜନ ୟୁଟ୍ୟୁବରେ ଉନ୍ମୋଚିତ…
Archives


