ଗଞ୍ଜାମ

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ ପୂରଣ ଲାଗି ଉପନିର୍ବାଚନ କରାଯିବାକୁ ରାଜ୍ୟ ନିର୍ବାଚନ କମିଶନ ସ୍ଥିର କରି ବିଜ୍ଞପ୍ତି ପ୍ରକାଶ…

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ କେ.ନୂଆଗାଁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ…

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲା ସଦର ମହାକୁମା ଛତ୍ରପୁର ବ୍ଲକ୍‌ ଅନ୍ତର୍ଗତ ବରଙ୍ଗ ଗ୍ରାମ ନିକଟ…

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର/ଗଞ୍ଜାମ,୧୩ା୪(ସନ୍ତୋଷ ପାଢ଼ୀ/ ବିଦ୍ୟାଧର ସାହୁ): ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ କରିଥିଲେ। ଏହି ସମୟରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଜ଼ିଲା ପରିଷଦ ମୁଖ୍ୟ ଉନ୍ନୟନ…

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।…

ମେରୁଯାତ୍ରାରେ ଭକ୍ତଙ୍କ ଅସମ୍ଭାଳ ଭିଡ଼

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ରବିବାର ମାସନ୍ତ ମେରୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହିଭଳି ଭଞ୍ଜନଗର ଅଞ୍ଚଳର ପ୍ରସିଦ୍ଧ ଗାଲେରୀ ଦଣ୍ଡନାଚ ଆଜି ସରିଛି। ପୁଣି ଏକ ବର୍ଷ ପରେ ଦଣ୍ଡ ନାଚ ହେବ। ଗାଲେରୀ ମାସନ୍ତ ମେରୁଯାତ୍ରାର…

ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୧୩ା୪(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁରର ବଡ଼ବଜାର ଥାନା ବାଛୁବାରୀ ସାହିରେ ରବିବାର ଭୋର୍‌ରୁ ଏକ ପନିପରିବା ଟ୍ରେ’ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଖବର ମିଳିବା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ପକ୍ଷରୁ ଯାଇ ନିଆଁକୁ ଆୟତ୍ତ କରାଯାଇଛି। ଏ…

ଲଚ୍ଛମନ ବାଲାଜୀ ହନୁମାନ ମନ୍ଦିରରେ ନବାହ୍ନ ପାରାୟଣ

ଗଞ୍ଜାମ,୧୩।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ପ୍ରମୁଖ ସହର ହେଉଛି ଗଞ୍ଜାମ ସହର। ଏଠାରେ ବାର ମାସରେ ତେର ପର୍ବ । ଏଥିପାଇଁ ଗଞ୍ଜାମ ସହରକୁ ଧାର୍ମିକ ସହର ବୋଲି ବିବେଚନା କରାଯାଏ। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…

ଗଞ୍ଜାମରେ ରାଜ୍ୟପାଳ: ତଦାରଖ କଲେ…

ଛତ୍ରପୁର, ୧୩।୪(ସନ୍ତୋଷ ପାଢ଼ୀ ): ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲା ଗସ୍ତରେ ରବିବାର ଆସିଛନ୍ତି। ସେ ଗଞ୍ଜାମ ଜିଲାର ବିକାଶ କାର୍ଯ୍ୟ ଗୁଡ଼ିକର ତଦାରଖ ପାଇଁ ଜିଲା ଗସ୍ତରେ ଆସଥିବା ସୂଚନା ମିଳିଛି। ତାଙ୍କୁ ପ୍ରଥମେ ଗାର୍ଡ ଅଫ…

ଶିବ ବିଇଏମ୍‌ସିରେ ମନ୍ତ୍ରୀଙ୍କ ପ୍ରତିନିଧି

ବ୍ରହ୍ମପୁର,୧୩ା୪(ନରସିଂହ ସାହୁ): ଗୋପାଳପୁର ବିଧାୟକ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ପ୍ରତିନିଧି ରୂପେ ଶିବ ଶଙ୍କର ନାୟକ ନିଯୁକ୍ତ ହୋଇଛନ୍ତି । ଶିବ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ଯୁବମୋର୍ଚ୍ଚା…

ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ…

ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଟ୍ରକ ପଛକୁ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଶକ୍ତ ଧକ୍କା ଦେଇଛି। ଏହି…

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇପଡ଼ିଥିଲେ। ବନ୍ଧ, ପୋଖରୀ, ଗାଡିଆ ଶୁଖିଲା ପଡ଼ିଥିବା ଯୋଗୁ ମଣିଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri