ଗଞ୍ଜାମ

ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ ଜି. ପାପା ରାଓ

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଭାବେ ୪ ନମ୍ବର ଓ୍ବାର୍ଡ ବିଜେଡି କାଉନସିଲର ଜି. ପାପା ରାଓ ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ ପଦବୀ ଲାଗି ପାପା ନାମାଙ୍କନପତ୍ର ଦାଖଲ କରିଥିଲେ। ବିଜେଡି ପକ୍ଷରୁ ଏଜେଣ୍ଟ...

ପୁରୁଷୋତ୍ତମପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ କୃଷ୍ଣଚନ୍ଦ୍ର

ପୁରୁଷୋତ୍ତମପୁର,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଶେଷ ହୋଇଛି। ଏଥିରେ ମଧ୍ୟ ବିଜେଡି ବାଜିମାତ୍‌ ମାରିନେଇଛି। ୱାର୍ଡ ନଂ ୧୪ର ବିଜେଡି କାଉନସିଲର କୃଷ୍ଣଚନ୍ଦ୍ର ପଣ୍ଡା ଉପାଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୱାର୍ଡ ନଂ...

ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷା ନିର୍ବାଚିତ

ହିଞ୍ଜିଳିକାଟୁ,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ଉପାଧ୍ୟକ୍ଷା ଭାବେ ବିଜେଡି ଦଳର ସୁଚିତ୍ରା ପଣ୍ଡା ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୨୧ଓ୍ବାର୍ଡ ବିଶିଷ୍ଟ ପୌର ପରିଷଦରେ ୧୫ ଜଣ ବିଜେଡି,୪ ଜଣ ସ୍ବାଧୀନ, ଭାଜପା ଏବଂ କଂଗ୍ରେସର ଗୋଟିଏ...

ମାସକରେ ୧୪ ଗାଡ଼ି ଚୋରି, ବାଦ୍‌ପଡ଼ିନି ପୋଲିସ ଗାଡ଼ି

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସହରରେ ଏବେ ଘୂରି ବୁଲୁଛନ୍ତି ସକ୍ରିୟ ଗାଡ଼ି ଚୋର ଗ୍ୟାଙ୍ଗ। ଗତ ଏକ ମାସ ମଧ୍ୟରେ ଉକ୍ତ ଗ୍ୟାଙ୍ଗ ବ୍ରହ୍ମପୁର ସହରରୁ ପ୍ରାୟ ୧୪ ଗାଡ଼ି ଚୋରି କରିଥିବା ନେଇ ବିଭିନ୍ନ ଥାନାରେ ଅଭିଯୋଗ ହୋଇଛି। ଏପରିି...

ଅଭିଯୁକ୍ତ ଶ୍ରୀକୃଷ୍ଣଙ୍କ ଲାଗି କଠୋର ଜାମିନ ସର୍ତ୍ତ

ଛତ୍ରପୁର,୭ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ମୁଖ୍ୟ ପ୍ରଦୀପ ସେଠୀଙ୍କ ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ତରଫରୁ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଜାମିନ ଆବେଦନ କରାଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗତ ଫେବୃୟାରୀ ୨୮ରେ ଅର୍ଥତତ୍ତ୍ୱ...

ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ ହେଲେ ସୁରେନ୍ଦ୍ର ବାରିକ

ଗଞ୍ଜାମ,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ୧ ନଂ ଓ୍ବାର୍ଡର ବିଜେଡି କାଉନସିଲର ସୁରେନ୍ଦ୍ର ବାରିକ ଉପାଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ ପାଇଁ ବିଜେଡିର ଏକ ମାତ୍ର ପ୍ରାର୍ଥୀ ସୁରେନ୍ଦ୍ର...

ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୦ ନମ୍ବର ଓ୍ବାର୍ଡର ସ୍ବାଧୀନ କାଉନସିଲର ଦେବାଶିଷ ମିଶ୍ର ଗୁରୁବାର ବିଜେଡିରେ ଯୋଗଦେଇଛନ୍ତି ଛତ୍ରପୁର ଶିବ କୁମାର ପଟ୍ଟନାୟକ ରିଡିଙ୍ଗରୁମ୍‌ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡିରେ ଯୋଗଦେଇଥିବା କାଉନସିଲର ଦେବାଶିଷଙ୍କୁ ଛତ୍ରପୁର ବିଧାୟକ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସରେ ପଶିଥିଲେ, ବନ୍ଧା ହେଲେ ୨ ନକଲି ଆର୍ମି ଅଫିସର

ଗୋପାଳପୁର,୭ା୪(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ଆବାସରେ ନିଜକୁ ଆର୍ମି ଅଫିସର ପରିଚୟ ଦେଇ ଜୋରଜବରଦସ୍ତି ପଶିବା ଅଭିଯୋଗରେ ଗୋପାଳପୁର ପୋଲିସ ବୁଧବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ...

୪ ଭାଇଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତଙ୍କୁ ଦୁଇଦିନିଆ ରିମାଣ୍ଡ ଅନୁମତି

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ର କରି ବଚସା ଓ ପରେ ଯୋଜନାବଦ୍ଧ ଭାବେ ୪ଭାଇଙ୍କୁ ଜଘନ୍ୟ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ଜଡ଼ିତ ୫ ଅଭିଯୁକ୍ତଙ୍କୁ ପୋଲିସ ଗତ ୨୯ରେ...

ପ୍ରତିଷ୍ଠା ଦିବସରେ ଭାଜପା ଛାଡ଼ିଲେ ବରିଷ୍ଠ ନେତା ଦେବାନନ୍ଦ

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଭାଜପା ପ୍ରତିଷ୍ଠା ଦିବସରେ ଗଞ୍ଜାମ ଭାଜପାକୁ ଲାଗିଛି ଶକ୍ତ ଧକ୍କା। ଇସ୍ତଫା ଦେଲେ ହିଞ୍ଜିଳିର ଜଣାଶୁଣା ବରିଷ୍ଠ ଭାଜପା ନେତା ଦେବାନନ୍ଦ ମହାପାତ୍ର। ହିଞ୍ଜିଳିକାଟୁଠାରେ ବୁଧବାର ମହାପାତ୍ର ନିଜ ଇସ୍ତଫା ବିଷୟରେ ପ୍ରେସ ମିଟ୍‌ କରି ଜଣାଇଛନ୍ତି। ୧୯୮୮ରୁ...

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ଭଞ୍ଜନଗର,୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କାର୍ତ୍ତିକେଶ୍ବର ଛନ୍ଦି ହୋଇଥିବା ଜଣାପଡ଼ିଛି। ୫ ଜଣ ଡିଏସ୍‌ପି...

ଭ୍ୟାନ୍‌ ଧକ୍କାରେ ପରିବାରର ୪ ମୃତ

ଆସିକା,୬।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଧନପୁର ଗ୍ରାମ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଏକ ମୋପେଡ୍‌କୁ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାଦେବାରୁ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri