ଗଞ୍ଜାମ

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…

ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ

ଗଞ୍ଜାମ,୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଥମ ନିର୍ବାଚିତ ନଗରପାଳ ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ମୃତ୍ୟୁର ୪ବର୍ଷ ପରେ ପୁଇଁତୋଳା ଗ୍ରାମ ସ୍ଥିତ ବଡ଼ ବନ୍ଧ ନିକଟରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ମଙ୍ଗଳବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…

ଭଞ୍ଜନଗର ଥାନାର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆଇଜି

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ ): ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆରକ୍ଷୀ ମହାନିରିକ୍ଷକ(ଆଇଜି ) ନୀତି ଶେଖର ମଙ୍ଗଳବାର ଭଞ୍ଜନଗର ଥାନା ପରିଦର୍ଶନରେ ଆସି ଥାନାର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ। ଥାନାରେ ଲୋକଙ୍କୁ ଉଚିତ୍‌ ବ୍ୟବହାର ମିଳୁଛି କି ନାହିଁ, ଅପରାଧ ହାର କେତେ…

ଏଣିକି ନିଜ ଲଢ଼େଇ ନିଜର: ରାମଜୀ ଡିଗ୍ରୀ କଲେଜ ଚଳଚଞ୍ଚଳ

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ମଙ୍ଗଳବାର ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ତାଳସର ପଞ୍ଚାୟତରୁ ଏଭଳି…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଥିବା ବେଳେ ମାନସିକଧାରୀମାନେ ନିଜ ନିଜର ଶିଶୁମାନଙ୍କୁ ମୁଣ୍ଡନ କରାଇ ମା’ଙ୍କ ଆର୍ଶୀବାଦ…

ରକ୍ତଦାନ କରି ଅନ୍ୟର ଜୀବନ ବଞ୍ଚାଇବା ଲକ୍ଷ୍ୟ:ଓଡିଆ ପକ୍ଷରେ ରକ୍ତଦାନ ଶିବିର

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାର ଆସିବା ପରେ କେତେକ କ୍ଷେତ୍ରରେ ପରିବର୍ତ୍ତନ ହେଉଛି। ଚଳିତବର୍ଷ ଉତ୍କଳ ଦିବସକୁ ଓଡିଶା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ ଏପ୍ରିଲ ପହିଲାରୁ ଓଡିଆ ପକ୍ଷ ପାଳିତ ହେଉଛି। ଏହି ସମୟରେ ବିଭିନ୍ନ ବିଭାଗ…

ଆଜି ଚୈତ୍ର ମଙ୍ଗଳବାର ଶେଷ ପାଳି: ବାସନ୍ତିକ ଦୁର୍ଗା ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୮।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଶେଷ ପାଳିରେ ମା’ ତାରାତାରିଣୀ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଚୈତ୍ରମାସରେ ମା’ଙ୍କୁ ଶେଷ ଦର୍ଶନ କରି ଭକ୍ତମାନେ…

ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ ସୁନା ଚେନ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏନେଇ…

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦାନ କରି ଫେରିଥିବା ଜଣାପଡିଛି । ବିଧାୟକ ପ୍ରଥମେ ଦିଗପହଣ୍ଡି ବ୍ଳକ ବାସୁଦେବପୁର…

ଦଣ୍ଡୁଆଙ୍କୁ ଧକ୍କା ଦେଲା ବାଇକ୍‌

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ଗାୟତ୍ରୀ ପ୍ରଜ୍ଞା ଶିଶୁମନ୍ଦିର ନିକଟରେ ସୋମବାର ଜଣେ ଦଣ୍ଡୁଆ ବାଇକ ଦୁର୍ଘଟଣାରେ ଆହାତ ହୋଇଛନ୍ତି। ଆହାତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଜୟନଗର ଗ୍ରାମ ଦଣ୍ଡନାଚର ମାନସିକଧାରୀ…

ସଞ୍ଜୟଙ୍କୁ ଆକ୍ରମଣ ଘଟଣା : ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି. ଡୋରା ରେଡ୍ଡୀଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୩୧/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri