ଗଞ୍ଜାମ

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ରବିବାର ଏନ୍‌ଏସି ଅଧ୍ୟକ୍ଷା ପାର୍ଥିନୀ ଝୁଲି ପାତ୍ର ଏବଂ ୬ ନମ୍ବର ୱାର୍ଡ କାଉନସିଲର ପ୍ରାର୍ଥୀ ଦଣ୍ଡପାଣି ପରିଡ଼ା ଘରକୁ ଘର ବୁଲି ମାରାଥନ...

ପୁଅ ଆଗରେ ବାପାଙ୍କ ଜୀବନ ଗଲା

ଧରାକୋଟ,୨୦ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଦସମାଇଲ ନିକଟରେ ରବିବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବହାରପୁର ଗ୍ରାମର ନରହରି ମହାରଣା। ନରହରି ତାଙ୍କ ପୁଅ ଦିଲୀପଙ୍କ ସହ ବାଇକ୍‌ରେ ଗ୍ରାମକୁ...

ପଞ୍ଚାୟତ ଅଧିକାରୀଙ୍କୁ ଆକ୍ରମଣ କରି ଗିରଫ ହେଲେ ସରପଞ୍ଚଙ୍କ ପୁଅ

ବୁଗୁଡ଼ା,୨୦।୩(ଡି.ଏନ.ଏ.): ଫେବୃୟାରୀ ୨୬ ରାତିରେ ୪୧ ନମ୍ବର ଜୋନ୍‌ର ଭୋଟ ଗଣତି ସାରି ଫେରୁଥିବା ବେଳେ ବୁଗୁଡ଼ା ବ୍ଲକ ଛକରେ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ସେଠୀଙ୍କୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବୁଗୁଡା...

ପୌର ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରଚାର ମଇଦାନରେ ଚେୟାରମ୍ୟାନ ପ୍ରାର୍ଥିନୀ

ଗଞ୍ଜାମ,୧୯।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ବଢୁଛି । ପୁଇଁତୋଳା, ଦାମୋଦରପୁର, ପଣ୍ଡାସାହି, ଦୁର୍ଗାଦେବୀ ସାହିରେ ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଝୁଲି ପାତ୍ର ଓ ବିଜେଡି କାଉନସିଲର ପ୍ରାର୍ଥୀମାନେ ମିଶିି ଘରଘର ବୁଲି ଭୋଟ...

ଶାନ୍ତିଶୃଙ୍ଖଳାରେ ଶେଷହେଲା ଦୋଳଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ଠାକୁର

ଗଞ୍ଜାମ,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ୩ ଦିନ ଧରି ଚାଲିଥିବା ଐତିହାସିକ ଦୋଳଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି । ସମସ୍ତ ଠାକୁର ଦୋଳ ବିମାନରେ ସ୍ବମନ୍ଦିରକୁ ଫେରିଛନ୍ତି । ଫେରିବା ବେଳେ ଠାକୁରଙ୍କୁ ଚଣା ଶାକର ଭୋଗ ଲଗାଯାଇଛି...

ହୋଲିରେ ଗଡ଼ିଲା ମୁଣ୍ଡ

ପୋଲସରା,୧୯।୩: ହୋଲିରେ ରକ୍ତ ରଞ୍ଜିତ ହେଲା ଗାଁ ଦାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବନ୍ଥପଲ୍ଲୀ ପଞ୍ଚାୟତ ମୁକ୍ତାମାଳଦେଇପୁର ଶାସନ ଗ୍ରାମରେ। ପୂର୍ବ ଶତ୍ରୁତାକୁ ନେଇ ମୁକ୍ତାମାଳଦେଇପୁର ଶାସନ ଗ୍ରାମର ଅମିତ...

ସ୍କୁଟିରୁ ମିଳିଲା ୧୫ ଲକ୍ଷ, ୪୦ କେଜି ଗଞ୍ଜେଇ

ବ୍ରହ୍ମପୁର ଅଫିସ,୧୯।୩: ବଡ଼ବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର୍‌ଉଦୟଗିରି ଥାନା ଅଧୀନ ସିନ୍ଦୂରଡ଼ାଙ୍ଗ ଗ୍ରାମର ସୁଦୀପ ପାଇକ(୨୬) ଓ ଅନ୍ୟ ଜଣେ ଗଜପତି ଜିଲା ମୋହନା...

ବୃଷଭ ବାହାନରେ ବୁଲିଲେ ଚନ୍ଦ୍ରଶେଖର

ଖଲ୍ଲିକୋଟ,୧୮।୩(ଡି.ଏନ୍‌,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର ଠାକୁର ବୃଷଭ ବାହାନରେ ସାହି ପରିକ୍ରମା କରିଥିଲେ। ଉତ୍ସବରେ ରାଜଅଗ୍ନୀ ସଂଯୋଗ ପରେ...

ଦୋଳଯାତ୍ରାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଚାଲିଛି ଦୋଳଯାତ୍ରା। ଏନେଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି l ସହରରେ କିପରି ଶାନ୍ତି ଶୃଙ୍ଖଳାକୁ ବଜାୟ ରହିବ ସେନେଇ ଗୁରୁବାର ସନ୍ଧ୍ୟାରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଏହାର ସ୍ଥିତି...

ଲେମ୍ବୁ ଓ ପାଟ ଯୋଗୁ ଶେରଗଡ଼ର ଥିଲା ସ୍ବତନ୍ତ୍ର ପରିଚୟ

ଶେରଗଡ଼,୧୭ା୩(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଶେରଗଡ଼ର ଲେମ୍ବୁ ଓ ପିତଳର ହାତବୁଣା ପାଟର ଏକ ସ୍ବତନ୍ତ୍ର ପରିଚୟ ଥିଲା। ୧୯୫୦-୧୯୯୯ ପର୍ଯ୍ୟନ୍ତ ଏହି ଦୁଇଟି ବ୍ୟବସାୟ କୋଲକାତା ଓ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଥିଲା। ବ୍ୟବସାୟକୁ ନେଇ ଶେରଗଡ଼ ପାଢୀ ସାହିର ବହୁ...

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଖଲ୍ଲିକୋଟ,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ ଘାଟିରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ବେକକୁ ଏକ...

କାଷ୍ଠ ଅର୍କକ୍ଷେତ୍ର: ବିରଞ୍ଚି ନାରାୟଣ ମନ୍ଦିର

ବୁଗୁଡ଼ା,୧୭ା୩(ଡି.ଏନ.ଏ.): ପ୍ରସ୍ତରର କାରୁକାର୍ଯ୍ୟରେ ନିର୍ମିତ ବିଶ୍ୱପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟମନ୍ଦିର ପ୍ରଥମ ଅର୍କକ୍ଷେତ୍ର ହୋଇଥିବା ବେଳେ ଗଞ୍ଜାମ ଜିଲା ବୁଗୁଡ଼ାରେ କାଷ୍ଠ କାରୁକାର୍ଯ୍ୟରେ ନିର୍ମିତ ସୂର୍ଯ୍ୟ ଅର୍ଥାତ୍‌ ଶ୍ରୀବିରଞ୍ଚି ନାରାୟଣଙ୍କ ମନ୍ଦିର ଦ୍ୱିତୀୟ ଅର୍କକ୍ଷେତ୍ର ରୂପେ ପ୍ରସିଦ୍ଧି ଲାଭ କରିଛି। କୋଣାର୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri