ବିରଳ ଅଲିଭ ରିଡ୍ଲେଙ୍କ ପ୍ରଜ୍ଜନନ ଋତୁ ଆରମ୍ଭ : ନୋ ଫିସିଂ ଜୋନ ଘୋଷଣା କଲା ବନ ବିଭାଗ, ୧୧ ସ୍ଥାନରେ ବ୍ୟାରିକେଟ୍
ଛତ୍ରପୁର/ଗଞ୍ଜାମ, (ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ ): ଆଉ କିଛି ଦିନ ପରେ ବିରଳ ଅଲିଭ ରିଡ୍ଲେଙ୍କ ମିଳନ ଋତୁ ଆରମ୍ଭ ହେବ । ଏହି ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ବନ ବିଭାଗ l ସେମାନଙ୍କ...
ସକାଳୁ ସ୍କୁଲ ଯାଉଥିଲେ ପ୍ରଧାନଶିକ୍ଷକ, ସାମ୍ନାରୁ ଧକ୍କା ଦେଲା ବାଇକ, ତା’ପରେ…
ମୋହନା,୧।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରଙ୍ଗ ମାଟିଆ ସ୍କୁଲ ନିକଟରେ ଶନିବାର ସକାଳେ ବାଇକ ସହ ବାଇକ ଧକ୍କା ହୋଇଛି। ସୂଚନା ପ୍ରକାରେ ମୋହନା ଠାରୁ ଏକ ବାଇକ ( ଓଡି ୨୦...
ସୁରଭି କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପରିସରରେ ଶୁକ୍ରବାର ବ୍ଳକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀଛାତ୍ର ମାନେ...
ଦିଗପହଣ୍ଡିରେ ରାଷ୍ଟ୍ରୀୟ ଏକତା ଦିବସ : ପ୍ରତିଭା ଦେଖାଇଲେ …
ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ତାଲୁକ ଆଇନ ସେବା କମିଟିର ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ...
ଚକ୍ଷୁଦାନ କରି ଏବେ ବି ଜିବିତ
ଛତ୍ରପୁର/ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଛତ୍ରପୁର ବରିଷ୍ଠ ଆଇନଜୀବୀ ତଥା ରାଜ ନଗରନିବାସୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ( ୭୩) ପରଲୋକ ଘଟିଛି। ସେ ବହୁତ ଦିନ ଅସୁସ୍ଥ ରହିଥିବା ବେଳେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟଛିି। ଏନେଇ ଅଞ୍ଚଳରେ ଶୋକର...
ମଦନମୋହନଙ୍କ ଅଁଳା ବେଶ: ରାଧା ପାଦ ଦର୍ଶନ କଲେ ଶତାଧିକ ଶ୍ରଦ୍ଧାଳୁ
ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ )ଗଞ୍ଜାମ ସହର ବ୍ରାହ୍ମଣ ଢାମଣା ସାହିରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ଅଁଳା ନବମୀ ଉପଲକ୍ଷେ ଠାକୁର ମଦନ ମୋହନ ଅଁଳା ବେଶରେ ହବିଷ୍ୟାଳି ମାନଙ୍କୁ ଦର୍ଶନ ଦେଇଥିଲେ। ଏହି ଉପଲକ୍ଷେ ଆଖପାଖ ଅଞ୍ଚଳର...
ସ୍କୁଲ ବସ୍ରେ ୪ବର୍ଷର ଶିଶୁ କନ୍ୟାଙ୍କୁ ଯୌନ ଶୋଷଣ: ଦୁଇ ସେନା କର୍ମଚାରୀଙ୍କୁ ଆଜୀବନ କାରଦଣ୍ଡ
ବ୍ରହ୍ମପୁର,୩୧।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଥିଲା। ଉକ୍ତ ମାମଲାର ଶୁକ୍ରବାର...
ରାଷ୍ଟ୍ରୀୟ ଏକତା ଦିବସରେ ମିନି ମାରାଥନ: ଫିଟ୍ ରହିବାକୁ ଶପଥ
ଗଞ୍ଜାମ,୩୧।୧୦(ଅଖିଳ ତରାଇ): ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସାରା ଦେଶରେ ‘ରାଷ୍ଟ୍ରୀୟ ଏକତା ଦିବସ’ ପାଳନ କରାଯାଉଥିବା ବେଳେ ଗଞ୍ଜାମ ପୋଲିସ ପକ୍ଷରୁ ମଧ୍ୟ ଏହି ଦିବସ ପାଳିତ ହୋଇଛି। ଏହି ଅବସରରେ ଏକ ମିନି...
ହିଂସା ହଟାଅ, ଏକତା ଆଣ: ପୋଲିସର ନିଆରା ପ୍ରୟାସ
ପୁରୁଷୋତ୍ତମପୁର,୩୧।୧୦(ସବିତା ମିଶ୍ର):ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଚ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ହିଂସାତ୍ମକ ମନୋଭାବକୁ ଦୂରକରି ସମସ୍ତଙ୍କ ମଧ୍ୟରେ ଏକତା ରକ୍ଷା କରିବା ଲାଗି ଏକ ପ୍ରୟାସ କରାଯାଇଛି।...
ହଜାର ହଜାର ଚାଷୀଙ୍କ ପାଇଁ ଖୁସିଖବର: ଏତେ ଦିନ ପରେ ଖୋଲିଲା…
ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ ): ଦୀର୍ଘ ଦୁଇ ଦଶନ୍ଧି ଧରି ଋଷିକୂଲ୍ୟା ମୁହାଣ ଖୋଲାଯିବା ପାଇଁ ଦାବି ହୋଇ ଆସୁଥିଲା । ପୂର୍ବତନ ବିଧାୟକ ସ୍ବର୍ଗତ ଆଦିକନ୍ଦ ସେଠୀ ବିଧାନସଭାରେ ଦାବି କରିଥିଲେ । ପରେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର...
‘ଜାତୀୟ ଏକତାର ପ୍ରତୀକ ଥିଲେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’
ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ନିଖିଳ ଉତ୍କଳ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ଜିଲୁଣ୍ଡି ଅଞ୍ଚଳ ପକ୍ଷରୁ ଶୁକ୍ରବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଗଞ୍ଜାମ ଜିଲା ଭଞ୍ଜନଗରରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ବାଉଁଶଲୁଣ୍ଡି...
‘ମୋନ୍ଥା’ ପରେ ଦାଉ ସାଧୁଛି ମାଟିଆଗୁଣ୍ଡି ରୋଗପୋକ, ଧାନଫସଲ ନଷ୍ଟ, ଚାଷୀ ହତାଶ
ଦିଗପହଣ୍ଡି,୩୧ା୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପବନ ଓ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଚାଷଜମିରେ ଚଳିତବର୍ଷ ଖରିଫ ଧାନ ଓ ପନିପରିବା ଫସଲ ପ୍ରାୟତଃ ନଷ୍ଟ ହୋଇଛି। ଖାଲୁଆ ଜମିରେ ପାଣି...
Archives


