ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…
ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଶୁଖୁଆ ହାଟ ପରିଦର୍ଶନ କରିଥିଲେ। ହୁମ୍ମା ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ନେତୃତ୍ୱରେ…
ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…
ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି ସ୍ବରୂପ ଆସନ୍ତା ୨୦୨୭ ଗଣତନ୍ତ୍ର ଦିବସରେ ‘ପ୍ରଶଂସନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ…
ସ୍ତ୍ରୀଙ୍କୁ ଖୋଜି ବୁଲୁଛନ୍ତି ଖବରଦାତା: ଚଳନ୍ତା ଟ୍ରେନ୍ରୁ କୁଆଡ଼େ ଉଭାନ୍
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରର ଯୁବ ଖବରଦାତା ଦୁଷ୍ମନ୍ତ ପ୍ରଧାନଙ୍କ ସ୍ତ୍ରୀ ସାଗରିକା ପ୍ରଧାନ ଏବଂ ମା’ ଗୁରୁବାର ନାଗାଲାଣ୍ଡର ଦିମାପୂର୍ ଅଭିମୁଖେ ଟ୍ରେନରେ ଯାଇଥିଲେ। ବାଟରେ ଭଦ୍ରକ ପରେ ସାଗରିକାଙ୍କ ଆଉ ପତ୍ତା ମିଳୁନାହିଁ। ଖବରପାଇ ଦୁଷ୍ମନ୍ତ ଶୁକ୍ରବାର ଅପରାହ୍ନରେ…
ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…
ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…
କେନ୍ଦ୍ରୀୟ ବିଦ୍ୟାଳୟରେ ଶପଥ ଗ୍ରହଣ ସମାରୋହ: ନୂତନ ଦାୟିତ୍ୱ ନେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷ ପାଇଁ ଶପଥ ଗ୍ରହଣ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ନେତୃତ୍ୱ ଗୁଣ, ଶୃଙ୍ଖଳା, ଦାୟିତ୍ୱବୋଧ ଓ ସହଯୋଗୀ ମନୋଭାବ ବିକାଶ…
ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…
ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ…
୨୦୦ ବୁଥ୍ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ
ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଦଳର ବିଏଲ୍ଏ-୨ (BLA-2) କର୍ମକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ଏହି ସଭାରେ…
ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…
ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଗ୍ରାମର ସନ୍ତୋଷ କୁମାର ନାୟକ (୪୯)। ସୂଚନା ଅନୁଯାୟୀ, ସନ୍ତୋଷ ଗୁରୁବାର…
ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ
ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା) ବିଷୋୟୀଙ୍କୁ ହାଣି ହତ୍ୟା ଉଦ୍ୟମ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ…
ଟିଉସନ୍ରୁ ଘରକୁ ଫେରୁଥିବା ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ସହାୟତା…
ବ୍ରହ୍ମପୁର,୧୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକସୋ କୋର୍ଟର ଜଜ୍ ରୋହିତ ଲାଲ ପଣ୍ଡା ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଓ ପ୍ରମାଣ…
ଭୋଟର ସଚେତନତା କାର୍ଯ୍ୟକ୍ରମ
ଭଞ୍ଜନଗର,୧୦।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭୋଟର ସଚେତନତା ଓ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶ୍ରୀବତ୍ସ ସରକାରୀ ଉଚ୍ଚ ବିଦ୍ୟାଳୟ, ଭଞ୍ଜନଗର ଏବଂ ଡି.ଏମ. ଜୁନିୟର ଓ ଡିଗ୍ରୀ ମହାବିଦ୍ୟାଳୟ, ଗାଲେରୀଠାରେ ବିଭିନ୍ନ ଭୋଟର ସଚେତନତା କାର୍ଯ୍ୟକ୍ରମ…
ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…
ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲା ପରିଷଦର ଋଷିକୂଲ୍ୟା…

