ଗଞ୍ଜାମ

ଅଜ୍ଞାତବାସରେ ୧୦ ଭାଜପା କର୍ପୋରେଟର ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୧୩।୩: ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ଲାଗି ଚାପ ଓ ଧମକ ଯୋଗୁ ୧୦ ଭାଜପା ପ୍ରାର୍ଥୀ ଅଜ୍ଞାତବାସରେ ଅଛନ୍ତି। ଅନ୍ୟପକ୍ଷରେ ଭାଜପାର ସଂଗୀନ ଅଭିଯୋଗ ପରେ ଶନି ଓ ରବିବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପ୍ରକ୍ରିୟା ପ୍ରଶାସନ ବନ୍ଦ...

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

ବ୍ରହ୍ମପୁର ଅଫିସ,୧୩।୩: ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୧୩୧ ମୋଟରଯାନ ଦୁର୍ଘଟଣା ମାମଲାର ବିଚାର କରାଯାଇ ବୀମା କମ୍ପାନୀଗୁଡିକୁ ୬ କୋଟି ୫୯...

ଅଧ୍ୟକ୍ଷ ନିର୍ବାଚନ ୧୫ ଦିନ ଘୁଞ୍ଚିଲା

ଛତ୍ରପୁର,୧୩।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଶନିବାର ବାତିଲ ହୋଇଯାଇଛି ା ୬ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ୧୫ ଦିନ ପାଇଁ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି ା ଏହାର ପ୍ରତିବାଦ କରି ଛତ୍ରପୁର ବ୍ଲକର ୧୨...

ଗଞ୍ଜାମ ବ୍ଲକ ଅକ୍ତିଆର କଲା ବିଜେଡି

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ପଞ୍ଚାୟତ ସମିତି ପାଇଁ ଶନିବାର ଅଧ୍ୟକ୍ଷା ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେଡି ପ୍ରାର୍ଥିନୀ ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ ୧୫ ଜଣ ସମିତି ସଭ୍ୟ ମଧ୍ୟରୁ ୧୦ ଜଣ ସମିତିସଭ୍ୟଙ୍କ ଭୋଟ୍‌ ପାଇଛନ୍ତି। ଅନ୍ୟପକ୍ଷରେ ତାଙ୍କ...

ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର ଗିରଫ କରିଛି। ଗତ ବୁଧବାର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥଙ୍କ ବାସଭବନ ସମେତ ୫ଟି...

ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫ହଜାର ଟଙ୍କା ଜରିମାନା...

ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ

ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ନାଏବ ସରପଞ୍ଚ ଲାଗି ୱାର୍ଡ ନଂ ୧ର ସଭ୍ୟା...

ଆଚରଣବିଧି ଉଲ୍ଲଂଘନ ଅଭିଯୋଗ

ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଆସିକା ଏନଏସିର ନିର୍ବାଚନ ଅଧିକାରୀ...

ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ...

୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ...

ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ

ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବ ଶଙ୍କର ଦାସ ଗୁରୁବାର ଜେଲରୁ ବାହାରିଛନ୍ତି। ହାଇକୋର୍ଟରୁ ପିଣ୍ଟୁଙ୍କୁ...

ସୁମିତ-ତପସ୍ବିନୀ ଦମ୍ପତିି ବିବାଦ ମାମଲା: ୧୫ରେ ମୂଳ ପିଟିଶନର ଶୁଣାଣି

ବ୍ରହ୍ମପୁର ଅଫିସ,୧୧ା୩: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ବିବାଦ ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ତେବେ ତପସ୍ବିନୀଙ୍କ ଭରଣପୋଷଣ ପାଇଁ ମାସିକ ୧୭ହଜାର ଟଙ୍କା ଦେବାକୁ ଜିଲା ଜଜ୍‌ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଡା. ସୁମିତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri