ଗଞ୍ଜାମ

ଶୁଶ୍ୱରଙ୍କ ଗଳାକାଟି ଜ୍ୱାଇଁ ଫେରାର

ଆସିକା,୩ା୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗୁଡିସର ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶ୍ୱଶୁର ଘରକୁ ଆସି ଜ୍ୱାଇଁ ଧାରୁଆ ଅସ୍ତ୍ରରେ ଶ୍ୱଶୁରଙ୍କ ଗଳାକାଟି ଫେରାର ହୋଇଯାଇଛନ୍ତି। ଗୁରୁତର ଆହତ ଶ୍ୱଶୁର କଂଗ୍ରେସ ନାହାକ…

ଆକ୍ରମଣ ମାମଲା: ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗମ୍ଭାରୀଗୁଡ଼ା ଗ୍ରାମର ରୁଦ୍ର ଜେନାଙ୍କୁ ଗତ ରବିବାର ସନ୍ଧ୍ୟାରେ କଙ୍କୋରଡ଼ା ଗ୍ରାମରେ ବେଆଇନ ଭାବେ ମଦ ବ୍ୟବସାୟ କରୁଥିବା କିଛି ଯୁବକ ସଂଘବଦ୍ଧ ଆକ୍ରମଣ କରିଥିଲେ। ଖବରପାଇ ରୁଦ୍ର ଙ୍କ ବାପା…

ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ

ଛତ୍ରପୁର, ୩।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ କତୁରୁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଗତ ୨୬ ତାରିଖରେ କତୁରୁ ଗ୍ରାମର ଜଣେ ନାବାଳିକାକୁ ସେହି ଗ୍ରାମର ୩ଜଣ ଯୁବକ ଗଣବଳାତ୍କାର କରିଥିବା ଅଭିଯୋଗ…

ପାରିବାରିକ ଶତ୍ରୁତାରୁ ଆକ୍ରମଣ: ରୂପା ଅଳଙ୍କାର ଲୁଟ ଅଭିଯୋଗ

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ବଡ଼ସାହିର ଏ.ଶଙ୍କର ପାତ୍ର ଏବଂ ତାଙ୍କ ଭାଇ ଏ. ଶିବ ପାତ୍ରଙ୍କୁ ଗ୍ରାମର ଡି.ଗୌରାଙ୍ଗ ପାତ୍ର ଏବଂ ତାଙ୍କ ୪ ସହଯୋଗୀ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି।…

ପଡୋଶୀଙ୍କ ଠେଙ୍ଗା ମାଡ଼ରେ ବାପ-ପୁଅ ଆହତ:ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୩୪(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଠାକୁରାଣୀ ଛକ ରେ ରହୁଥିବା ସନ୍ତୋଷ ନାଇକ ଏବଂ ତାଙ୍କ ପୁଅ ପିଣ୍ଟୁଙ୍କୁ ପଡୋଶୀ ସିମାଞ୍ଚଳ ନାଇକ ବାଉଁଶ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ତୋଷ ଏନେଇ ଦିଗପହଣ୍ଡି ଥାନାରେ ଏତଲା…

ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର

ଛତ୍ରପୁର, ୩।୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲାରେ ଜାତୀୟ ଇନଷ୍ଟିଚ୍ୟୁଟ ଅଫ ଫାର୍ମାସିଟିକାଲ ଶିକ୍ଷା ଏବଂ ଅନୁସନ୍ଧାନ ପ୍ରତିଷ୍ଠା ପାଇଁ ପ୍ରଗତିଶୀଳ ଉତ୍କଳ ସମାଜ ତରଫରୁ ଦାବି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ହସ୍ତତନ୍ତ ପୋଷାକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ଛତ୍ରପୁର,୩/୪(ସନ୍ତୋଷ ପାଢ଼ୀ): ଓଡ଼ିଶାର ପାରମ୍ପରିକ ପୋଷାକ, ହସ୍ତତନ୍ତ ଏବଂ ବୟନ ଶିଳ୍ପର ଗୌରବକୁ ଉଜାଗର କରିବା ନିମନ୍ତେ ଏପ୍ରିଲ ୩ରେ ‘ପାରମ୍ପରିକ ପୋଷାକ ପରିଧାନ ଆମ ପୋଷାକ, ଆମ ପରିଚୟ’ ଦିବସ ପାଳିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ…

ଓଡ଼ିଆ ସଂସ୍କୃତିର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଓଡ଼ିଆ ପକ୍ଷ ପାଳନ

ଭଞ୍ଜନଗର,୩ା୪(ବାବୁଲା ପ୍ରଧାନ): ରାଜ୍ୟ ସରକାର ଚଳିତ ବର୍ଷ ଏପ୍ରିଲ ୧ରୁ ଓଡ଼ିଆ ପକ୍ଷ ପାଳନ କରୁଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ଏବଂ ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଆ ପକ୍ଷ ପାଳନ କରୁଛନ୍ତି। ତେଣୁ…

ଦାୟିତ୍ୱ ନେଲେ ବାର ଆସୋସିଏଶନର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୩ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଗୁରୁବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ ସଭାରେ ନବ ନିର୍ବାଚିତ ସଭାପତି କୃଷ୍ଣଚନ୍ଦ୍ର ଗୌଡ଼, ଉପସଭାପତି ଦୁର୍ଗାଚରଣ ଦାଶ,…

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା…

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ ଯାତ୍ରାପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଯାତ୍ରାକମିଟି ସଭାପତି ସିମାଞ୍ଚଳ ପାତ୍ର,କାର୍ଯ୍ୟକର୍ତ୍ତା ରବୀନ୍ଦ୍ର ରେଡ୍ଡୀ,ଅଭିମନ୍ୟୁ ମହାରଣା,ଦୀପକ…

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟ ପ୍ରବେଶ ଉତ୍ସବ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri