ଗଞ୍ଜାମ

ପାଣିରେ ଭାସୁଛି ପାଚିଲା ଧାନ, ଗଜା ବାହାରିବା ଦେଖି ଚାଷୀ…

ଗଞ୍ଜାମ,୧୩ା୧୧(ବିଦ୍ୟାଧର ସାହୁ): ବାତ୍ୟା ମୋନ୍ଥା ପ୍ରଭାବରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଏବେ ପାଚିଲା ଧାନରେ କେନାଲ ପାଣି ପଶିଛି। ଚାଷୀ ଧାନ ଅମଳ କରି ଘରକୁ ନେବା ସମୟରେ ଜଳସେଚନ ବିଭାଗର ଖାମଖିଆଲ ନୀତି ଯୋଗୁ ପାଚିଲା…

ପୋଖରୀରେ ପଶିଗଲା କାର୍‌: ୨ ଭାଇ ଚାଲିଗଲା ଜୀବନ, ୨ ଗୁରୁତର

ଆସିକା,୧୩।୧୧: ଆସିକା-ବଡ଼ ଆଗୁଳ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଥିବା ପୋଖରୀରେ ଏକ କାର୍‌ ପଶିଯାଇଛି। କାରରେ ବସିଥିବା ଚାରି ଜଣ ମଧ୍ୟରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ଦୁଇ…

ମାଛ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ; ଜେଲ ଗଲେ ଜଣେ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟ ରାସ୍ତାକଡ଼ରେ ଥିବା ମାଛ ଦୋକାନରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧ ଟାରେ କିଛି ଅସାମାଜିକ ଯୁବକ ପହଞ୍ଚି ମାଛ ବ୍ୟବସାୟୀ ଗଣେଶ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ…

ଦିଗପହଣ୍ଡି ରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା:ବିଧାୟକଙ୍କ ଦ୍ୱାରା ଚାଷୀ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର) ଗ୍ରାମାଞ୍ଚଳରେ କୃଷି ଓ କୃଷକର ବିକାଶ ଏବଂ ସେମାନଙ୍କ ଆୟକୁ ଦିଗୁଣିତ କରିବା ଉଦ୍ଦେଶ୍ୟରେ ବୁଧବାର ଦିଗପହଣ୍ଡି ହାଇସ୍କୁଲ ଖେଳପଡିଆଠାରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଧିକାରୀ ଡା.…

ଦିଗପହଣ୍ଡି ସହରରେ ଛିନତାଇ ମାମଲା: ନାବାଳକଙ୍କ ସମେତ ୨ ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଗତ କିଛିଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ଜଣେ ନାବାଳକଙ୍କ ସମେତ ୨ ଅଭିଯୁକ୍ତଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…

ଇନଷ୍ଟାଗ୍ରାମରୁ ପ୍ରେମ, ଲଜ୍‌ରେ କଲେଜ ଛାତ୍ରୀଙ୍କୁ ବଳାତ୍କାର; ଘରୁ ସୁନା-ଟଙ୍କା ଆଣିବାକୁ କହି…

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ପ୍ରଲୋଭିତ କରି ଲଜ୍‌ରେ ରଖି ବଳାତ୍କାର କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ବ୍ରହ୍ମପୁର ବଡ଼ବଜାର ପୋଲିସ ବାନ୍ଧିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ତିରୁପତି ନଗର ୪ର୍ଥ ଲାଇନ୍‌ରେ ରହୁଥିବା…

ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବାଦ ବିବାଦ ୫ ତାରିଖ ସକାଳେ…

ଭୂମିହୀନ ବୋଲି ମିଳିଥିବା ଜାଗା ଜବରଦଖଲ ଅଧୀନରେ, ଏବେ ଘର ନିର୍ମାଣକୁ ନେଇ ଦ୍ୱନ୍ଦ୍ୱରେ ଅନ୍ତୋଦୟ ହିତାଧିକାରୀ

ଖଜୁରୀପଡ଼ା,୧୨।୧୧(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଖଜୁରୀପଡ଼ା ପଞ୍ଚାୟତର ଚାରିପଡା ଗ୍ରାମରେ ରହୁଥିବା ଭୂମିହୀନ ବିଧବା ମହିଳା ଗୋଲାପ ରଣାକୁ ଆର୍ଥିକ ବର୍ଷ ୨୦୨୫-୨୬ରେ ଅନ୍ତୋଦ୍ୟାୟ ଗୃହ ଯୋଜନାରେ ସାମିଲ କରି ଘର ନିର୍ମାଣ କରିବା ପାଇଁ ସମିତି ପକ୍ଷରୁ କାର୍ଯ୍ୟାଦେଶ…

ଫସିଗଲେ କେଶବ: ରାସ୍ତାକଡ଼ରେ ପ୍ଲାଷ୍ଟିକ୍‌ ଜାରକିନ ଧରି ବସି ବିକୁଥିଲେ…

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ପଞ୍ଚାୟତ ପୁଟଖାଲ ଗ୍ରାମର କେଶବ ମଲ୍ଲିକଙ୍କଠାରୁ ୧୮ ଲିଟର ଦେଶୀମଦ ଜବତ କରାଯାଇଛି। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦିଗପହଣ୍ଡି ଅବକାରୀ ଥାନା ମାମଲା ନଂ.୧୪୩/୨୫-୨୬ ଅନୁଯାୟୀ…

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି ପକାଇଛନ୍ତି।…

ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…

ରାଷ୍ଟ୍ରୀୟ ଏକତା ଶିବିର: ଚମକିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର,୧୨/୧୧(ବାବୁଲା ପ୍ରଧାନ): ହରିୟାଣାର ରୋହତକସ୍ଥିତ ମହର୍ଷି ଦୟାନନ୍ଦ ବିଶବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ଚାଲିଥିବା ସପ୍ତାହ ବ୍ୟାପୀ ଜାତୀୟ ଏକତା ଶିବିର ଉଦଯାପିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ବ୍ୟୁରୋ) ଅଧିନରେ ଥିବା ଭଞ୍ଜନଗର କବିସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?