ସାନଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର
ହିଞ୍ଜିଳିକାଟୁ, ୨୩।୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ସାରୁ ଗ୍ରାମରେ ଘରୋଇ କଳହକୁ କେନ୍ଦ୍ର କରି ସାନ ଭାଇ ବିଜୟ ସେଠୀଙ୍କ ଠେଙ୍ଗା ମାଡ଼ରେ ବା ସଞ୍ଜୟ ସେଠୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ନେଇ ଆହତ ହିଞ୍ଜିଳି ଥାନାରେ ବଡ଼ ଭାଇ…
ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ
ବୁଗୁଡ଼ା,୨୩।୨(କାଳିଚରଣ ଦାଶ): ମହାଶିବରାତ୍ରି ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହୋଇଛି। ଚଳିତବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟିଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି। ଫଳରେ କେତେକ…
କେଏସୟୁବି କଲେଜର ଉନ୍ନତି ପାଇଁ ବ୍ୟୟ ହେବ ୩୫ କୋଟି: ପ୍ରଦ୍ୟୁମ୍ନ
ଭଞ୍ଜନଗର,୨୩।୨(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶନିବାର ଅପରାହ୍ନରେ ହଠାତ୍ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସୟୁବି)କଲେଜ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ବିଧାୟକ ନିଜେ ପଢୁଥିବା କଲେଜର କିପରି ଉନ୍ନତି ହୋଇପାରିବ ସେନେଇ ଅଧ୍ୟକ୍ଷଙ୍କ ସମେତ ବିଭିନ୍ନ…
ଅଟକ ୩ ମହିଳା ଶ୍ରମିକ ଗାଁକୁ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ
ଦିଗପହଣ୍ଡି,୨୩।୨(ଅଶେଷ ନାଥ ମିଶ୍ର): ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ମଙ୍ଗଲତୁରୁ ନିକଟ ଭାରମା ମେରାଇନର ଏକ ଘରୋଇ ଚିଙ୍ଗୁଡ଼ି ପ୍ରୋସେସିଂ କମ୍ପାନୀରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଲକ୍ଷ୍ମୀ ଓରଫ ବେବିନା ସେଠୀ, ସୁବୁଦ୍ଧି ନାୟକ…
ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ
ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ପ୍ରାଥମିକ…
ମହିଳାଙ୍କ ରହସ୍ୟମୟ ନିଖୋଜ, ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଚାନ୍ଦପୁର ପଞ୍ଚାୟତ ବେଲପନ୍ଥି ଗ୍ରାମର ରଞ୍ଜନ କୁମାର ଗୌଡ଼ଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ଗୌଡ଼ ଗତ ୧୭ ଦିନ ହେଲା ନିଖୋଜ ଥିବା ଜଣାପଡିଛି। ନିଖୋଜ ଘଟଣା ସମ୍ପୂର୍ଣ୍ଣ ରହସ୍ୟମୟ ବୋଲି ତାଙ୍କ ସ୍ବାମୀ…
ଗଞ୍ଜାମରେ ପ୍ରତିଷ୍ଠା ହେବ ୩ ଶୀତଳଭଣ୍ଡାର
ଛତ୍ରପୁର,୨୨ା୨(ସନ୍ତୋଷ ପାଢୀ/ ଦିଲ୍ଲୀପ ସାମଲ): ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶନିବାର ଗଞ୍ଜାମ ଜିଲା ଗସ୍ତରେ ଆସି ଛତ୍ରପୁର ସର୍କିଟ ହାଉସ୍ରେ ସମୀକ୍ଷା ବୈଠକ କରିଛନ୍ତି। ଧାନକିଣା ଓ ରାଶନକାର୍ଡ ପାଇଁ ଇ-କେୱାଇସିର ଅଗ୍ରଗତି,…
ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି/ଚିକିଟି,୨୨ା୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍ଆଇ ଜଗବନ୍ଧୁ ବାର୍ଲା ବ୍ରାହ୍ମଣ ନୂଆପଡ଼ା ଗ୍ରାମର ଚିକୁ ଓରଫ ଇ.କାଳିଆଙ୍କୁ ଶନିବାର ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍ କୋର୍ଟକୁ ଚାଲାଣ କରିଛନ୍ତି।…
ରାଶନ କାର୍ଡକୁ ନେଇ ପୁଣି ବଡ଼ ଖବର, ଯୋଗାଣ ମନ୍ତ୍ରୀ କହିଲେ…
ଛତ୍ରପୁର ୨୨।୨(ସନ୍ତୋଷ ପାଢ଼ୀ ): ଗଂଜାମ ଜିଲା ଛତ୍ରପୂର ସ୍ଥିତ ସର୍କିଟ ହାଉସ ଠାରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଧାନ କିଣା ଓ ରାଶନ କାର୍ଡ ପାଇଁ ଇ-କେୱାସିନ୍ତ୍ର ଅଗ୍ରଗତି, ଶୀତଳ…
ବନ୍ଧ ବାନ୍ଧି ଅଟକାଯାଉଛି ରୁଷିକଲ୍ୟା ଜଳ: ତଳ ମୁଣ୍ଡରେ ପାଣି ପାଇଁ ଡହଳବିକଳ ଲୋକେ
ପୁରୁଷୋତ୍ତମପୁର,୨୨।୨ (ସିମାଞ୍ଚଳ ମିଶ୍ର): ଫେବୃଆରୀ ନ ସରୁଣୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ରୁଷିକଲ୍ୟା ନଦୀର ଭୀମପୁର ଓ କନକା ଅଞ୍ଚଳରୁ ଖୋଳା ଚାଲିଛି ବାଲି। ବର୍ତ୍ତମାନ ନଦୀରେ ପାଣି…
ଆନ୍ଧ୍ରରେ ଫସି ରହିଛନ୍ତି ତିନି ଓଡ଼ିଆ ମହିଳା ! ଉଦ୍ଧାର କରିବାକୁ ପରିବାର ବର୍ଗଙ୍କ ନେହୁରା
ଦିଗପହଣ୍ଡି,୨୧।୨(ଅଶେଷ ନାଥ ମିଶ୍ର): ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ମଙ୍ଗଲତୁରୁ ନିକଟ ଭାରମା ମେରାଇନର ଏକ ଲେଡିଜ ହୋଷ୍ଟେଲରେ ୩ ଜଣ ଓଡ଼ିଆ ମହିଳା ଫସି ରହିଥିବା ଜଣାପଡିଛି। କମ୍ପାନୀ ପକ୍ଷରୁ ସେମାନଙ୍କୁ ଦୀର୍ଘ ୩ ମାସ ହେଲା ପାରିଶ୍ରମିକ…
ଆନ୍ତର୍ଜାତିକ ମାତୃଭାଷା ଦିବସ : କୃତି ପ୍ରତିଯୋଗୀଙ୍କୁ ପୁରସ୍କାର
ଦିଗପହଣ୍ଡି,୨୧।୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶୁକ୍ରବାର ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଆଚାର୍ଯ୍ୟ ସନ୍ତୋଷ କୁମାର ପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ ମୁଖ୍ୟଅତିଥି ଭାବେ…
Archives


