ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍ ରହିଛି…
ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଛାଡ଼ଖାଇ…
ଦ୍ରୁତଗତିରେ ଆସୁଥିଲା ବସ୍, ଚକାତଳେ ଫସିଗଲେ ସ୍କୁଟି ଚାଳକ
ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସ୍ଷ୍ଟାଣ୍ଡଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ବେଲଗୁଣ୍ଠା ରୋଡ୍ ଛକରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଚାଳକ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ଉକ୍ତ ଗୋଲେଇ ଛକଟି…
ଘାଟିରେ ଓଲଟିଲା ବସ୍: ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ
ଭଞ୍ଜନଗର/ ଜି.ଉଦୟଗିରି,୭ା୧୧(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଶୁକ୍ରବାର ଭୋର୍ ସମୟରେ କଳିଙ୍ଗା ଘାଟିର ଅନ୍ଧାରୀକୋଟି ମନ୍ଦିର ବୁଲାଣିରେ ଏକ ବସ୍ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଭଞ୍ଜନଗର ଏବଂ ଜି. ଉଦୟଗିରି…
ସୁନା ଦୋକାନୀଙ୍କୁ ଉଠାଇନେଲା ଆନ୍ଧ୍ର ପୋଲିସ, ଜାଣନ୍ତୁ କାହିଁକି…
ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା – ଛଣମେରି ଗାଁ ରାସ୍ତାରେ ଥିବା ଶ୍ରୀ ଦୁର୍ଗା ଜୁଏଲର୍ସର ମାଲିକଙ୍କୁ ଗୁରୁବାର ଆନ୍ଧ୍ରପ୍ରଦେଶ କାଶୀବୁଗା ଥାନାର ସତନ୍ତ୍ର ପୋଲିସ ଉଠାଇ ନେଇଥିବା ଜଣାପଡିଛି। ସୁନା ବ୍ୟବସାୟୀ ଜଣଙ୍କ ହେଲେ…
ହରିଡ଼ାପାଟୁରେ ଜ୍ୱର ଆତଙ୍କ: ୨୦ରୁ ଉର୍ଦ୍ଧ ବ୍ୟକ୍ତି ଆକ୍ରାନ୍ତ, ତୁରନ୍ତ ଚିକିତ୍ସା ପାଇଁ ଦାବି…
ପାତ୍ରପୁର, ୬।୧୧(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ଆଦିବାସୀ ଅଧୁଷିତ ବୁରାତାଲ ପଂଚାୟତ ହରିଡ଼ାପାଟୁ ଗ୍ରାମରେ ଦଶ ଦିନ ହେଲା ଜ୍ୱର ଆତଙ୍କ ଦେଖାଦେଥିବା ଅଭିଯୋଗ ହୋଇଛିି । ଗ୍ରାମରେ ପ୍ରଥମେ କିଛି ବ୍ୟକ୍ତିଙ୍କୁ ଥଣ୍ଡା, କାଶ ସହ ଜ୍ୱର ହୋଇଥିବା…
ସାଙ୍ଗମାନଙ୍କ ସହ ଗପୁଥିବା ବେଳେ ଆକ୍ରମଣ: ଲୁହାଛଡ଼ ସହ ବାଇକ ଜବତ ପରେ ଅଭିଯୁକ୍ତ…
ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବମକେଇ ପଞ୍ଚାୟତ ରାଇଗୁଡ଼ା ଗାଁର ଅଭିଯୁକ୍ତ ଅବିନାଶ ଜାନି ଓରଫ ବାବୁନାଙ୍କୁ ପୋଲିସ…
‘ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟ’
ଭଞ୍ଜନଗର,୬ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ଗୁରୁବାର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଜାତୀୟ ଏକତା ଉପରେ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଯାଇଛି।ଏଥିରେ ଅଞ୍ଚଳର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ। ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରତିଭାମାନଙ୍କୁ…
ଘରେ ପଶି ଡ଼କାୟତି ପରେ ଖଣ୍ଡାରେ ହାଣି ହୋଇଯାଇଥିଲେ ଫେରାର, ୨ ବର୍ଷ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା…
ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଡକାୟତି ଓ ହତ୍ୟାଉଦ୍ୟମ ମାମଲାରେ ୨ ବର୍ଷ ଧରି ଫେରାର ଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ କୁମରଡ଼ା ଗ୍ରାମର ପେସାଦାର ଅପରାଧୀ ଲକ୍ଷ୍ମୀଦତ୍ତ ପ୍ରଧାନ ଓରଫ କାଳୁଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜୟନାଥ…
ପ୍ରସିଦ୍ଧ ବଟେଶ୍ୱର ବାଲିଯାତ୍ରା: ସମଗ୍ର ଅଞ୍ଚଳ ଚଳଚଞ୍ଚଳ
ଗଞ୍ଜାମ,୦୬।୧୧(ଅଖିଳ ତରାଇ): ଗଞ୍ଜାମ ବ୍ଲକର ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠର ବାଲିଯାତ୍ରା ପାଇଁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। ପବିତ୍ର କାର୍ତ୍ତିକ ମାସ ଯୋଗୁ ଏଠାରେ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ଦେଖିବାକୁ…
ଆଡୁ ଟୁର୍ନାମେଣ୍ଟ ଉଦଯାପିତ,ରାଉଳସାହି ଚମ୍ପିୟାନ
ଗଞ୍ଜାମ,୬।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ମଙ୍ଗଳବାର ଆରମ୍ଭ ହୋଇ ଥିବା ଆଡୁ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି । ଏଥିରେ ନାଗେଶ୍ୱର ରାଓଙ୍କ ରାଉଳ ସାହି ଟିମ ଚମ୍ପିୟାନ ହୋଇଛି । ଫାଇନାଲ ମ୍ୟାଚରେ ପଣ୍ଡା ସାହି…
ବାହୁଦାରେ ନୂଆ ବନ୍ଦର, ମହାନଦୀ ମୁହାଣରେ ଜାହାଜ ନିର୍ମାଣ କେନ୍ଦ୍ର
ପାରାଦୀପ, ୬ା୧୧(ଶରତ ରାଉତ): ଗଞ୍ଜାମ ଜିଲାର ବାହୁଦାରେ ନୂଆ ବନ୍ଦର ଏବଂ ପାରାଦୀପ ନିକଟ ମହାନଦୀ ମୁହାଣରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ନିର୍ମାଣ ହେବ। ଏଥିପାଇଁ ୪୬ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ…
ସାଙ୍ଗମାନଙ୍କ ସହ ବସି ଗପୁଥିଲେ, ହଠାତ ଲୁହାଛଡ଼ରେ ମରଣାନ୍ତକ ଆକ୍ରମଣ, ୨ଜଣଙ୍କୁ…
ଦିଗପହଣ୍ଡି,୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୬ ଟାରେ ଗାଁ ର ତିନିଛକରେ କୃଷ୍ଣ ଠିଆ ହୋଇ ତାଙ୍କ…

