ଗଞ୍ଜାମ

ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଧରାକୋଟ ପୋଲିସ। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ମଙ୍ଗଳବାର...

ଦନ୍ତା ଆକ୍ରମଣରେ ମା’ ଗୁରୁତର, ବର୍ତ୍ତିଲେ ଝିଅ

ଭଞ୍ଜନଗର,୨୯।୧୦(ଡି.ଏନ.ଏ.)- ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ମଙ୍ଗଳବାର ସୁଦ୍ଧା ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଧାନ ଫସଲ ନଷ୍ଟ କରୁଛନ୍ତି। ଫଳରେ ଜଙ୍ଗଲ ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ...

କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ। ଶେରଗଡ ପୋଲିସ ନଂ.୧୦୩/୧୯ରେ ଏକ ମାମଲା ରୁଜୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।...

ରାସ୍ତା ଉପରେ ଜଳିଗଲା କାର୍‌

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ମଙ୍ଗଳବାର ଏକ କାର୍‌ରେ ଅଗ୍ନିକାଣ୍ଡ ଘଟିଛି। କାର୍‌ର ବ୍ୟାଟେରିରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଭଞ୍ଜନଗର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ତାଙ୍କର ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା...

ଡ୍ରେନେଜ୍‌ ଡିଭିଜନ ଦୁର୍ନୀତିର ତଦନ୍ତ ଦାବି : ଭିଜିଲାନ୍ସ ଅଫିସ ଘେରାଉ କରିବ ଭାଜପା

ବ୍ରହ୍ମପୁର ଅଫିସ,୨୯ା୧୦-ରେଶମ ନଗରୀ ପରିମଳ ବ୍ୟବସ୍ଥାରେ ବ୍ରହ୍ମପୁରର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଥିବା ବାହାନା ଓ ସାପୁଆ ନାଳ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଦୁଇ ନାଳ ନିୟମିତ ସଫା ହେଉ ନ ଥିବା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଅହେତୁକ...

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ...

ଗଳାକାଟି ହତ୍ୟା ଘଟଣା: ବଡ଼ବାପା ପୁଅ ଭାଇ ଗିରଫ

ବୁଗୁଡ଼ା,୨୯ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇ ନିଲୁ ପାତ୍ର (୧୫)ଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ସୋମବାର ପୋଲିସ ବଡ଼ବାପା ପୁଅ...

ବାପାଙ୍କ କାଠଫାଳିଆ ମାଡ଼ରେ ପୁଅ ମୃତ

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ କେରିକେରିଝୋଳା ଗ୍ରାମରେ ସୋମବାର ରାତିରେ ବାପାଙ୍କ କାଠଫାଳିିଆ ମାଡ଼ରେ ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପିଣ୍ଟୁ ଗୌଡ଼ (୨୮)। ଖବରପାଇ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛି। ପିଣ୍ଟୁ...

ବସ୍‌ ଧକ୍କାରେ ଗୋରୁ ମୃତ, ଆଇଟିଆଇ ଛାତ୍ର ଆହତ, ଉତ୍ୟକ୍ତ ଛାତ୍ରଙ୍କ ରାସ୍ତାରୋକୋ

ହିଞ୍ଜିଳିକାଟୁ, ୨୮।୧୦(ଡି.ଏନ୍‌.ଏ)-ପୋଚିଲିମା ଛକ ନିକଟ ଜାତୀୟ ରାଜପଥରେ ସୋମବାର ସନ୍ଧ୍ୟାରେ ଏକ ବସ୍‌ ଧକ୍କା ଦେବାରୁ ଗୋଟିଏ ଗୋରୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଆଇଟିଆଇ ଛାତ୍ର ଆହତ ହୋଇଛନ୍ତି। ସେ ହେଲେ ଉତ୍ତମ କୁମାର ଗୌଡ଼। ବସ ଚାଳକଙ୍କ...

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫)...

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୁଗୁଡ଼ା,୨୮ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ରାବଗଡ଼ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ରବିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାବଗଡ଼ର ସରମା ନାୟକ (୫୯)। ଏ ନେଇ ପୋଲିସ ନଂ. ୨୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଦୀପାବଳି...

Advertisement

BGU

Archives

Model This Week

Why Dharitri