ଗଞ୍ଜାମ

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ହିଞ୍ଜିଳି ଥାନା ବୁରୁପୋଡା ଗ୍ରାମର କୃଷ୍ଣଚନ୍ଦ୍ର ପାଢୀ(୩୬) । ଗିରଫ ଅଭିଯୁକ୍ତଙ୍କଠାରୁ ପୋଲିସ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର। ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସମ୍ପର୍ଣ ହେବ ତାହା ପୋଲିସ ପାଇଁ ଏକ…

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି ଉପଲକ୍ଷେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟରେ ଆୟୋଜିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ …

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର  ଅପରାହ୍ନ ସାଢ଼େ ଚାରିଟା ସମୟରେ ରାମଗିରିରୁ ଏକ ବାଇକ ଯୋଗେ ସ୍ବାମୀ ଆଦିତ୍ୟ…

ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍‌ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ ଅବସ୍ଥା ଦେଇ ଗତି କରୁଥିବା ଜଣାପଡ଼ିଛି। ବେପାରୀମାନେ ବସିବାକୁ ଭେଣ୍ଡିଂ ଜୋନ ନିର୍ମାଣ…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାରସାଲି ପଞ୍ଚାୟତ ଅନ୍ତର୍ଗତ ସାନଡେଙ୍ଗିନିଲି ଗାଁରେ ଏଭଳି…

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ ପ୍ରଚଳିତ ଥିଲା ଏହି ପ୍ରଥା। ପରେ ଆସିଲା ପାଲିଙ୍କି ସମୟ। ପାଲିଙ୍କିରେ ବର…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ଯାହା ଫଳରେ ଯାତ୍ରୀଙ୍କୁ ନେଇ ଯାଉଥିବା…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମତ୍ୟୁ ଘଟିଥିବା ବେଳେ ୩…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି ଯାତ୍ରା ଆରମ୍ଭ ହୋଇଗଲାଣି। ଗତ କାଲି ସମସ୍ତ ସାହି ଠାକୁରଙ୍କୁ ଫଗୁ ଅର୍ପଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri