ଗଞ୍ଜାମ

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୬ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ରୁ ଉର୍ଦ୍ଧ୍ବ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ ବାଉଁଶଲୁଣ୍ଡି ଏବଂ ତୁଳସୀପଲ୍ଲୀର ମୁଖ୍ୟରାସ୍ତା ଏବଂ ଗାଁ ଭିତରେ ରବିବାର ଗଜଲକ୍ଷ୍ମୀ ପୂଜା…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ ସଂଘ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୫୪ ଜୁଆଆଡ୍ଡା ଉପରେ ଚଢ଼ାଉ କରାଯାଇଛି।…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ବଟେଶ୍ୱର ପୀଠରେ ବାଲିଯାତ୍ରା ଅନୁଷ୍ଠିତ ହେବ। ସେଠାରେ ଭକ୍ତଙ୍କ…

ସମ୍ଭାବ୍ୟ ବାତ୍ୟାକୁ ନେଇ ତତ୍ପର ଗଞ୍ଜାମ ପ୍ରଶାସନ, ଭଞ୍ଜନଗରରେ ଉପଜିଲାପାଳଙ୍କ ସମୀକ୍ଷା

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ) : ଆସନ୍ତା ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବା ନେଇ ଆଶଙ୍କା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି ଆରମ୍ଭ ହୋଇଛି…

ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….

ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ । ମେଢ ଦେଖିବା ସାଙ୍ଗକୁ ଆଶୀର୍ବାଦ ଭିକ୍ଷା…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ ଭାବେ ଲଙ୍ଗର ପକାଇଛନ୍ତି। ସମୁଦ୍ର ଅଶାନ୍ତ ହେବା ସହ ମାଛଧରା ପାଇଁ ସମୁଦ୍ର…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌ ଓ କବାଟ ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଆଲମିରା ଚାବି ତାଡ଼ି ସେଥିରେ…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ) ପକ୍ଷରୁ ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁରର ଯୁବ ଲେଖିକା ତଥା ଚିତ୍ରଶିଳ୍ପୀ ଶୁଭସ୍ମିତା ପଣ୍ଡା। ମାତ୍ର ୧୧ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?