ଚଳନ୍ତା କାରରୁ ହଠାତ୍ ହୁତୁହୁତୁ ହୋଇ ଜଳିଲା ନିଆଁ, ଭିତରେ ଥିଲେ ୩ଜଣ
ହିଞ୍ଜିଳିକାଟୁ ୧୪।୨( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ଆର ଏମ ସି ଛକ ନିକଟ ଉପଖଣ୍ଡ ଚିକିତ୍ସାଳୟର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ହଠାତ ଏକ ଚଳନ୍ତା କାର ହଠାତ ହୁତୁ ହୁତୁ ହୋଇ ଜଳିଯାଇଛି। ଭିତରେ ଥିବା ଯାତ୍ରୀ କାର ଭିତରୁ ଓହ୍ଲାଇ…
ମଦ ଜବତ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣ ପୁର ଗ୍ରାମର ଅଶୋକ ସାହୁଙ୍କୁ ଶୁକ୍ରବାର କେ.ନୂଆଗାଁ ଥାନା ନୂଆପଡ଼ା ପୋଲିସ ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୬୧/୨୫ ଅନୁଯାୟୀ ଜାମିନ…
ଗୁଣି ସନ୍ଦେହରେ ହତ୍ୟା ଉଦ୍ୟମ; ଅଭିଯୁକ୍ତ ଦମ୍ପତ୍ତି ଗଲେ ଜେଲ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗାଁର ବଙ୍ଗାଳି ନାଇକଙ୍କୁ ଗୁଣିଆ ସନ୍ଦେହରେ ହତ୍ୟା ଉଦ୍ୟମ କରାଯାଛି। ବଙ୍ଗାଳିଙ୍କୁ ତାଙ୍କ ଭାଇ କୁରେଶୁ ନାଇକ ଏବଂ ଭାଇ ବୋହୂ ରୀତା ନାଇକ,ଝିଆରୀ ବର୍ଷା ନାଇକ ଗତ…
ଋଷିକୂଲ୍ୟା ନଦୀ ପାର୍ଶ୍ୱକୁ ହାଣି ଚାଲିଛନ୍ତି ମାଫିଆ: ପୋଲିସ ଉପରକୁ ଅଙ୍ଗୁଳି ଉଠାଉଛନ୍ତି ପ୍ରତାପପୁରବାସୀ
ରୁଷୋତ୍ତମପୁର,୧୪।୨(ସିମାଞ୍ଚଳମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପପୁର ଗ୍ରାମ ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ହେବାରେ ଲାଗିଛି । ଏ ନେଇ ଖବରପାଇ ପୁରୁଷୋତ୍ତମପୁର ଆଇଆଇସି ରାଜେଶକୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏସ୍ଆଇ ସୁଶାନ୍ତ କୁମାର ମିଶ୍ର…
ଭୂମିହୀନଙ୍କୁ ତୁରନ୍ତ ଜମିପଟ୍ଟା ଦେବାକୁ ନିର୍ଦ୍ଦେଶ
ଛତ୍ରପୁର,୧୪ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବସୁନ୍ଧରା ଯୋଜନା ଆନୁକୂଲ୍ୟରେ ଗଞ୍ଜାମ ଜିଲାରେ ଚିହ୍ନଟ ହୋଇଥିବା ଭୂମିହୀନଙ୍କୁ ତୁରନ୍ତ ଜମିପଟ୍ଟା ପ୍ରଦାନ କରିବା ନିମନ୍ତେ କୁହାଯାଇଛି। ସହରାଞ୍ଚଳ ହେଉବା…
ଗଞ୍ଜାମ ଜିଲା ପ୍ରଶାସନ ସହ ଏମ୍ଓୟୁ ସ୍ବାକ୍ଷର କଲା ଆଇଆର୍ଇଏଲ୍
ଛତ୍ରପୁର,୧୪ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ମିଠା ହେବ ସମୁଦ୍ର ପାଣି। ଏହି ପ୍ରକଳ୍ପ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ସହ ଶୁକ୍ରବାର ଆଇଆର୍ଇଏଲ୍ର ଏମ୍ଓୟୁ ସ୍ବାକ୍ଷର ହୋଇଛି। ଏହାଦ୍ୱାରା ସମୁଦ୍ରର ପାଣିକୁ ମଧୁର ଜଳ ଭାବେ ଗଞ୍ଜାମବାସୀ ବ୍ୟବହାର…
ମୁରବୀ ହୀନ ହୋଇଛି ୩ କାର୍ଯ୍ୟାଳୟ, ଖାଲି ପଡ଼ିଛି ଗୁରୁତ୍ୱପୂର୍ଣ୍ଣ ପଦବୀ
ପୁରୁଷୋତ୍ତମପୁର,୧୪ା୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଟି କବିସୂର୍ଯ୍ୟନଗର ଓ ଖଲ୍ଲିକୋଟ ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପରିସରରେ ରହିଛି। ଏଠାରେ ଦୁଇ ଦୁଇଜଣ ବିଧାୟକ ରହିଥିବା ସତ୍ତ୍ୱେ ମୁରବୀ ହୀନ ହୋଇପଡ଼ିଛି କାର୍ଯ୍ୟାଳୟ। ଯାହାଦ୍ବାରା ଲୋକେ ସେମାନଙ୍କ ନିଜ ନିଜର କାର୍ଯ୍ୟ…
କଲେଜରେ ଛୁରାମାଡ଼, ଅଭିଯୁକ୍ତ ଛାତ୍ର ଗିରଫ
ଖଲ୍ଲିକୋଟ,୧୩ା୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟସ୍ଥିତ ରାମଚନ୍ଦ୍ର ମର୍ଦ୍ଦରାଜ (ଆର୍ସିଏମ୍) କଲେଜରେ ଛୁରାମାଡ଼ କରିଥିବା ଛାତ୍ର ମେଘନାଦ ପାହାନ (୨୨)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୁଳସୀପୁର ଗ୍ରାମର ମେଘନାଦ ଆର୍ସିଏମ୍ କଲେଜରେ ଯୁକ୍ତ ୩…
ମା’ ଉଜଳେଶ୍ୱରୀ ମନ୍ଦିରରୁ ଚୋରି: ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍
ଛତ୍ରପୁର, ୧୩।୨(ଦିଲ୍ଲୀପ ସାମଲ):: ଏବେ ବିଭିନ୍ନ ମନ୍ଦିର ଉପରେ ଚୋରଙ୍କ ଟାର୍ଗେଟ। ବହୁ ସ୍ଥାନରେ ଏବେ ମନ୍ଦିରଗୁଡିକରେ ଦୃର୍ବୃତ୍ତମାନେ ଚୋରି କରୁଥିବା ଦେଖିବାକୁ ମିଳୁଛି। ଛତ୍ରପୁର ଜାତୀୟ ରାଜପଥ କଡରେ ଥିବା ମା’ ଉଜଳେଶ୍ୱରୀ ମନ୍ଦିରରୁ ଚୋରି ହୋଇଥିବା ଥାନାରେ ଆଜି…
ଯୁବକଙ୍କୁ ଭଙ୍ଗା କାଚ ବୋତଲରେ ଆକ୍ରମଣ: ଅଭିଯୁକ୍ତ ଗିରଫ
ହିଞ୍ଜିଳିକାଟୁ, ୧୩।୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଖଣ୍ଡରା ଗାଁରେ ଗୁରୁବାର ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଭଙ୍ଗା କାଚ ବୋତଲରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି।…
ବ୍ଲକ ଶିକ୍ଷାଧିକାରୀଭାବେ ଦାୟିତ୍ୱ ଗ୍ରହଣ କଲେ ସୁଜିତ କୁମାର ପାଢୀ
ଛତ୍ରପୁର, ୧୩।୨(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଭାବେ ସୁଜିତ କୁମାର ପାଢୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ହିଞ୍ଜିଳିକାଟୁ ବ୍ଲକର କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଭାବେ କାର୍ଯ୍ୟ ସୂଚାରୂ ରୂପେ ତୁଲାଇ ଆସୁଥିଲେ। ଛତ୍ରପୁର ବ୍ଲକ…
କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା
ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ ନିର୍ମାଣ…
Archives


