ଗଞ୍ଜାମ

ଜିଲା ପାଇଁ ଗୌରବ ଆଣିଲା କରପଡା ସର୍ଚ୍ଚ ଓ ରେସକ୍ୟୁ ଟିମ୍‌: ରାଜ୍ୟ ସ୍ଥରୀୟ ପ୍ରତିଯୋଗିତାରେ…

ଗଞ୍ଜାମ,୨୭।୧୦(ବିଦ୍ୟାଧର ସାହୁ ): ଓଡ଼ିଶା ସରକାରଙ୍କ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA) ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଅଗ୍ନିଶମ ଓ ବିପର୍ଯ୍ୟୟ ପ୍ରଶିକ୍ଷଣ ଏକାଡେମି, ଭୁବନେଶ୍ୱରତ୍‌ଠାରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।…

ବାତ୍ୟା ପ୍ରଭାବରେ ଛେଚିଲା ବର୍ଷା, ଲ୍ୟାଣ୍ଡଫଲ ବେଳେ ପ୍ରଭାବିତ ଆଶଙ୍କା, ଜାଣନ୍ତୁ କ’ଣ କହିଲେ IMD ଡିଜି

ଗଞ୍ଜାମ, ୨୭।୧୦(ବିଦ୍ୟାଧର ସାହୁ ): ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ସୋମବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ ପବିତ୍ର କାର୍ତ୍ତିକ ମାସ ତୃତୀୟ ସୋମବାର ମଧ୍ୟ ଫିକା ପଡିଛି । ସହର ମଧ୍ୟରେ ଥିବା ବିଭିନ୍ନ ଶୈବ ପୀଠ…

ବାତ୍ୟା ଆଶ୍ରୟସ୍ଥଳ ବୁଲି ଦେଖିଲେ ବିଧାୟକ

ଛତ୍ରପୁର,୨୭ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ସୋମବାର ଆର୍ଯ୍ୟପଲ୍ଲୀ ଓ ଅଗସ୍ତି ନୂଆଗାଁ ପଞ୍ଚାୟତରେ ଥିବା ବାତ୍ୟା ଆଶ୍ରୟସ୍ଥଳଗୁଡିକ ବୁଲି ଦେଖିଛନ୍ତି। ଏଥିସହ ସମୁଦ୍ରକୂଳକୁ ଯାଇ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆବଶ୍ୟକ ସରଞ୍ଜାମ…

ଜଙ୍ଗଲରେ ଚାଲିଥିଲା ବେଆଇନ ମଦ ବେପାର, ଅଚାନକ ମାଡି ବସିଲା ଅବକାରୀ ବିଭାଗ, ଆଉ ତା’ପରେ…

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚୋରା ମଦ ଧରପକଡକୁ ଜୋରଦାର କରାଯାଇଛି। ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସଦଳବଳେ ସୋମବାର ସକାଳେ ଦିଗପହଣ୍ଡି ଥାନା ଅନ୍ତର୍ଗତ କେରାଣ୍ଡିମାଳ ପାହାଡ଼ର…

ବାତ୍ୟା ‘ମୋନ୍ଥା’ ଚିନ୍ତା: ପାହାଡ଼ ଉପରେ ଥିବା ଆଦିବାସୀଙ୍କୁ ସ୍ଥାନାନ୍ତର ଆରମ୍ଭ

ପାତ୍ରପୁର,୨୭/୧୦(ଉମା ଚରଣ ନେପାକ): ସାମୁଦ୍ରିକ ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ବ୍ଲକ ଓ ତହସିଲ ପ୍ରଶାସନ ପାହାଡ଼ ଉପରେ ଥିବା ବୁରାତାଲ ଓ ଆଙ୍କୁଲି ପଂଚାୟତର ୩୦ରୁ ଉର୍ଦ୍ଧ୍ୱ ଗ୍ରାମରେ ଆଦିବାସୀଙ୍କୁ ସଚେତନ କରିବା ସହ ତଳୁଆ ଅଞ୍ଚଳକୁ ଆସିବା ପାଇଁ…

ଘୋଡାହାଡ ଡ୍ୟାମ୍‌ରୁ ଛଡାଗଲା ପାଣି: ନଦୀ ତଟବର୍ତ୍ତୀ ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ‘ମୋନ୍ଥା’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଡ୍ୟାମରୁ ସ୍ପିଲ…

ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅଗଝୋଳ ମା’ ଠାକୁରାଣୀ ମନ୍ଦିର ପରିସରରେ ରବିବାର ଘୁମୁସର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଭାରତ ଲୀଳା କଳାକାର ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସଭାପତି ବବୃବାହନ ଗୌଡ଼ ଅଧ୍ୟକ୍ଷତା…

ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ, ପର୍ଯ୍ୟଟକଙ୍କୁ ବେଳାଭୂମି ବୁଲିବା ମନା

ଗୋପାଳପୁର,୨୭ା୧୦(ନବୀନ ରାଜ ଆଚାରୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବଳ ଗୋଟାଇ ଭୀଷଣ ବାତ୍ୟା ରୂପ ଧାରଣ କରି ସ୍ଥଳଭାଗମୁହାଁ ହୋଇ ମାଡି ଆସୁଛି। ଏହାର ନାମ ‘ମୋନ୍ଥା’ ରହିଛି। ମଙ୍ଗଳବାର ସନ୍ଧ୍ୟା ରାତି…

ବାତ୍ୟା ମୋନ୍ଥାର ପ୍ରଭାବ, ଗଞ୍ଜାମରେ ଛେଚିଲା ବର୍ଷା, ଫିକା ପଡ଼ିଲା କାର୍ତ୍ତିକ ସୋମବାର

ଗଞ୍ଜାମ,୨୭।୧୦,(ବିଦ୍ୟାଧର ସାହୁ ): ବାତ୍ୟା ମୋନ୍ଥାର ପ୍ରଭାବରେ ସୋମବାର ସକାଳେ ଗଞ୍ଜାମରେ ବର୍ଷା ଆରମ୍ଭ ହୋଇଛି । ପ୍ରବଳ ବର୍ଷା ଯୋଗୁ ପବିତ୍ର କାର୍ତିକ ମାସ ତୃତୀୟ ସୋମବାର ମଧ୍ୟ ଫିକା ପଡିଛି । ସହର ମଧ୍ୟରେ ଥିବା ବିଭିନ୍ନ ଶୈବ…

ବିଦ୍ୟାଳୟ ପାଇଁ ଗୌରବ ଆଣିଲେ ପ୍ରିୟାଂଶୁ

ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ଓ ଶନିବାର ଦୁଇଦିନ ରାଜ୍ୟସ୍ତରୀୟ ୧୭ ବର୍ଷରୁ କମ୍‌ ବୟସର ବିଦ୍ୟାଳୟ ସମୂହ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ପିଏମ୍‌ ଶ୍ରୀ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ…

ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

ଗଞ୍ଜାମ,(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ମୁକାବିଲା କରିବା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି। ବ୍ଲକ ପ୍ରଶାସନର ନେତୃତ୍ୱରେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀଙ୍କ ତତ୍ତ୍ୱାବଧାନରେ ବ୍ଲକ ଟିମ ବିଭିନ୍ନ ସାଇକ୍ଲୋନ ସେଣ୍ଟରରେ ବୈଠକ କରି ଲୋକଙ୍କ ଜୀବନ…

ବାତ୍ୟା ପ୍ରଭାବ: ଏହି ଜିଲାରେ ୨ଦିନ ସ୍କୁଲ ଛୁଟି

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ସାମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ସେ ନେଇ ରବିବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନଙ୍କ ନେତୃତ୍ୱରେ ଏକ ଜରୁରୀ ବୈଠକ ବସିଥିଲା। ଭିସି ମାଧ୍ୟମରେ ଜିଲାର ସମସ୍ତ ଏସ୍‌ପି, ଉପଜିଲାପାଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?