ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ
ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ କରିଛି ବ୍ରହ୍ମପୁର ପୋଲିସ। ସିଗାରେଟ୍ ଏବଂ ଅନ୍ୟାନ୍ୟ ତମାଖୁ ଉତ୍ପାଦ ଆଇନ ସମେତ ବିଭିନ୍ନ…
ପାଇପ୍ ବିଛାଇ ଠିକାଦାର ଫେରାର, ଜଳକଷ୍ଟ ଭୋଗୁଛନ୍ତି ସାମନ୍ତରାପୁରବାସୀ
ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧିନସ୍ଥ ଭିକାରୀପଲୀ ପଞ୍ଚାୟତର ସାମନ୍ତରାପୁରରେ ପାନୀୟ ଜଳ ମୁଖ୍ୟ ସମସ୍ୟା। ବିଶେଷକରି ଗ୍ରୀଷ୍ମ ରୁତୁରେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଥାଏ। ଯାହାକୁ ଦୃଷ୍ଟିରେ ରଖି ୨୦୨୨-୨୩ରେ ପୂର୍ବତନ ସରକାର ଏହି ଗ୍ରାମକୁ ମେଗା…
ଯୋଗାଣ ନିରୀକ୍ଷକ ଲାଞ୍ଚ ନେବା ଭିଡ଼ିଓ ଭାଇରାଲ୍ ଘଟଣା: ଉପଜିଲାପାଳଙ୍କୁ ତଦନ୍ତ ତିପୋର୍ଟ ପ୍ରଦାନ
ଛତ୍ରପୁର, ୨୧।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ପାତ୍ରପୁର ବ୍ଲକର ଯୋଗାଣ ନିରୀକ୍ଷକଙ୍କ ଲାଞ୍ଚ ନେବା ଏକ ଭିଡ଼ିଓ ରେକର୍ଡିଙ୍ଗ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏହା ଉପରେ ବ୍ରହ୍ମପୁର ଉପଜିଲାପାଳ ଦୀନା ଦସୃଗୀର ତଦନ୍ତ ପାଇଁ ଯେଉଁ ସ୍ବତନ୍ତ୍ର କମିଟି…
ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ
ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। ୪୦ ଫୁଟରୁ ଊର୍ଦ୍ଧ୍ୱ ଉକ୍ତ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟରେ…
ବ୍ରହ୍ମପୁର ଏମପିଙ୍କ ଛତ୍ରପୁର ଏନଏସି ପ୍ରତିନିଧି ହେଲେ ରୁଇନା ପଟ୍ଟନାୟକ
ଛତ୍ରପୁର, ୨୦।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ଏନଏସି ପ୍ରତିନିଧି ଭାବେ ଦିପ୍ତୀଶ ପଟ୍ଟନାୟକ(ରୁଇନା) ମନୋନୀତ ହୋଇଛନ୍ତି। ଏ ସମ୍ପର୍ଜରେ ଏମପି ଚିଠି କରି ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀଙ୍କୁ ଅବଗତ କରିଛନ୍ତି । ଏନେଇ…
ଦିଗପହଣ୍ଡି ବ୍ଳକରେ ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ
ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ନୂତନ ବିଡ଼ିଓ ଭାବେ ଅନାମିକା ପାଣ୍ଡେ ଗୁରୁବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଗତ ୨୦୧୭ରେ ଓଏଏସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ ସେ ନବରଙ୍ଗପୁର, ମୁନିଗୁଡା ଏବଂ ଫିରିଙ୍ଗିଆ ତହସିଲ…
ପ୍ରସିଦ୍ଧ ହୁମା ପଞ୍ଚୁଦୋଳ ଯାତ୍ରା ଆରମ୍ଭ
ଗଞ୍ଜାମ,୨୦।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟ ପଡିଆଠାରେ ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା ଗୁରୁବାର ଆରମ୍ଭ ହୋଇଛି l ପୂର୍ବାହ୍ନରେ ପଞ୍ଚୁ ଦୋଳ ଯାତ୍ରାକୁ ୧୩ ଠାକୁର ନିଜ ନିଜର ସାହି ଗ୍ରାମ ବିରାଟ ଶୋଭାଯାତ୍ରାରେ ପରିକ୍ରମା ସାରି ହୁମାସ୍ଥିତ…
ଚୋରା ମଦ କାରବାରବେଳେ ଦୁଇ ଯୁବକଙ୍କୁ ବାନ୍ଧିଲା ପୋଲିସ: ବିପୁଳ ବିଦେଶୀ ମଦ ଜବତ
ପୁରୁଷୋତ୍ତମପୁର,୨୦।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଦୀର୍ଘ ଦିନ ଧରି ଚୋରାରେ ମଦକାରବାର କରୁଥିବା ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫକରି ଗୁରବାର କୋର୍ଟ ଚାଲାଣ କରିବା ସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର…
କୂଅରେ ପଡିଗଲେ ମହିଳା: ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଛତ୍ରପୁର,୨୦।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ତାକରିଆ ବ୍ରହ୍ମପୁର ଗାଁରେ ଗୁରୁବାର ସକାଳେ ଜଣେ ମହିଳା ଅସାବଧାନତା କାରଣରୁ କୂଅ ମଧ୍ୟକୁ ପଡିଯାଇଥିଲେ। ସେ ହେଲେ ଗୌରୀ ବେହେରା (୫୫) ଏସମ୍ପର୍କରେ ଖବର ପାଇ ଛତ୍ରପୁର ଅଗ୍ନିଶମ କେନ୍ଦ୍ରର ଏକ…
ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି: ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ବୈଠକ
ଛତ୍ରପୁର,୨୦।୩(ଦିଲ୍ଲୀପ ସାମଲ): ନିର୍ବାଚନ କମିଶନ ପକ୍ଷରୁ ନିଭୁଲ ଭୋଟର ତାଲିକା ପ୍ରସ୍ତୁତିକୁ ଗୁରୁତ୍ୱ ଦେଇଛନ୍ତି, ତେଣୁ ଜିଲ୍ଲା ର୍ନିବାଚନ କାର୍ଯ୍ୟାଳୟ ଗୁଡିକ ତୃଣମୂଳ ସ୍ତରରୁ ତଥ୍ୟ ସଂଗ୍ରହ କରି ନିଭୁଲ ଭୋଟର ତାଲିକା ପ୍ରସ୍ତୁତି ଚଳାଇ ଥିବାବେଳେ ଜିଲାସ୍ତରରେ ଏହାର ବାରମ୍ବାର…
ବସ୍ଷ୍ଟାଣ୍ଡରେ ଶୋଇଥିଲେ, ଶ୍ରମିକଙ୍କ ଉପରେ ଚଢ଼ିଗଲା ସରକାରୀ ବସ୍
ଭଞ୍ଜନଗର,୨୦।୩(ବାବୁଲା ପ୍ରଧାନ)- ବସ୍ଷ୍ଟାଣ୍ଡରେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ଚଢ଼ିଗଲା ସରକାରୀ ବସ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣ ପଦର…
ଗଞ୍ଜାମ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ, କୃଷକ ଉତ୍ପାଦକ ସଂଘକୁ ଶକ୍ତିଶାଳୀ କରିବା ଯୋଜନା
ଭଞ୍ଜନଗର,୨୦।୩(ବାବୁଲା ପ୍ରଧାନ)-କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ-୧( ଭଞ୍ଜନଗର ) ତରଫରୁ କୃଷକ ଉତ୍ପାଦକ ସଙ୍ଗଠନକୁ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାସ୍ତରୀୟ ବୈଠକ ଗୁରୁବାର ଜଗନ୍ନାଥପ୍ରସାଦ ବ୍ଲକ ରାଜନପଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବେ ନାବାର୍ଡ ଡିଡିଏମ୍ ସଞ୍ଜିବ …
Archives


