Odisha Elections 2024

ଗଞ୍ଜାମ

ଜେଲ ଗଲେ ହତ୍ୟାକାରୀ ଚାବି ମେକାନିକ

ବ୍ରହ୍ମପୁର ଅଫିସ,୨୮ା୨: ଗତ ୨୪ ତାରିଖ ସନ୍ଧ୍ୟାରେ ବ୍ରହ୍ମପୁର ସଦର ଥାନା ଅଧୀନ ଅଳକାପୁରୀ ସପ୍ତମ ଲେନ୍‌ରେ ରହୁଥିବା ବିଜୟ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ ସୁରଜାଙ୍କୁ ହତ୍ୟା କରାଯାଇଥିଲା। ପୋଲିସ ହତ୍ୟାକାରୀଙ୍କୁ ସୋମବାର ଗିରଫ କରିଛି। ସେ ହେଲେ ବଳିଆ...

୩୬ ନମ୍ବର ଜୋନ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୬ ଜୋନ ଅଧୀନରେ ଥିବା ୧୦ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲା ବିଜେଡିର ଜିଲା ପରିଷଦ ପ୍ରାର୍ଥୀ ଭଜମନ ବେହେରା ୧୭ ୮୫୮ ଭୋଟ ପାଇଥିବା ବେଳେ ଭାଜପାର...

ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.)  ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ସମସ୍ତେ ବିଜୟୀ ହୋଇଛନ୍ତି। ହରେକୃଷ୍ଣ ବେଣାପାଟ ପଞ୍ଚାୟତରୁ ସରପଞ୍ଚ ନିର୍ବାଚିତ ହୋଇଛନ୍ତି।...

ମହାଶିବରାତ୍ରି ପୂର୍ବରୁ କେତକୀ ଫୁଲ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୨୮ା୨: ଚଳିତ ବର୍ଷ ବ୍ରହ୍ମପୁର ସହରରେ ମହାଶିବରାତ୍ରି ପାଳନକୁ ନେଇ ରେଶମ ନଗରବାସୀଙ୍କ ମଧ୍ୟରେ ଉତ୍ସାହ ରହିଥିବା ଦେଖିବାକୁ ମିଳିଛି। ଏବେ କେତକୀ ଫୁଲ ଚାହିଦା ବୃଦ୍ଧି ପାଇଛି। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ସହରରେ କେତକୀ...

ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ, ବର୍ତ୍ତିଲେ ଦମ୍ପତି

ବୁଗୁଡ଼ା,୨୮ା୨(ଡି.ଏନ.ଏ.) ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି-ବାଘୁଆ ମଧ୍ୟରେ ଶନିବାର ମଧ୍ୟରାତ୍ରରେ ମୁଖ୍ୟ ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ ହୋଇଛି। ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଦମ୍ପତି। କାର ଯୋଗେ ଭୁବନେଶ୍ୱରରୁ ବୁଗୁଡ଼ା ଆସୁଥିବା ବେଳେ ହୋଇଥିଲା ଲୁଟ ଉଦ୍ୟମ। ଅଭିଯୋଗ ଅନୁସାରେ,...

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପ୍ରତିଫଳନ : ଚ୍ୟାଉ ପଟ୍ଟନାୟକ

ବ୍ରହ୍ମପୁର ଅଫିସ,୨୮ା୨:  ଗଞ୍ଜାମ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ୨୨ ଜିଲା ପରିଷଦ ଜୋନର ଫଳାଫଳ ଶନିବାର ପ୍ରକାଶ ପାଇବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁ ଜୋନ ବିଜେଡି ସପକ୍ଷରେ ଯାଇଥିବାରୁ ବିରୋଧୀ ଦଳକୁ...

ପୁରୁଷୋତ୍ତମପୁର ୩୬ ଜୋନକୁ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର, ୨୮/୨(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ବ୍ଲକ ୩୬ ଜୋନ ଅଧିନରେ ଥିବା ୧୦ଗୋଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡି ର ଭଜମନ ବେହେରା ୧୭,୮୫୮ ଭୋଟ ପାଇଥିବା ବେଳେ...

୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା

ଦିଗପହଣ୍ଡି,୨୮ା୨(ଡି.ଏନ୍‌.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ...

ପରାଜୟର ସ୍ବାଦ ଚାଖିଲେ ହେବିୱେଟ

ପୁରୁଷୋତ୍ତମପୁର,୨୭ା୨(ଡି.ଏନ.ଏ.): ପୁରୁଷୋତ୍ତମପୁର ବ୍ଲକ ୩୫ ନଂ ଜୋନ ଅଧିନରେ ଥିବା ୮ ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଭୀମପୁର ଓ ପାଣ୍ଡିଆ ପଞ୍ଚାୟତ ସମିତି ସଭ୍ୟ ପଦବୀ ଉପରେ ସଭିଙ୍କ ନଜର ରହିଥିଲା। ଯାହାକି ଦୁଇ ଥର...

ଗଞ୍ଜାମ ବ୍ଲକ ୧୪ ନଂ ଜୋନ୍‌ରେ ବିଜୟୀ ହୋଇଛନ୍ତି ଏହିସବୁ ପ୍ରାର୍ଥୀ

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନ ଅଧିନସ୍ଥ ବିଭିନ୍ନ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ପୋଇରସି ପଞ୍ଚାୟତରେ ସମିତିସଭ୍ୟ ଅନ୍ତର୍ଯ୍ୟାମୀ ବେହରା, ସରପଞ୍ଚ ରବୀନ୍ଦ୍ର ବେହେରା, ମଲାଡ଼ ପଞ୍ଚାୟତରେ ସମିତିସଭ୍ୟା ବିଷ୍ଣୁପ୍ରିୟା ମହାପାତ୍ର, ସରପଞ୍ଚ ମମତା ବେହେରା,...

୧୪ ନମ୍ବର ଜୋନରେ ବିଜେଡିର ବାଜିମାତ୍‌

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନରେ ବିଜେଡି ମାଜିମାତ କରିଛି। ବିଜେଡି ପାର୍ଥିନୀ ସସ୍ମିତା ସ୍ବାଇଁ ୧୫ ହଜାର ୧୬୦ ଖଣ୍ଡ ଭୋଟ ପାଇଛନ୍ତି। ପ୍ରତିଦ୍ବନ୍ଦ୍ୱୀ ଭାଜପା ପାର୍ଥିନୀ ୪ ହଜାର ୯୮୨ ଖଣ୍ଡ ଭୋଟ ପାଇଛନ୍ତି l...

ମାଛ ମାରିବାକୁ ଯାଇଥିଲେ, ମିଳିଲା ମୃତଦେହ

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଧୀନ ପୁରୁଣାବନ୍ଧ ଗ୍ରାମର ମତ୍ସ୍ୟଜୀବୀ ନବୀନା ବେହେରା(୪୨)ଙ୍କ ମୃତଦେହ ଖୋଖରକୁଦା ଗ୍ରାମ ନିକଟସ୍ଥ ସମୁଦ୍ର ବେଳାଭୂମିରୁ ଶନିବାର ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମତ୍ସ୍ୟଜୀବୀ ନବୀନା ଶନିବାର ସନ୍ଧ୍ୟାରେ ଡଙ୍ଗା ଧରି ମାଛ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri