ନାଳରୁ ମିଳିଲା ମୃତଦେହ, ମୃତକଙ୍କ ଶରୀରରେ ନାହିଁ କ୍ଷତଚିହ୍ନ, ପୋଲିସ କହୁଛି…
ବ୍ରହ୍ମପୁର,୩୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ମାୟାପୁରୀ ନିକଟ ଦେଇ ସାପୁଆନାଳରୁ ଗୁରୁବାର ପୋଲିସ ଏକ ଗଳିତ ମୃତଦେହ ଜବତ କରିଛି। ତେବେ ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କର ଆନୁମାନିକ ବୟସ ୬୦ ହେବ...
ସକାଳୁ ସକାଳୁ ଗାଁରେ ପଡ଼ିଛି ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ, ଭୟଭୀତ ନ ହେବାକୁ…
ଛତ୍ରପୁର,୩୦ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ବାଘ ଆତଙ୍କ। ଗୁରୁବାର ସକାଳୁ ସକାଳୁ ଗ୍ରାମର କିଛି ବ୍ୟକ୍ତି ମନ୍ଦିରକୁ ଯିବା ସମୟରେ ରାସ୍ତାରେ ଏକ ୨ ଫୁଟର ବାଘ ଡେଇଁ ଯାଉଥିବା ଦେଖିବାକୁ ପାଇ...
ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ
ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ...
ବାତ୍ୟା ‘ମେନ୍ଥା’ ଯୋଗୁ ଲଗାଣ ବର୍ଷା: ପାତ୍ରପୁର ବ୍ଲକର ସ୍ଥିତି ବେହାଲ, ୪ ପଞ୍ଚାୟତ…
ପାତ୍ରପୁର,୨୯ା୧୦(ଉମା ଚରଣ ନେପାକ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ବର୍ଷା ହୋଇଥିଲା। ଜିଲାରେ ସର୍ବାଧିକ ବର୍ଷା ପାତ୍ରପୁର ବ୍ଲକରେ ହୋଇଥିବା ରେକର୍ଡ କରାଯାଇଥିଲା। ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ବୁଧବାର ସା ସୁଦ୍ଧା ବର୍ଷା...
ଜଙ୍ଗଲକୁ ଶିକାର ପାଇଁ ଯାଇଥିଲେ, ଫୁଟିଗଲା ବନ୍ଧୁକ; ଜଣେ ଗୁରୁତର….
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜୟମଙ୍ଗଳ ନିକଟସ୍ଥ ଜଙ୍ଗଲରେ ମଙ୍ଗଳବାର ରାତିରେ ଶିକାରୀ ଗୁଳି ଫୁଟି ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କୁ ଗ୍ରାମବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି...
କୁଲାଡ଼ ଉପର ବ୍ୟାଘ୍ର ଦେବୀ ମନ୍ଦିରରୁ ଖସିଲା ପଥର, ଲୋକେ ଆତଙ୍କିତ, ପ୍ରଶାସନ…
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସହର ନିକଟସ୍ଥ କୁଲାଡ ଉପର ବ୍ୟାଘ୍ରଦେବୀ ମନ୍ଦିରରୁ ବୁଧବାର ସନ୍ଧ୍ୟାରେ ଏକ ବିରାଟ ପଥର ଖସି ପଡ଼ିଛି। ଯାହାକୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପଥରଟି ଖସି ତଳକୁ ଆସିବା ସମୟରେ...
ନାଳରେ ଭାସିଗଲେ ମହିଳା, ପତ୍ତା ମିଳୁନି
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ଜଣେ ମହିଳା ବୁଧବାର ସାରେ ଗ୍ରାମ ନାଳକୁ କୌଣସି କାମରେ ଯାଇଥିବା ବେଳେ ଭାସିଯାଇଛନ୍ତି। ସେ ହେଲେ ଆମ୍ବି ନାୟକ। ଖବର ଲେଖା ହେବା ସୁଦ୍ଧା(ରାତି ୮ଟା) ତାଙ୍କର...
ଦୁଃଖ ଦେଇଗଲା ‘ମୋନ୍ଥା’: ହେକ୍ଟର ହେକ୍ଟର ଜମିରେ ବର୍ଷା ପାଣି, ଚାଷୀ ମୁଣ୍ଡରେ ହାତ…
ଛତ୍ରପୁର,୨୯।୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ତିନି ଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଜିଲାରେ ହେକ୍ଟର ହେକ୍ଟର ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡି ଯାଇଛି l ବର୍ଷା କିଛି ପରିମାଣରେ କମି...
ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…
ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ ଝାଟିମାଟି ଘର ଭାଙ୍ଗିଯାଇଛି। ଏଥିସହ ଜମିରେ ପାଣି ଭରି ରହିବା ଯୋଗୁ...
ବସଷ୍ଟାଣ୍ଡ ଯାଇ ଆଉ ଘରକୁ ଫେରିଲେନି ଦଣ୍ଡାସି
ଦିଗପହଣ୍ଡି,୨୯।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପିକ ଅପ ଭ୍ୟାନ (ନଂ. ଓଡ଼ି୩୩ ଏସି -୧୦୮୩) ଧକ୍କାରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ...
ଟଳିଲା ବାତ୍ୟା ଭୟ, ବଢିଲା ଋଷିକୂଲ୍ୟା ନଦୀ ଜଳସ୍ତର, ଭୟରେ ଲୋକେ!
ଗଞ୍ଜାମ,୨୯।୧୦(ବିଦ୍ୟାଧର ସାହୁ ): ବର୍ତ୍ତମାନ ଟଳିଛି ବାତ୍ୟା ଭୟ । ବାତ୍ୟା ମୋନ୍ଥା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏଥିସହ ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡାହଡ଼ା ଡ୍ୟାମ ପାଣି ଛଡା ଯିବା...
SI ସ୍କାମ୍: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ...
Archives


