ଗଞ୍ଜାମ

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ ଲାଗିଛି। ଯାହାକୁ ନେଇ ଗଞ୍ଜାମ ଜିଲାର ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଛି…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ ବାରାମତୀରେ କାମ କରୁଥିଲେ।ଗତ ୩ ତାରିଖରେ ସମୀର ତାଙ୍କ ସାଙ୍ଗ କୃଷ୍ଣ ଗୌଡ଼…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍‌ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ପୂଜା ସମୟରେ ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ ଗଞ୍ଜାମ ବ୍ଲକ୍‌ ଦେଇ ବଙ୍ଗୋପସାଗରରେ ମିଶିଛି। ଗଞ୍ଜାମ ଜିଲାବାସୀଙ୍କ ପିଇବା ପାଣି, ଜଳସେଚନରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ଭବାନୀ…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଦିଲ୍ଲୀପ କୁମାର ଜେନାଙ୍କ ଉପସ୍ଥିତିରେ ଅବକାରୀ…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ ବଦଳି କରାଯାଇଥିବା ପ୍ରତିବାଦରେ ମଙ୍ଗଳବାର ଜେନ୍ ଆଲଫା ଛାତ୍ରୀଛାତ୍ର,ପୂର୍ବତନ ସରପଞ୍ଚ କୈଳାସ ଷଡଙ୍ଗୀ,ସରପଞ୍ଚ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୟରେ ସେ ଉନ୍ନୟନ କାର୍ଯ୍ୟର ଗୁଣବତ୍ତା ବଜାୟ ରଖିବା ସହ ଚାଲୁଥିବା ବିଭିନ୍ନ…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ ପରେ କେ.ନୂଆଗାଁ ପୋଲିସ ଦୁଇ ନାବାଳକଙ୍କୁ ଧରି ସୋମବାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?