ଗଞ୍ଜାମ

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ ହୋଇଛି। ଶିଶୁ ଯୌନ ନିର୍ଯାତନା ନେଇ ବଡ଼ଗଡ଼ ଥାନାରେ ୨୦୨୩ ଫେବୃଆରୀ ୧୧ ତାରିଖରେ…

ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ

ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼…

୭ ପରିବାରର ଜଳିଗଲା ୧୦ ବଖରା, ଅଧଘଣ୍ଟାରେ ସବୁ ପୋଡ଼ି ଛାରଖାର

ଭଞ୍ଜନଗର,୧୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗିଯାଇଥିଲା। ଫଳରେ ଚାହୁଁ ଚାହୁଁ ୭ଟି ପରିବାରର ୧୦ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ…

ବେଆଇନ ମଦ କାରଖାନା ଉପରେ ଚଢ଼ାଉ, ବିପୁଳ ପରିମାଣର ମଦପୋଚ୍‌, ଅପମିଶ୍ରିତ ମଦ ଜବତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ରବିବାର ଚିକିଟି ଅବକାରୀ ଉପ-ଅଧିକ୍ଷକ କୁମୁଦ ରଞ୍ଜନ କୁଅଁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ଓ ପୋଲିସ କର୍ମଚାରୀ ଗଞ୍ଜାମ ଜିଲା ପାଟପୁର ଥାନା…

ମା’ ବାଙ୍କେଶ୍ୱରୀଙ୍କ ଡିମ୍ବୁଳା ଯାତ୍ରା ଉଦ୍‌ଯାପିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର):ସମଗ୍ର ଦକ୍ଷିଣ ଓଡିଶାର ଆରାଧ୍ୟ ଦେବୀ ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ରବିବାର ଉଦ୍‌ଯାପିତ ହୋଇଯାଇଛି। ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଳକ ବଡଡିମ୍ବୁଳା ଗ୍ରାମରେ ସମଗ୍ର ଦକ୍ଷିଣ…

ଆନ୍ତଃରାଜ୍ୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ଆନ୍ତଃରାଜ୍ୟ ଖେମୁଣ୍ଡି ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ଗୋପାଳକୃଷ୍ଣ ମେକାପଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ବିଶିଷ୍ଟ ଚକ୍ଷୁ ବିଶେଷଜ୍ଞ…

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା। ଉକ୍ତ ପୋଖରୀ ଉପରେ ପୁଇଁତୋଳା ଗ୍ରାମର ଚାରି ସାହିବାସୀ ନର୍ଭର କରିଥାନ୍ତି । ଏଠାରେ…

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ…

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ ଜିଲାକୁ ଚାଲାଣ ହେଉଥିଲା। ଏହି ସମୟରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ବେଡିଗୋବା ଠାରେ…

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ ୧୧ ବର୍ଷର ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବି.ବାବାଜୀଙ୍କ ପୁଅ ବି.ଚନ୍ଦନ। ମିଳିଥିବା…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ…

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି। ଦିଗପହଣ୍ଡିର ବଡ଼ବ୍ରାହ୍ମଣସାହି ବାସିନ୍ଦା ଟିକିନା ଦୀର୍ଘବର୍ଷ ହେଲା ଅଙ୍ଗନୱାଡିିକର୍ମୀ ଭାବେ କାର୍ଯ୍ୟକରି ସମସ୍ତଙ୍କ ପ୍ରୀୟଭାଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri