ଗଞ୍ଜାମ

ପରଲୋକରେ ଛତ୍ରପୁର ଧରିତ୍ରୀ ଖବରଦାତା ସନ୍ତୋଷ ପାଢୀ

ପୁରୁଷୋତ୍ତମପୁର/ଛତ୍ରପୁର,୨୦।୧୦(ସବିତା ମିଶ୍ର/ଦୀଲିପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରତିନିଧି ତଥା ଧରିତ୍ରୀ ଖବରଦାତା ସନ୍ତୋଷ କୁମାର ପାଢୀଙ୍କ ପରଲୋକ ଘଟିଛି। ୪୫ ବର୍ଷ ବୟଷରେ ସୋମବାର ଅପରାହ୍ନରେ କାଳିଆବାଲି ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି । ସେ…

ଜୀବନମରଣ ସହ ସଂଘର୍ଷ କରୁଥିବା ଲୋକଙ୍କୁ ଅଙ୍ଗଦାନ ମହତକାର୍ଯ୍ୟ

ଭଞ୍ଜନଗର,୨୦ା୧୦(ବାବୁଲା ପ୍ରଧାନ): ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହରେ ରବିବାର ଲୋହାରାଖଣ୍ଡି ସାହିତ୍ୟ ସଂସଦର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଲୋକ ସେବା ମଣ୍ଡଳର ଆଜୀବନ ସଭ୍ୟ ତଥା ଅଙ୍ଗଦାନ ସଂଘର ମୁଖ୍ୟ ପ୍ରଭାସ ଆଚାର୍ଯ୍ୟ ମୁଖ୍ୟ ଅତିଥି…

ଦୀପାବଳିରେ ଅଘଟଣ: ବାଣ ନେଲା ଯୁବକଙ୍କ ଜୀବନ

ଖଲ୍ଲିକୋଟ,୨୦।୧୦(ପ୍ରଶାନ୍ତ କୁମାର ମିଶ୍ର): ଖୁସିର ପର୍ବ ଦୀପାବଳିରେ ଏକ ଅଘଟଣ ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କଇଠଡ଼ା ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଇଠଡ଼ା ଗ୍ରାମର ପିଣ୍ଟୁ ପଲେଇ ।…

ଜଳୁନି ଷ୍ଟ୍ରିଟ୍‌ ଲାଇଟ, ପ୍ରଶାସନଠାରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଳୁନି ସୁଫଳ

ଗଞ୍ଜାମ,୨୦।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅଧ୍ୟକ୍ଷାଙ୍କ ତିନି ୱାର୍ଡ ଦୁର୍ଗାଦେବୀ ସାହିରେ ଦୀର୍ଘ ଦିନ ହେବ ଷ୍ଟ୍ରିଟ୍‌ ଲାଇଟ ଜଳୁ ନ ଥିବା ଜଣାପଡିଛି । ଏନେଇ ଏନଏସି ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ…

ସାଇବର ଅପରାଧ ରୋକିବା ପାଇଁ ସଚେତନତା ରଥ ଶୁଭାରମ୍ଭ

ଛତ୍ରପୁର,୧୯ା୧୦: ସାଇବର ଅପରାଧ ବଢ଼ୁଥିବାରୁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ସଚେତନ କରିବା ପାଇଁ ରବିବାର ଛତ୍ରପୁରରୁ ‘ସାଇବର ସୁରକ୍ଷା ଅଭିଯାନ ଓଡ଼ିଶା ୨୦୨୫’ ସଚେତନତା ରଥ ଆରମ୍ଭ ହୋଇଛି। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଏହାକୁ ସବୁଜ ପତାକା ଦେଖାଇ…

ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ, ଶ୍ୟାମାକାଳୀ ଯୁବକ ସଂଘର ସାହାଯ୍ୟ

ଛତ୍ରପୁର,୧୯।୧୦: ଗଞ୍ଜାମ ଜିଲ୍ଲାର ବଡମାଧପୁରରେ ଏକ ଦୁର୍ଘଟଣାରେ ରାମ କେଳା ନାମକ ଜଣେ ଅନୁସୂଚିତ ଜାତିର ଦରିଦ୍ର ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ରାସ୍ତାରେ ଯାଉଥିବା ବେଳେ ଏକ ସ୍କୁଟି ଧକ୍କା ଦେଇଥିଲା, ଫଳରେ ସେ ଗୁରୁତର ଆହତ ହୋଇ ଛତ୍ରପୁର…

୨୨ ପର୍ଯ୍ୟନ୍ତ ଗଞ୍ଜାମକୁ ଏଲୋ ୱାର୍ନିଂ

ବ୍ରହ୍ମପୁର,୧୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନ ଠାରୁ ଦେଢ଼ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ…

ନିର୍ଦ୍ଧାରିତ ସମୟରୁ ଅଧିକ ସମୟ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଗଞ୍ଜାମ,୧୯ା୧୦(ବିଦ୍ୟାଧର ସାହୁ): ଆଲୋକର ପର୍ବ ଦୀପାବଳି ସରକାରୀ ନିୟମ ଅନୁସାରେ ପାଳନ କରିବାକୁ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର ପରାମର୍ଶ ଦେଇଛନ୍ତି। ସହର ଶେଷରେ ବିକ୍ରି ବାଣ ଦୋକାନୀମାନଙ୍କୁ କଡା ତାଗିଦ କରିବା ସହ ଯେପରି ନିୟମ ଅନୁସାରେ ସୁରକ୍ଷାରେ…

ଦୃତଗତିରେ ଆସି ଯୁବକଙ୍କ ଉପରକୁ ମାଡ଼ିଗଲା ପିକଅପ୍‌ ଭ୍ୟାନ୍‌, ଆଉ ତା’ପରେ..

ଗଞ୍ଜାମ,୧୯ା୧୦(ଅଖିଳ ତରାଇ): ୧୬ ନମ୍ବର ଜାତୀୟ ରାଜପଥ ହୁମ୍ମା ଖଜୁରିଆପଲ୍ଲୀ ଛକ ନିକଟରେ ରବିବାର ଏକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ନରେନ୍ଦ୍ର ବାଲି ଗ୍ରାମର ରାମଚନ୍ଦ୍ର ମହାରଣା। ସୂଚନାନୁଯାୟୀ,…

ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବାଣ

ଗଞ୍ଜାମ/ରମ୍ଭା,(ବନବାସୀ ସେଠୀ/ଅଖିଳ ତରାଇ)୧୯।୧୦: ଦୀପାବଳି ପୂର୍ବରୁ ରମ୍ଭା ସହରରେ ରବିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଧୋବାସୀ ପୋଖରୀ ନିକଟରେ ଖୋଲିଥିବା ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରତ୍ନାକର ବେହେରା ଏବଂ କାହ୍ନୁ ତରେଇଙ୍କ ୨ଟି ବାଣ…

ଯୋଜନାରେ ଆସିବ ସ୍ବଚ୍ଛତା: ଏଣିକି ଇ-କେୱାଇସି ଧରିବ ନକଲି ଶ୍ରମିକ

ଭଞ୍ଜନଗର,୧୯ା୧୦(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଅନେକ ଗଳା ବାଟରେ ସୁଯୋଗ ନେଇ କୋଟି କୋଟି ଟଙ୍କା ଲୁଟ୍‌ ହେଉଥିଲା। ଏନେଇ ବିଭିନ୍ନ ସମୟରେ ଅଭିଯୋଗ ମଧ୍ୟ ହେଉଥିଲା। ତେଣୁ ଯୋଜନାରେ ସ୍ବଚ୍ଛତା ଆଣିବା…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ଆଉ ତା’ପରେ…

ଦିଗପହଣ୍ଡି,୧୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ଦିଗପହଣ୍ଡି ପୋଲିସ ଶନିବାର ଜଣେ ୨୦ ବର୍ଷୀୟ ଯୁବକଙ୍କୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତ ଜଣକ ହେଲେ ତାମିଲନାଡୁ କୋଏମ୍ବାଟୁର ଜିଲା କାଟୁର୍‌ ଗ୍ରାମର ହରି.ଏମ୍‌ ବୋଲି ସୂଚନା ମିଳିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?