ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ ନେବା ଅଭିଯୋଗରେ କଙ୍କୋରଡ଼ା ଗ୍ରାମର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ…
ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାରୀଗୋଛା ଗ୍ରାମର ଶଯ୍ୟାଶାୟୀ ଅମୂଲ୍ୟ ଗୌଡ଼ଙ୍କ ସମସ୍ୟା ସମ୍ପର୍କରେ ଅବଗତ…
ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ନଗର କଂଗ୍ରେସ କମିଟି ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଛି । ପ୍ରଫୁଲ୍ଲଙ୍କ ସାଙ୍ଗଠନିକ ଦକ୍ଷତା…
ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ
ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କୀର୍ତ୍ତି ଭାସନ୍ ଭିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ…
ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର
ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି କ୍ଲଷ୍ଟର ତଥା ପୁଇଁତୋଳା, ପାଳିବନ୍ଧ, କରପଡା ଓ ରାଜପୁର କ୍ଲଷ୍ଟରର ପ୍ରାୟ ୨୫୦…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ। ଦୁଇ ପୁଅଙ୍କ ମୃତ୍ୟୁ ପରେ ସେ ମାନସିକ ସ୍ତରରେ ଅସୁସ୍ଥ ଥିଲେ ଏବଂ…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍ ୦୪୦୧ ନମ୍ବର ବିଶିଷ୍ଟ ପିକ୍ଅପ୍ର…
ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି
ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ ଡାକ୍ତର ନିଯୁକ୍ତି, ଆଇସିୟୁ ସେବା, ଟ୍ରମା କେୟାର କେନ୍ଦ୍ର ଭଳି ଅତ୍ୟାବଶ୍ୟକ ସେବା…
ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା ରାସ୍ତାରେ ଗ୍ରାମବାସୀ ଯିବା ଆସିବା କରୁଥିଲେ । ଚାରି ଚକିଆ ଯାନ ତଥା…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ସ୍ବାମୀ…
ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ ପୂରଣ ସହ ଦଳୀୟ ସଂଗଠନ ଲକ୍ଷ୍ୟରେ ରବିବାର ନିଜ ପରିବାର ସହ ଭଞ୍ଜନଗର…
ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ରବିବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବିଜେଡ଼ି…

