ଉତ୍ତର ଘୁମୁସର ବନଖଣ୍ଡର ୨୨ ଜଙ୍ଗଲ ଜଳୁଛି , ନିଆଁ ଲିଭାଉଥିବା ବେଳେ ଭାଲୁ ଆକ୍ରମଣ, ଫରେଷ୍ଟର ଗୁରୁତର
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ବ୍ରାହ୍ମଣସାହି ଜଙ୍ଗଲରେ ନିଆଁ ଲିଭାଉ ଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ବନପାଳ ( ଫରେଷ୍ଟର ) ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଳା…
ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୭ା୩(ସନ୍ତୋଷ ପାଢ଼ୀ)- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ…
ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନାରେ ମହିଳା ପାଇଲେ ୨ ଲକ୍ଷ
ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନାରେ ୨ ଜଣ ମହିଳାଙ୍କୁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ୨ ଲକ୍ଷ ଟଙ୍କା ଲେଖାଏର ଚେକ୍ ପ୍ରଦାନ କରାଯାଇଛି। ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ଡେପୁଟି ମ୍ୟାନେଜର ନାଗେଶର ରାଓଙ୍କ ଉପସ୍ଥିତିରେ ଏହି ଟଙ୍କା…
ଭାଗବତ ମନ୍ଦିର ପ୍ରତିଷ୍ଠା ନିମନ୍ତେ ଉତ୍ସବ ମୁଖର ପତାଣ୍ଡ ଗାଁ
ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କୁଶପଡା ଗ୍ରାମ ପଞ୍ଚାୟତ ପତାଣ୍ଡ ଗ୍ରାମରେ ଭାଗବତ ମନ୍ଦିର ପ୍ରତିଷ୍ଠା ପାଇଁ ଶୁକ୍ରବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପ୍ରତିଷ୍ଠା ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଉଠିଛି । ୩…
ଦୁର୍ଘଟଣାରେ ମୃତ ଯୁବକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ
ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ଗୌତମ ଦାସ( ୧୭ବର୍ଷ)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି l ତେବେ ପରିବାରରେ ଆର୍ଥିକ ସଙ୍କଟ ଯୋଗୁ ମୃତ ଗୌତମ ରାଜସ୍ଥାନରେ ଶ୍ରମିକ ଭାବେ କାମ କରି ପରିବାର…
ଜାତୀୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଛାତ୍ରୀଙ୍କ ସଫଳତା:ରାଷ୍ଟ୍ରପତି ପୁରସ୍କାର ପାଇଁ ମନୋନୀତ
ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଟାଟା ବିଲଡିଙ୍ଗ ଇଣ୍ଡିଆ ପକ୍ଷରୁ ଆୟୋଜିତ ଦି ରୋଲ ଅଫ ୟୁଥ୍ ଜେନେରେଶନ ଟୁ ମେକ ଏ ସ୍ବଚ୍ଛ ଭାରତ ( ସ୍ବଚ୍ଛ ଭାରତ ନିର୍ମାଣରେ ଯୁବ ଶକ୍ତିର ଭୂମିକା ) ଶୀର୍ଷକ ଜାତୀୟସ୍ତରୀୟ ଇଂଲିଶ ପ୍ରବନ୍ଧ…
ୱାଲର୍ଡ ବୁକ୍ ଅଫ୍ ରେକର୍ଡ ଅଧିକାରୀ ୪ ବର୍ଷର ଆଦଭିକ୍
ବାଲିଗୁଡ଼ା,୭ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୱାଲର୍ଡ ବୁକ୍ ଅଫ୍ ରେକର୍ଡରେ ୪ବର୍ଷର ଶିଶୁ ଆଦଭିକ୍ ପାଢ଼ୀ। ଫଟାଫଟ୍ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୂଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀଙ୍କ ସୁପୁତ୍ର…
ଦୋକାନକୁ ବୋମା ଫିଙ୍ଗିବା ପଡ଼ିଲା ମହଙ୍ଗା
ପାତ୍ରପୁର,୭ା୩ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଅନ୍ତର୍ଗତ ତୁରୁବୁଡ଼ି ଗାଁରେ ଏକ ଦୋକାନ ଉପରକୁ ବୋମା ଫିଙ୍ଗା ଘଟଣାରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ଆସିକା ଅଞ୍ଚଳର…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ୫ ପଦବୀ ନିମନ୍ତେ ୮ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ୫ ପଦବୀ ନିମନ୍ତେ ଶୁକ୍ରବାର ନାମାଙ୍କନର ଶେଷ ଦିନ ଥିଲା। ତେବେ ଶୁକ୍ରବାର ସୁଦ୍ଧା ୮ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତା ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ…
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଜେଲ ଗଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଏକ କଲେଜରେ ପଢୁଥିବା ଯୁକ୍ତ ୨ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଡେଙ୍ଗାଡିି ଗ୍ରାମର ନିରଞ୍ଜନ ଦାସ ନାମକ ଜଣେ ଗାଡ଼ି…
୪ଦିନ ପରେ ଦୋଳଯାତ୍ରା: ବ୍ୟବସାୟୀଙ୍କ କବଜାରେ ରାସ୍ତା ଦେଖାଦେବ ଟ୍ରାଫିକ ସମସ୍ୟା
ଗଞ୍ଜାମ,୭ା୩(ବିଦ୍ୟାଧର ସାହୁ): ଆଉ ଚାରି ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା। କେଉଁ ଆବାହନ କାଳରୁ ଏଠାରେ ଏହି ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି। ୧୧ରୁ ଆରମ୍ଭ ହେଉଥିବା ଏହି ଯାତ୍ରାରେ ସମସ୍ତ ସାହିର…
ଘରେ ପଶି କାଠ ପେଢ଼ି ଭାଙ୍ଗିଲେ ଚୋର, ପରେ…
ଭଞ୍ଜନଗର,୭।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମର ସଞ୍ଜୁ ସେଠୀଙ୍କ ଘରୁ ବୁଧବାର ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଛି। ଶୁକ୍ରବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ସେ ହେଲେ ଉକ୍ତ…
Archives


