ଗଞ୍ଜାମ

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ ୭ ଆହତ

ଛତ୍ରପୁର,୬।୧୦,(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ତମ୍ପରା ଛକ ନିକଟରେ ଏକ ଅଟୋ ରବିବାର ରାତିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଉକ୍ତ ଅଟୋରେ ଥିବା ୭ ଜଣ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ୧୦୮…

ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଆହତ

ହିଞ୍ଜିଳିକାଟୁ,୫ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ-ଆସିକା ଏନ୍‌ଏଚ୍‌- ୫୯ ଆସିକା ଥାନା ଅନ୍ତର୍ଗତ ଚେରମାରିଆ ଛକ ନିକଟରେ ରବିବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଲାଲା ଶାସନର ହିମାଂଶୁ ଶେଖର…

୭ମ ଦିନରେ ମା’ ଠାକୁରାଣୀଙ୍କ ଯାତ୍ରା, ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ରବିବାର ୭ମ ଦିନରେ ପହଞ୍ଚିଛି। ସନ୍ଧ୍ୟାରେ ବଜାରସାହି ଗାନ୍ଧୀଛକସ୍ଥିତ ଅସ୍ଥାୟୀ ଯାତ୍ରାପୀଠ ଆଶ୍ୱିନ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ସେବା ପୂଜା…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ଦିଗପହଣ୍ଡି ଚଳଚଞ୍ଚଳ

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନୀଳାଦ୍ରି ବିହାର ୨ୟ ଲେନ୍‌ରେ ପ୍ରତିବର୍ଷ ଭଳି ଚଳିତବର୍ଷ ମା ’ ଗଜଲକ୍ଷ୍ମୀଙ୍କ ପୂଜା ନିମନ୍ତେ ଚଳଚଞ୍ଚଳ ହୋଇଉଠିଛି। ଏହି ପରିପ୍ରେକ୍ଷୀରେ ରବିବାର ଜଳଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ସମ୍ଭବ…

ପୁରୁଣା ସ୍ମୃତି ବାଣ୍ଟିଲେ ଛାତ୍ର, କିଛି କ୍ଷଣ ପାଇଁ ପିଲାଦିନକୁ ଫେରିଯାଇ ହେଲେ ଭାବବିହ୍ବଳ

ପୁରୁଷୋତ୍ତମପୁର,୫ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରତାପୁର ଆରଟି ବିଦ୍ୟାପୀଠ ୧୯୯୨ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରଙ୍କ ପକ୍ଷରୁ ଏକ ବନ୍ଧୁମିଳନ ବୈଠକ ରବିବାର ତାରାତାରିଣୀଠାରେ ପ୍ରାକ୍ତନଛାତ୍ର ଜୟନାରାୟଣ ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ପରସ୍ପର ମଧ୍ୟରେ ପୁରୁଣା…

ସର୍ପଦଂଶନରେ ଚାଲିଯାଇଥିଲା ନାବାଳିକାଙ୍କ ଜୀବନ, ସହାୟତାର ହାତ ବଢ଼ାଇ…

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବାଲିସାହିର ବର୍ଷା ପରିଜା (୧୩) ଶନିବାର ସର୍ପ ଦଂଶନରେ ମୃତ୍ୟୁବରଣ କରିଥିଲେ। ପୋଲିସ ଏନେଇ ୧୮/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର…

ଯୌତୁକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା କରିଦେଲେ ଇଞ୍ଜିନିୟରଙ୍କ ସ୍ତ୍ରୀ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ବନ୍ଧ ସାହିର ଏ.ବାବା ରାଓଙ୍କ ଝିଅ ଏ.ସୋନାଲି ପାତ୍ର(୩୦) ରବିବାର ଭୋର୍‌ରେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗତ ୨୦୧୯ରେ ସୋନାଲି ଜର୍ମାନୀରେ ଏରୋନେଟିକ୍‌ ଇଞ୍ଜିନିୟର ଚାକିରି କରୁଥିବା ବ୍ରହ୍ମପୁର ବଡ଼…

ପ୍ରବଳ ବର୍ଷାରେ ଫସଲ ନଷ୍ଟ: ଚାଷୀଙ୍କୁ କ୍ଷତିପୂରଣ ନିର୍ଦ୍ଦେଶ

ଗଞ୍ଜାମ,୫ା୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକର ସାନରାମଚନ୍ଦ୍ରପୁର, ଝାରିଡି, ରାମଗଡ଼ ଆଦି ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଫୁଲକୋବି, କାଙ୍କଡ଼ ଏବଂ ଅନ୍ୟାନ୍ୟ ପନିପରିବା ଫସଲ ବର୍ଷା ଯୋଗୁ ବୁଡ଼ି ନଷ୍ଟ ହୋଇଯାଇଛି। ଏହି ଅଞ୍ଚଳର…

ସହଯୋଗ କଲାନି ବନ ବିଭାଗ, ଅସନ୍ତୁଷ୍ଟ ଭିଏସ୍‌ଏସ୍‌ କର୍ମକର୍ତ୍ତା ପାଳିଲେ ବନ୍ୟପ୍ରାଣୀ ସପ୍ତାହ

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛି ମାସ ହେବ ୧୫ରୁ ଊର୍ଦ୍ଧ୍ୱ ବନ ସୁରକ୍ଷା ସମିତି (ଭିଏସ୍‌ଏସ୍‌) କର୍ମକର୍ତ୍ତା ଓ ବନ ବିଭାଗ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରହୁନାହିଁ। ଧିରେ ଧିରେ ସମ୍ପର୍କର ଦୂରତା…

ସାର ପାଇଁ ଉତ୍ତେଜନା: ଦୁଇଗେଷ୍ଠୀ ମୁହାଁମୁହିଁ 

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ଚାଷୀଙ୍କୁ ମିଳୁନି ୟୁରିଆ ସାର। ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳୁ…

ଗାଧୋଇବାବେଳେ ବନ୍ୟାଜଳରେ ବୁଡ଼ି ଯାଉଥିଲେ, ଯୁବତୀଙ୍କୁ…

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ)- ଗତ ଦୁଇ ଦିନ ତଳେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଘୋଡାହାଡ଼ ଜଳ ଭଣ୍ଡାର ଗେଟ ଖୋଲା ଯାଇ ବର୍ଷା ଜଳ ଛଡା ଯାଇଥିବା ବେଳେ ଋଷିକୁଲ୍ୟା ନଦୀ ଜଳସ୍ତର ବୃଦ୍ଧି ପାଇଥିଲା । ଏହି ପରିସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?