ଗଞ୍ଜାମ

ଜିରୋ ଦୁର୍ଘଟଣା ଉପରେ ଗୁରୁତ୍ୱାରୋପ

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟଠାରେ ବୁଧବାର ୫୪ତମ ଜାତୀୟ ସୁରକ୍ଷା ମାସ ଓ ଲାଇନ୍‌ମ୍ୟାନ ଦିବସ ଟାଟା ପାଓ୍ବାର ପକ୍ଷରୁ ପାଳିତ ହୋଇଯାଇଛି। କର୍ମଚାରୀମାନେ ସୁରକ୍ଷିତ ଭାବେ କିଭଳି କାର୍ଯ୍ୟ କରିବେ, ସୁରକ୍ଷା…

ଓକିଲ ସଂଘ ସଭାପତି ପଦ ନିମନ୍ତେ ନାମାଙ୍କନପତ୍ର ଦାଖଲ

ଦିଗପହଣ୍ଡି,୫ା୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ବିଭିନ୍ନ ପଦବୀ ନିମନ୍ତେ ଆସନ୍ତା ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହେବାକୁ ଥିବା ଏହି ନିର୍ବାଚନରେ ସଭାପତି ପଦବୀ…

ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ ବୁଧବାର ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ…

ମଧ୍ୟାହ୍ନଭୋଜନ ବନ୍ଦ: ପ୍ରତିବାଦ କରି ରାଜରାସ୍ତାରେ ବସିଲେ ଛାତ୍ରୀଛାତ୍ର

ପୁରୁଷୋତ୍ତମପୁର,୫ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ଲକ ଶିକ୍ଷାଧିକାରୀ ଭାବେ ଗୋଟିଏ ପଦବୀରେ ଦୁଇ ଦୁଇଜଣ ଅଧିକାରୀ ଥିବା ସତ୍ତ୍ୱେ ଛାତ୍ରୀଛାତ୍ର ରାଜରାସ୍ତାରେ ଖରାରେ ବସି…

ନିର୍ମଳଝରରେ ପ୍ରବାଦପୁରୁଷଙ୍କ ଜୟନ୍ତୀ

ଖଲ୍ଲିକୋଟ,୫ା୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟସ୍ଥିତ ନିର୍ମଳଝରଠାରେ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ପୂର୍ବତନ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବାସଭବନଠାରୁ ବହୁ ବିଜେଡି କର୍ମୀମାନେ ଶୋଭାଯାତ୍ରାରେ ବାହାରି…

ଗଞ୍ଜାମରେ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଗଞ୍ଜାମ,୫ା୩ (ବିଦ୍ୟାଳୟ ସାହୁ): ଗଞ୍ଜାମ ବିଜେଡି ପକ୍ଷରୁ ବିଜୁବାବୁଙ୍କ ଜୟନ୍ତୀ ବୁଧବାର ପାଳିତ ହେଇଯାଇଛି l ଏହି ଅବସରରେ ସାମନ୍ତରା ସାହିସ୍ଥିତ ବିଜୁବାବୁଙ୍କର ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀ ଏକତ୍ରିତ ହୋଇ ପ୍ରଥମେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଏକା…

ଛାତ୍ରୀଛାତ୍ରଙ୍କୁ ଭେଟିବା ପରେ ବିଧାୟକ ଦେଲେ ପ୍ରତିଶ୍ରୁତି, କହିଲେ କେଏସୟୁବି କଲେଜର ଉନ୍ନତି ପାଇଁ ଖର୍ଚ୍ଚ ହେବ ୧୦୭ କୋଟି

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ର ମାନେ ଇଣ୍ଟର୍ନସିପ ମାଧ୍ୟମରେ ରାଜ୍ୟର ବିଭିନ୍ନ ଗଣମାଧ୍ୟମ ସଂସ୍ଥାକୁ ତାଲିମ ନେବାକୁ ଯାଇଥିଲେ। ବୁଧବାର ଛାତ୍ରୀଛାତ୍ରମାନେ…

ଦିନ ଦ୍ୱିପହରରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବିଭତ୍ସ ହତ୍ୟା

ଖଲ୍ଲିକୋଟ,୫।୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ଜେଲ ଫେରନ୍ତା ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସଙ୍କୁ ବୁଧବାର ଗାଁ ନିକଟରେ ବିଭତ୍ସ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ୪ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ…

ତୁରୁବୁଡିରେ ବୋମା ମାଡ଼

ପାତ୍ରପୁର,୪ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଖାରିଆଗୁଡା ଫାଣ୍ଡି ତୁରୁବୁଡି ଗ୍ରାମରେ କୌଣସି ଘଟଣାକୁ କେନ୍ଦ୍ର କରି ବୋମାମାଡ଼ ହେଇଛ। ବସଷ୍ଟାଣ୍ଡ ନିକଟରେ ଅନ୍ୟ ଗ୍ରାମର କେତେ ଜଣ ଲୋକ ପହଞ୍ଚି ସରୋଜ ସାହୁଙ୍କ ଦୋକାନକୁ ଲକ୍ଷ କରି ଗୋଟିଏ ବୋମା…

ଗାଁ ରାସ୍ତାରେ ବିଦେଶୀମଦ ବ୍ୟାଗ ଧରି ହୋଇଥିଲେ ଠିଆ : ବନ୍ଧା ହୋଇଗଲେ ଜେଲ୍‌

ଦିଗପହଣ୍ଡି,୪।୩(ଅଶେଷ ନାଥମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ପିଲିକାଢିଅ ଗ୍ରାମର ବାରିକ ମଲ୍ଲିକଙ୍କୁ ମଙ୍ଗଳବାର ଦିଗପହଣ୍ଡି ଅବକାରୀ ଏସ୍‌ଆଇ ଅନିତା ପ୍ରଧାନ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ମାମଲା ନଂ.୨୧୮/୨୪-୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ…

ବେନିୟମ ଗାଡ଼ି ଉପରେ ନଜର, ଭଞ୍ଜନଗର ଆରଟିଓ-ପୋଲିସ ପକ୍ଷରୁ ଚଢାଉ ଜୋରଦାର

ଭଞ୍ଜନଗର,୪।୩(ବାବୁଲା ପ୍ରଧାନ): ଭଞ୍ଜନଗର ଥାନା ଅଞ୍ଚଳରେ ଅନେକ ଗାଡ଼ି ବେନିୟମ ଭାବେ ଚାଲୁଛି। ସେଥିମଧ୍ୟରୁ କିଛି ଗାଡ଼ିର କାଗଜପତ୍ର ନାହିଁ। ଆଉ କିଛି ଗାଡ଼ି ଚାଳକ ନକଲି ନମ୍ବର ପ୍ଲେଟ ଲଗାଇ ଗାଡ଼ି ଚଳାଉଛନ୍ତି। ଏହିଭଳି ବେନିୟମ ଗାଡ଼ିକୁ ଧରିବା ପାଇଁ…

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଲାଗି ପ୍ରଶାସନର ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

ପୁୁରୁୁଷୋତ୍ତମପୁୁର ୪/୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଚଦେବୀ ମା ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିନେଇ ଏକ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ତତ୍ତ୍ୱବଧାନରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri