ଗଞ୍ଜାମ

ପରଲୋକରେ ଅବସରପ୍ରାପ୍ତ କର୍ମଚାରୀ

ଦିଗପହଣ୍ଡି,୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସିର ଅବସରପ୍ରାପ୍ତ ଟିକସ ସଂଗ୍ରାହକ ଲିଙ୍ଗରାଜ ପଟ୍ଟନାୟକ (୬୭)ଙ୍କ ଶନିବାର ପରଲୋକ ହୋଇଯାଇଛି। ଗତ କିଛି ଦିନ ଧରି ଶାରୀରିକ ଅସୁସ୍ଥତା ଯୋଗୁ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ମରଶରୀରକୁ ଦିଗପହଣ୍ଡି ଉମାଶଙ୍କର…

କେପିଟିରେ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠାରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କେପିଟିରେ ଶ୍ରୀ ଶ୍ରୀ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ଭାଗବତ ଗାଦି ସ୍ଥାପନ ସହ ଘୃତଯଜ୍ଞ, ଅନ୍ନଯଜ୍ଞ ଏବଂ ଚବିଶି ପ୍ରହର ନାମ ଯଜ୍ଞ ଚାଲିଛି। ଗତ ୨୭ରୁ ଏହି କାର୍ଯ୍ୟକ୍ରମ…

ନିଜ ଲଢ଼େଇ ନିଜେ ଲଢ଼ିବେ ଛାତ୍ରୀ : ତାଲିମ ପାଇ ନେଲେ ସାର୍ଟିଫିକେଟ୍‌

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ନିମନ୍ତେ ଅନୁଷ୍ଠିତ ଆତ୍ମସୁରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ଅଞ୍ଜଳି ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦ୍‌ଯାପନୀ…

ମାଟ୍ରିକ ପରୀକ୍ଷା: ବିଜ୍ଞାନ ପରୀକ୍ଷା ପ୍ରଶ୍ନ ପେପରରେ ନଥିଲା ୩ ନମ୍ବର ପ୍ରଶ୍ନ: ପରେ..,

ବ୍ରହ୍ମପୁର,୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗତ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଶନିବାର ବିଜ୍ଞାନ ପରୀକ୍ଷା ଥିଲା ବେଳେ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ। ବିଜ୍ଞାନ ପ୍ରଶ୍ନ ପେପର ସି ସେଟର ତିନି ନମ୍ବର ପ୍ରଶ୍ନ ଟି ସେଥିରେ ଲେଖା…

ଭୁଶୁଡୁଛି ବିଜେଡି: ଭାଜପାର ଦବ୍‌ଦବା ଆରମ୍ଭ

ଛତ୍ରପୁର,୧ା୩(ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲା ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀ ଦୀର୍ଘବର୍ଷ ଧରି ସିପିଆଇ କବ୍‌ଜାରେ ଥିଲା। ସିପିଆଇର ଏହି ଗଡ଼କୁ ଭାଙ୍ଗି ବିଜେଡି ୨୦୧୪ ଓ ୨୦୧୯ ନିର୍ବାଚନରେ ନିଜ ଦଖଲକୁ ଆଣିଥିଲା। ୨୦୨୪ ନିର୍ବାଚନରେ ଏଠାରେ ଭାଜପା ବାଜିମାତ କରିଥିଲା। ଭାଜପାରୁ…

ବିକଶିତ ଭାରତକୁ ବିଜ୍ଞାନର ଅବଦାନ

ଦିଗପହଣ୍ଡି,୨୮|୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ପ୍ରଧାନାଆଚାର୍ଯ୍ୟ ଷଷ୍ଠି ପ୍ରସାଦ ବିଷୋୟୀ ଏବଂ ଭଗବତୀ ପ୍ରସାଦ ମିଶ୍ରଙ୍କ ମିଳିତ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜ୍ଞାନ ଶିକ୍ଷକ ଶ୍ରୀକାନ୍ତ…

ନିମପଲ୍ଲୀ ସେବାଶ୍ରମର ବାର୍ଷିକୋତ୍ସବ: ଯୋଗଦେଲେ ବିଡିଓ…

ଦିଗପହଣ୍ଡି,୨୮।୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଏନ୍‌ଏସ ୨ ନଂ ୱାର୍ଡ ନିମପଲ୍ଲୀ ସରକାରୀ ସେବାଶ୍ରମ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ପ୍ରଧାନ ଶିକ୍ଷୟିତ୍ରୀ ସୁମିତ୍ରା କୁମାରୀ ମହାନ୍ତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ସାହୁ ସଭାପତିତ୍ୱ…

କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କୁ ମନେପକାଇ…

ଭଞ୍ଜନଗର,୨୮ା୨(ବାବୁଲା ପ୍ରଧାନ)-ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ କବି ସମ୍ରାଟ ସାହିତ୍ୟ ସଂସଦ,ଭଞ୍ଜନଗର ପକ୍ଷରୁ ମିଳିତ ଭାବେ ଶୁକ୍ରବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…

ବାପାଙ୍କୁ ହତ୍ୟାକାରୀ ବନ୍ଧାହେଲେ ପୁଅ

ଶେରଗଡ଼,୨୮ା୨(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ରାତି ୧୦ଟାରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଶେରଗଡ଼ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ଘଟଣାର ତଦନ୍ତ କରିଛି।…

ଚଳନ୍ତା ଟ୍ରକରେ ଲାଗିଲା ନିଆଁ

ଛତ୍ରପୁର,୨୮।୨(ଦିଲ୍ଲୀପ ସାମଲ): ଏକ ଚଳନ୍ତା ଟ୍ରକରେ ଘଟିଛି ଅଗ୍ନିକାଣ୍ଡ। ଏପରି ଏକ ଅଘଟଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଗୋପାଳପୁର ବନ୍ଦର ସମୁଖ ଆର୍ଯ୍ୟପଲ୍ଲୀ ରାସ୍ତାରେ। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଘରୋଇ କମ୍ପାନୀର ଏକ ମାଲ…

ପୁରୁଷୋତ୍ତମପୁର ପଞ୍ଚାୟତ ସମିତିର ସ୍ବତନ୍ତ୍ର ବୈଠକ: ଅଭିଯୋଗ ଆଣିଲେ ସମିତିସଭ୍ୟ, ସରପଞ୍ଚ

ପୁରୁଷୋତ୍ତମପୁର,୨୮।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ସମ୍ମିଳନୀ କକ୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ବୈଠକ ବସିଛି।  ଏହି ବୈଠକ ବିଡିିଓ ଶରତ କୁମାର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ କବିସୂର୍ଯ୍ୟନଗର ବିଧାୟକ…

ଜାତୀୟ ଶିକ୍ଷାନୀତି ସମ୍ମିଳନୀ ଅନୁଷ୍ଠିତ : ‘ଯେଉଁ ଦେଶର ଶିକ୍ଷାନୀତି ଯେତେ ସୁଦୃଢ଼ ସେ ଦେଶ ସେତେ ବିକଶିତ’

ଭଞ୍ଜନଗର,୨୮।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଜାତୀୟ ଶିକ୍ଷାନୀତି ୨୦୨୦ ଏବଂ ବିକଶିତ ଭାରତ ଯୋଜନା ଉପରେ ଏକ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିମଳ ଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri