ଗଞ୍ଜାମ

ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ

ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ ।...

ଖୋଲିଲା ରାମଲିଙ୍ଗେଶ୍ୱର ଉଦ୍ୟାନ

ବ୍ରହ୍ମପୁର ଅଫିସ୍‌,୨୯ା୮: ବ୍ରହ୍ମପୁର ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ ଗସ୍ତ ସମୟରେ ରାମ ଲିଙ୍ଗେଶ୍ୱର ଉଦ୍ୟାନ ବନ୍ଦ ରହୁଥିବା ବେଳେ ଶୁକ୍ରବାର ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯାଇଛି। କିନ୍ତୁ ପାର୍କରେ କଟକଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହରକୁ ମନ୍ତ୍ରୀ ଓ...

ଦୁବାଇରେ ଚାକିରି ଦେବାକୁ କହି ୫ ଲକ୍ଷ ନେଇଗଲେ

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.): ଦୁବାଇରେ ଚାକିରି ଦେବାକୁ କହି ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝରିପଦର ଗ୍ରାମର ୮ ଯୁବକଙ୍କଠାରୁ ସାଇବର୍‌ ଦଲାଲ୍‌ମାନେ ୫ ଲକ୍ଷ ଟଙ୍କା ଠକି ନେଇଥିବା ଶନିବାର ଅଭିଯୋଗ ହୋଇଛି। ଠକାମିରେ ଶିକାର ହୋଇଥିବା ଯୁବକମାନେ ହେଲେ ଝରିପଦର...

ଋଷିକୂଲ୍ୟାରେ ଭାସୁଛି ପଥରରେ ବନ୍ଧା ହୋଇଥିବା ଯୁବତୀଙ୍କ ମୃତଦେହ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ପୋତାଗଡ଼ସ୍ଥିତ ଋଷିକୂଲ୍ୟା ନଦୀପାର୍ଶରେ ପଥରରେ ବନ୍ଧା ହୋଇ ଏକ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତ ଯୁବତୀ ଜଣକ ନାଇଟ୍‌ ପିନ୍ଧିଥିବା ବେଳେ ଏକ ଚାଦର ଘୋଡ଼େଇ ହୋଇଥିବାରୁ ମୁହଁ ସ୍ପଷ୍ଟ ଦେଖାଯାଉନି।...

ଝଗଡ଼ା ପରେ ବିଷ ପିଇଲେ ନବବିବାହିତା

ବ୍ରହ୍ମପୁର ଅଫିସ,୨୭ା୮: ବିଷପିଇ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣେ ନବବିବାହିତା ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଅଲାରିଗଡ ଗ୍ରାମର ସାବିତ୍ରୀ ନାହାକ। ସଦର ଥାନା ପୋଲିସ ମୃତଦେହ ଜବତ କରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ...

ବିଲକୁ ଯାଇଥିବା ବେଳେ ଚାଷୀଙ୍କୁ ଦଂଶିଲା ସାପ, ସହାୟତା ପାଇଁ ଦାବି କଲେ ଗ୍ରାମବାସୀ

ଗଞ୍ଜାମ,୨୭ା୮(ଡି.ଏନ୍‌.ଏ.): ରମ୍ଭା ଥାନା ହୁମ୍ମା ଫାଣ୍ଡି ଅଧିନସ୍ଥ ଗଞ୍ଜାମ ବ୍ଲକର ବେଲପଡ଼ା ଗ୍ରାମର ଜଣେ ଚାଷୀଙ୍କର ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଚାଷୀ ଡି.କୃଷ୍ଣ ଚନ୍ଦ୍ର ପ୍ରଧାନ(୫୪) । ସୂଚନାନୁଯାୟୀ, କୃଷ୍ଣ ଶୁକ୍ରବାର...

ମାଟ୍ରିକ୍‌ ପାସ୍‌ କଲେ ସୋରଡା ବିଧାୟକ; ରହିଲା B2 ଗ୍ରେଡ୍‌

ସୋରଡା,୨୪।୮(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ୍‌ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ପାସ କରିଛନ୍ତି। ସେ ୫୦୦ରୁ ୩୪୦ ନମ୍ବର ରଖିଥିବା ବେଳେ ତାଙ୍କୁ B2 ଗ୍ରେଡ୍‌ ମିଳିଛି। ଇଂରାଜୀରେ ବିଧାୟକ ୧୦୦ରୁ...

୩ ପୋଲିସ ଅଧିକାରୀଙ୍କ ସମେତ ଡ୍ରାଇଭର ମୃତ

ବ୍ରହ୍ମପୁର ଅଫିସ,୨୪।୮: ଆନ୍ଧ୍ରପ୍ରଦେଶ ପଲାସା ସୁମାଦେବୀ ଜଙ୍କ୍‌ସନ ନିଟକ ଜାତୀୟ ରାଜପଥରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏରେ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୩ ଅଧିକାରୀ ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଲାସା...

ବାପା ଧାର ଟଙ୍କା ନ ଦେବାରୁ ପୁଅଙ୍କୁ ଅପହରଣ

ବୁଗୁଡ଼ା,୨୩ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତରପଡ଼ା ଗ୍ରାମରେ ବାପା ଧାର ଟଙ୍କା ନ ଦେବାରୁ ତାଙ୍କର ଜଣେ ନାବାଳକ ପୁଅଙ୍କୁ ଅପହରଣ କରାଯାଇଥିଲା। ଏହି ଘଟଣାରେ ସୋମବାର ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର...

ଟଙ୍କା ଭର୍ତ୍ତି ଭ୍ୟାନ ଲୁଟ୍‌ ପଛରେ ଡ୍ରାଇଭର

ବ୍ରହ୍ମପୁର ଅଫିସ,୨୨ା୮: ବ୍ରହ୍ମପୁର ବଡବଜାର ଥାନା ଅଧୀନ ଆସକାରୋଡରୁ ଏଟିଏମ୍‌ ଟଙ୍କା ଭର୍ତ୍ତି ଭ୍ୟାନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଭ୍ୟାନ୍‌ର ଡ୍ରାଇଭର ଆଶିଷ କୁମାର ଦିଗାଲଙ୍କୁ କେହି ଅପହରଣ କରି ନ ଥିଲେ। ବରଂ ସେ ନିଜେ...

ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଗଲା ଜୀବନ

ପୋଲସରା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଡପଙ୍କଳବାଡି ପଞ୍ଚାୟତରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେ.ବଣରାମଚନ୍ଦ୍ରପୁର ଗ୍ରାମର ଭଗବତ ନାୟକ(୫୫)। ଶନିବାର କୌଣସି କଥାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri