ଅଦିନିଆ ବର୍ଷା ପବନରେ ଘରର ଛପର ଉଡିଲା , ବିଳମ୍ବିତ ରାତିରେ…
ଦାରିଙ୍ଗବାଡି, ୨୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମଣିପୁର ଅଞ୍ଚଳରେ ବିଳମ୍ବିତ ରାତିରେ ହଠାତ ବର୍ଷା ଓ ପବନ ଯୋଗୁ ଏକାଧିକ ଲୋକଙ୍କ ଘରର ଛପର ଉଡିବା ସହ ଆଜବେଷ୍ଟସ ଉଡି ଭାଙ୍ଗି ନଷ୍ଟ ହୋଇଛି। ସୂଚନା…
ବରଯାତ୍ରୀ ଶୋଭାଯାତ୍ରାରେ ଭୁଜାଲି ମାଡ଼, ୪ ଜଣଙ୍କୁ ବାନ୍ଧିଲା ପୋଲିସ
ହିଞ୍ଜିଳିକାଟୁ,୧୯ା୨(ଦ୍ୱିତୀକୃଷ୍ଣ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରାରେ ଭୁଜାଲିମାଡ଼ରେ ଜଣେ ଗୁରୁତର ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ହିଞ୍ଜିଳି ସାନସାହିର ଚନ୍ଦନ ଚୌଧୁରୀ (୩୨),…
ପ୍ରଶଂସା ସାଉଁଟିଲେ କୃତୀ ପ୍ରତିଯୋଗୀ
ଦିଗପହଣ୍ଡି,୧୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ପଣ୍ଡା ସଭାପତିତ୍ୱ କରିଥିଲେ।…
ସନାତନ ଧର୍ମର ସୁରକ୍ଷା ଜରୁରୀ
ଛତ୍ରପୁର,୧୯।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ରାମଚଣ୍ଡୀଠାରେ ୩ ଦିନ ଧରି ଚାଲିଥିବା ମା’ ରାମଚଣ୍ଡୀ ମହୋତ୍ସବ-୨୦୨୫ ଉଦଯାପିତ ହୋଇଯାଇଛି। ଏହି ଅବସରରେ ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପ୍ରୟାଗରାଜକୁ ତୀର୍ଥ କରିବାକୁ ଯାଇ ମହାକୁମ୍ଭ ମେଳାରେ ବୁଡ଼ ପକାଇ…
ହଠାତ ମଣ୍ଡିରେ ପହଞ୍ଚିଗଲେ ତହସିଲଦାର: ସ୍ଥତି ଅନୁଧ୍ୟାନ କରି…
ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଧାନ ମଣ୍ଡିଗୁଡିକୁ ବୁଲି ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ସନ୍ତୋଷପୁର ଓ଼ ହୁମ୍ମା ଏବଂ ଅପରାହ୍ନରେ ଗୋଖରକୁଦା ମଣ୍ଡିକୁ ଯାଇ ତହସିଲଦାର ବୁଲି ଦେଖିଥିଲେ। ଏହି ସମୟରେ…
ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର
ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ କେନ୍ଦ୍ର କରି ଶୋଭାଯାତ୍ରାରେ ଥିବା ଏକ ଗାଡିର ଚାଳକ ଓ ମାଲିକ ମିଶି ବରଘରର…
ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ
ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ ଦମ୍ପତି ଜଣେ ସମ୍ପର୍କୀୟଙ୍କ ର୍ନିବନ୍ଧ କାର୍ଯ୍ୟରେ ଯୋଗଦେବାକୁ ମୋଟର ସାଇକେଲରେ ଯାଉଥିବା ବେଳେ ୨…
୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ
ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ ହୋଇଯାଇଛି। ଦିଗପହଣ୍ଡି ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ,…
ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି ।ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀଙ୍କ ଅଧ୍ୟକ୍ଷତାରେ…
Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ
ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର Alivridle କଇଁଚଙ୍କ ସମାଗମ ହୋଇଛି। ସେମାନେ ରାତିରେ ଆସି…
କଡ଼ା ସୁରକ୍ଷା ମଧ୍ୟରେ +୨ ପରୀକ୍ଷା
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ): କଡ଼ା ସୁରକ୍ଷା ମଧ୍ୟରେ ମଙ୍ଗଳବାର ଠାରୁ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ +୨ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀ ଛାତ୍ର ମାନେ ପରୀକ୍ଷା ହଲକୁ ଯିବା ପୁର୍ବରୁ ଯାଞ୍ଚ…
ବଶ୍ୱଶାନ୍ତି ପାଇଁ ମହାଯଜ୍ଞ: ଚଳଚଞ୍ଚଳ ବାହାଡ଼ାପଦର
ଭଞ୍ଜନଗର,୧୮୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାହାଡ଼ାପଦରରେ ରବିବାରଠାରୁ ଶକ୍ତିସମ୍ବର୍ଦ୍ଧନ ୨୪ କୁଣ୍ଡିୟ ବଶ୍ୱଶାନ୍ତି ଗାୟତ୍ରୀ ମହାଯଜ୍ଞ ଆରମ୍ଭ ହୋଇଛି। ଏଥିସହ ୨୪ ପ୍ରହର ନାମଯଜ୍ଞ ମଧ୍ୟ ଚାଲିଛି। ମଙ୍ଗଳବାର ସାଂରେ ୧୦୦୮ ଦୀପଦାନ କାର୍ଯ୍ୟକ୍ରମ ରହିଛି। ଏହି ମହାଯଜ୍ଞ…
Archives


