କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା
ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ଗ୍ରାମର କବିନାଥ ଗୌଡ (୨୬)। କବିନାଥ କାମ କରୁଥିବା ବେଳେ…
ପୁଣି ବିଜେଡିକୁ ଝଟ୍କା: ଭାଜପାରେ ମିଶିଲେ ୩ ୱାର୍ଡମେମ୍ବର
ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ଦୋମୁହାଣୀ ପଞ୍ଚୟତର ବିଜେଡି ସମର୍ଥିତ ୩ ଜଣ ୱାର୍ଡମେମ୍ବର ମଙ୍ଗଳବାର ଦଳ ଛାଡି ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ସେମାନେ ହେଲେ ତ୍ରିପତି ଜାନି, ମୁରଲୀ ନାୟକ ଓ ରମା ଜାନି। ସ୍ଥାନୀୟ ବନ ବିଭାଗ…
୨୩ ମାସ ପରେ ବସିଲା ପଞ୍ଚାୟତ ସମିତି ବୈଠକ: ସମସ୍ତଙ୍କୁ ସାଥିରେ ନେଇ ଭଞ୍ଜନଗରର କରାଯିବ ବିକାଶ
ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ପଞ୍ଚାୟତ ସମିତି ବୈଠକ ୨୩ ମାସ ପରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦୀର୍ଘମାସ ପରେ ବୈଠକ ବସିବା ନେଇ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଣିକି ପ୍ରତି ୩ ମାସରେ ଥରେ ବୈଠକ…
ଭାଜପା ନେତାଙ୍କୁ ଆକ୍ରମଣ: ବିଜେଡି ସରପଞ୍ଚ ତାଙ୍କ ସହଯୋଗୀ ଗିରଫ
ବ୍ରହ୍ମପୁର,୧୧।୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ କିଛି ଜେଲ ଫେରନ୍ତା। ଏହି ଘଟଣାରେ ଆଉ ୨ ଜଣ ବିଜେଡି ନେତାଙ୍କୁ ଗିରଫ କରାଯାଇଛି। ଉଭୟ ରଣ୍ଢା ସରପଞ୍ଚ ଅଜିତ…
ଶ୍ରମିକଙ୍କ ସମସ୍ୟା ସମାଧାନ ଦାବି: ଜ଼ିଲାପାଳଙ୍କୁ ମନରେଗା ଶ୍ରମିକ ୟୁନିଅନର ସ୍ମାରକପତ୍ର
ଛତ୍ରପୁର, ୧୧।୨(ସନ୍ତୋଷ ପାଢ଼ୀ): ଓଡିଶା ମନରେଗା ଶ୍ରମିକ ୟୁନିଅନ ଗଞ୍ଜାମ ଜିଲା କମିଟି ପକ୍ଷରୁ ମନରେଗା ଶ୍ରମିକଙ୍କ ହାତକୁ କାମ, ସର୍ବନିମ୍ନ ମଜୁରୀ ଏବଂ ସମସ୍ତ ଅଧିକାରକୁ ପ୍ରଦାନ କରିବା ସଂପର୍କରେ ଏକ ଦାବିପତ୍ର ଗଞ୍ଜାମ ଜ଼ିଲାପାଳଙ୍କୁ ମଙ୍ଗଳବାର ପ୍ରଦାନ କରାଯାଇଛି।…
ଓମାନରେ ଫସିଛନ୍ତି ୧୨ ଓଡ଼ିଆ ଶ୍ରମିକ: ଉଦ୍ଧାର ପାଇଁ ନିବେଦନ
ଛତ୍ରପୁର, ୧୧।୨(ସନ୍ତୋଷ ପାଢ଼ୀ): ସୁଦୂର ଓମାନରେ ୧୨ ଜଣ ଓଡ଼ିଆ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରି ଭାରତ ପ୍ରତ୍ୟାବର୍ତ୍ତନ ଲାଗି ଏମାନେ ଭାରତ ସରକାର ଓ ରାଜ୍ୟ ସରକାରଙ୍କୁ ଏକ ଭିଡିଓ ବାର୍ତ୍ତା ଜାରି କରି ନିବେଦନ କରିଛନ୍ତି। ଏହି ଭିଡିଓ…
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ପହଞ୍ଚିଥିଲେ ବିଧାୟକ
ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ରୁନା ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅରୁଣ ପାଣିଗ୍ରାହୀ…
ଆକ୍ରମଣ ମାମଲାରେ ଅଭିଯୁକ୍ତ ଦୋଷୀସାବ୍ୟସ୍ତ
ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୨୩…
ଶର୍ଟ ସର୍କିଟ ଯୋଗୁ ଘରେ ଅଗ୍ନିକାଣ୍ଡ : ୩ ଆହତ
ଛତ୍ରପୁର, ୧୦।୨(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ବଡ଼ପୁଟି ସ୍ଥିତ ତିଅରବସା ଗ୍ରାମରେ ଜଣଙ୍କ ଘରେ ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି l ଯାହା ଫଳରେ ଘରର ବିଭିନ୍ନ ଆସବାବ ପତ୍ର ନଷ୍ଟ ହେବା ସହିତ ଘରଟି ସମ୍ପୂର୍ଣ୍ଣ ପୋଡି…
ବିଇଓ ଅଫିସ ଘେରିଲେ ଅଭିଭାବକ
ଗଞ୍ଜାମ,୧୦ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କ ବଦଳି ପ୍ରତ୍ୟାହାର ଦାବି ଜୋର ଧରିଛି। ଶିକ୍ଷକଙ୍କ ବଦଳିକୁ ବିରୋଧ କରି ପ୍ରଥମେ ଛାତ୍ରୀଛାତ୍ର ଓ ଅଭିଭାବକ…
ଆର୍ଡିସି କ୍ୟାଡେଟଙ୍କୁ ସମ୍ବର୍ଦ୍ଧନା
ଭଞ୍ଜନଗର,୧୦ା୨(ବାବୁଲା ପ୍ରଧାନ)-ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍ସିସି ଆର୍ମି ୱିଙ୍ଗର କ୍ୟାଡେଟ ନିବେଦିତା ବିଷୋୟୀ ଏବଂ ଫକୀର ମୋହନ ରାଉତ ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶ ଗ୍ରହଣ କରିଥିଲେ। ଏହାପରେ ସେମାନେ ଗତ ୨୮ ତାରିଖରେ…
ବୈଠକରେ କ୍ଷୋଭ ପ୍ରକାଶ କଲେ ବିଧାୟକ, କହିଲେ କାହିଁକି ଆସିନାହାନ୍ତି ଅଧିକାରୀ
ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଛତ୍ରପୁର ପଞ୍ଚାୟତ ସମିତିର ନବମ ସମିତି ବୈଠକ ସୋମବାର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଯୋଗ ଦେଇ ମିଳିମିଶି କାର୍ଯ୍ୟକରିବା…
Archives


