ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି ଭିଡ଼ିଓ ଫଟୋ ଉତ୍ତୋଳନ କରି ପରେ ଭାଇରାଲ କରିଥିବା ପଦ୍ମନ ନାଇକ ଏବଂ ଜି.ଜଗନ୍ନାଥ…
ବିଶ୍ଵଶାନ୍ତି ରାମ ତାରକ ମହାଯଜ୍ଞ: ଚଳଚଞ୍ଚଳ ନୀଳକଣ୍ଠେଶର ଶୈବପୀଠ
ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର):ଗଞ୍ଜା ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେଦାରପୁର ଗ୍ରାମ ଶ୍ରୀ ନୀଳକଣ୍ଠେଶର ଶୈବପୀଠରେ ମାଘ ଶୁକ୍ଳ ଷଷ୍ଠୀ ସୋମବାର ଠାରୁ ବିଶଶାନ୍ତି ରାମ ତାରକ ମହାଯଜ୍ଞ ଶୁଭାରମ୍ଭ ହୋଇଛି। ଶୁକ୍ରବାର ଏହି ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ। ସୋମବାର…
ଭଡ଼ା ଘରୁ ମିଳିଲା ଛାତ୍ରୀଙ୍କ ମୃତଦେହ
ଭଞ୍ଜନଗର,୩ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଟି ସ୍କୁଲର ଜଣେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ସୋମବାର ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ସେ ହେଲେ ସୋରଡ଼ା ଥାନା ଅନ୍ତର୍ଗତ କେଶରା ଗ୍ରାମର ଜ୍ୟୋତିରାଣୀ ସେଠୀ। ଜ୍ୟୋତି ବେକରେ ରଶି…
ଜନ୍ମଭୂମି-କର୍ମଭୂମି ଭିତରେ ଫରକ ରହିଛି, ସ୍ବୀକୃତି ପରେ ବିବାଦ କାହିଁକି ବୋଲି ପ୍ରଶ୍ନ କଲେ ବିଧାୟକ
ଦିଗପହଣ୍ଡି,୩ା୨(ଅଶେଷ ନାଥ ମିଶ୍ର): ଜନ୍ମଭୂମି ଓ କର୍ମଭୂମି ମଧ୍ୟରେ ବହୁତ ଫରକ ରହିଛି। ଏହି ଫରକକୁ ସମସ୍ତେ ହୃଦୟଙ୍ଗମ କରିବା ସହ କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମସ୍ଥାନ ସମ୍ପର୍କରେ ଅଯଥା ଦ୍ବନ୍ଦ୍ୱ ସୃଷ୍ଟି କରୁଥିବା ବ୍ୟକ୍ତି ଏଥିରୁ କ୍ଷାନ୍ତ ରୁହନ୍ତୁ। ସରକାରଙ୍କ…
ଆଜି ଦିଗପହଣ୍ଡିରେ କବିସୂର୍ଯ୍ୟ ଜୟନ୍ତୀ ମହୋତ୍ସବ
ଦିଗପହଣ୍ଡି,୧ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀଛକରେ ପ୍ରତିବର୍ଷ ଭଳି ଚଳିତବର୍ଷ କବିସୂର୍ଯ୍ୟ ଜୟନ୍ତୀ ମହୋତ୍ସବ ପାଇଁ ପ୍ରସ୍ତୁତି ସରିଛି। ଶନିବାର ଏନ୍ଏସି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତିକମିଟି ପକ୍ଷରୁ ଆଲୋଚନା ସଭା ହୋଇଛି। ଆଇନଜୀବୀ ଅଶେଷ ନାଥ…
କୂଅରେ ପଡ଼ିଥିଲା ବାରାହା : କଢ଼ାଯିବା ପରେ ସେ ଯାହାକଲା ଜାଣିଲେ…
ଦିଗପହଣ୍ଡି, ୨।୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସଂଲଗ୍ନ ରାଧାଦେଇପୁର କାଳୀ ମନ୍ଦିର ନିକଟ କୂଅରେ ପଡ଼ିଥିବା ଏକ ବାରହାକୁ ଶନିବାର ସକାଳେ ଅଗ୍ନିଶମ ବାହିନୀ ଓ ପାଟପୁର ସେକ୍ସନର ବନ କର୍ମଚାରୀ ଉଦ୍ଧାର କରିବା ପରେ…
ଏଟିଏମ୍ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ରହୁଥିବା ଜରଡା ଥାନା ଖଇର ଗ୍ରାମର ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ ବ୍ୟାଙ୍କ ଜମାଖାତାରୁ ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୨୭ ହଜାର ଟଙ୍କା…
କୂଅରେ ପଡ଼ିଥିଲା ବାର୍ହା: ଉଦ୍ଧାର ପରେ ଯାହା ଘଟିଲା…
ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସଂଲଗ୍ନ ରାଧାଦେଇପୁର କାଳୀ ମନ୍ଦିର ନିକଟ କୂଅରେ ପଡ଼ିଥିବା ଏକ ବାର୍ହାକୁ ଶନିବାର ଅଗ୍ନିଶମ ବାହିନୀ ଓ ପାଟପୁର ସେକ୍ସନ ବନ କର୍ମଚାରୀ ଉଦ୍ଧାର କରିଥିଲେ। ହେଲେ ବାର୍ହାଟି ଜାଲରୁ…
ମିଳନ ସରିଲା, ଏବେ ଭାସୁଛନ୍ତି ଅଲିଭ ରିଡ୍ଲେ
ବ୍ରହ୍ମପୁର,୧ା୨(ଅଶୋକ କୁମାର ସାହୁ):ଗତ ୩ ମାସ ହେଲା ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେଙ୍କ ସମୁଦ୍ରରେ ମିଳନ ପ୍ରକ୍ରିୟା ଚାଲିଥିଲା। ମିଳନ ପ୍ରକ୍ରିୟା ସରିଥିବା ଶୁକ୍ରବାର ସ୍ପଷ୍ଟ ହୋଇଛି। କାରଣ ମାଈ କଇଁଛମାନେ ଭାସମାନ ଅବସ୍ଥାକୁ ଆସିଯାଇଥିବା ଋଷିକୁଲ୍ୟା କଇଁଛ ସୁରକ୍ଷା ସମିତିର…
ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ
ଦିଗପହଣ୍ଡି,୩୧ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କୋଡିନଡ଼ା ଗ୍ରାମ ସ୍ଥିତ ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ପ୍ରଭାକର ବିଷୋୟୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ସହକାରୀ ଶିକ୍ଷକ ବି.ବନମାଳୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ…
ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗଦେଲେ ମନ୍ତ୍ରୀ
ତୁଣ୍ଡଲା,୩୧ା୧(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟର ଦୁଇ ଦିନିଆ ରୌପ୍ୟ ଜୟନ୍ତୀ ସମାରୋହ ଆରମ୍ଭ ହୋଇଯାଇଛି। ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସ୍ବତନ୍ତ୍ର ଶାସନ ସଚିବ ନିହାର ରଞ୍ଜନ…
Ganjam: ୧୦୮୦ ଚାଷୀଙ୍କ ଟୋକନ ଅବଧି ବଢ଼ିଲା, ଗୁଜବକୁ ବିଶ୍ବାସ କରନ୍ତୁନି କହିଲେ ଜିଲାପାଳ
ଛତ୍ରପୁର,୩୧।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର କୌଣସି ଚାଷୀଙ୍କ ଟୋକେନ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଚାଷୀଙ୍କ ଟୋକେନ ଅବଧି ବୃଦ୍ଧି କରିବା ନେଇ ରଜ୍ୟ ସରକାର ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି।…
Archives


