ଗଞ୍ଜାମ

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ ପହଞ୍ଚି ବିବାହ ବନ୍ଦ କରିଥିବା ଜଣାପଡିଛି। ତେବେ ବିବାହ ହେଉଥିବା ନେଇ ପ୍ରଶାସନକୁ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ ନିକଟରେ ଲାଗିଥିବା ବିଦ୍ୟୁତ ଖୁଣ୍ଟରେ ଲାଇଟ୍‌ ଜଳୁଥିବା ବେଳେ ଭାରତୀ ବିଦ୍ୟାପୀଠ ସ୍କୁଲ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।  ପ୍ରଧାନାଚାର୍ଯ୍ୟ ଭଗବତୀ…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ ହଲଠାରେ ଅନୁଷ୍ଠିତ ହୋଇଥିଲା।ବିଡିିଓ ଅଚ୍ୟୁତାନନ୍ଦ ଯାନୀ ଏହାର ଶୁଭାରମ୍ଭ କରିଥିଲେ। ଶକ୍ତିଶିଖା ନାମକ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ ୧୦୧୩ କୋଟି ଟଙ୍କା ବ୍ୟୟରେ ସରକାର ଏକ ବୃହତ ଡ୍ୟାମ୍‌ ନିର୍ମାଣ ଯୋଜନା…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ ଆଗାମୀ ଦିନରେ ବିଦ୍ୟୁତ୍‌ ଟିକସ ବୃଦ୍ଧି କରିବ। ତେଣୁ ଏହାକୁ ବିରୋଧ କରି…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ୨ ଜଣ ଆହତ ହୋଇଛନ୍ତି। ସଂପୃକ୍ତ ଅଞ୍ଚଳବାସୀ ଆହତ ଦ୍ବୟଙ୍କୁ ଉଦ୍ଧାର…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଦୀପ ସାମଲ ଏହି ମାମଲାର ବିଚାର କରି ୮ ଅଭିଯୁକ୍ତଙ୍କୁ ଦୋଷୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା ଜଣକ ହେଲେ କଇଠଖଣ୍ଡି ଗ୍ରାମ ପନ୍ଦରା ସାହିର ସ୍ବର୍ଗତ ସାରଥୀ ଗୌଡ଼ଙ୍କ ସ୍ତ୍ରୀ…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ. ଓଡ଼ି ୦୨ ବିକେ -୫୨୭୭) ଓଲଟି ପଡିବାରୁ ଟ୍ରକ୍ ଚାଳକ ଗୁରୁତର ଆହାତ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ସହାୟତାରେ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀ ଅତିଥି ଭାବେ ଯୋଗଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri