ଗଞ୍ଜାମ

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ ବିଭିନ୍ନ ଆଲୋକମାଳାରେ ଝଲସିବ ପୂଜାମଣ୍ଡପ। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁଇଁତୋଳା…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା ଅଭିଯାନର ଶୁଭାରମ୍ଭ ହୋଇଛି। ଶନିବାର ଛତ୍ରପୁରସ୍ଥିତ ପିଏମ୍‌ଶ୍ରୀ ଅନସ୍ଲୋ ଉଚ୍ଚ ବିଦ୍ୟାଳୟ ପରିସରରୁ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ, ସୁନା ଚେନ୍ ଓ ଟଙ୍କା ଲୁଟ୍‌ ଏବଂ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୩ ଜଣ ମହିଳା ସାମିଲ ଥିବା ନେଇ ଛତ୍ରପୁର ଥାନା…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ତହସିଲଦାର ବିନୋଦ କୁମାର…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ICAR (ନୂଆଦିଲ୍ଲୀ) ଏବଂ ICAR-CIFA (ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶୁକ୍ରବାର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଆଡମ୍ବର ସହକାରେ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କ ମଧ୍ୟରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା, ମାତୃ ସମ୍ମିଳନୀ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରେମାଙ୍କ ଭାଇ…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ ମନ ମୋହଥିଲା। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପଣ୍ଡା ସାହିର ପ୍ରବଚକ କୃଷ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?