ଲିଭଇନ୍ରେ ରହୁଥିଲେ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ
ବ୍ରହ୍ମପୁର,୨୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗୋଷାଣି ନୂଆଗାଁ ଥାନା ଅଧୀନ ଲାଞ୍ଜିପଲି ଚାଞ୍ଚଡ଼ାପଡିଆ ସାହିରେ ପୁରୁଷବନ୍ଧୁଙ୍କ ସହ ରହୁଥିବା ପିଙ୍କି ମଲିକ(୨୩)ଙ୍କ ମୃତ୍ୟୁ ଏବେ ବି ସନ୍ଦେହଘେରରେ ରହିଛି। ପିଙ୍କିଙ୍କ ଭାଇ ଜଗତସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ପାଇକିରାବାଟି ଗ୍ରାମର ଦୀପକ…
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ
ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି। ଶାଳିନୀ ପରୀକ୍ଷାରେ ୪୪୫ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି।…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର
ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…
ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…
ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର): ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର ଋଣ ନେଇ ଚମ୍ପଟ ମାରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା…
ବାଣ ଭିଡୁଥିବା ବେଳେ ହଠାତ୍ ହେଲା ବିସ୍ଫୋରଣ: ଉଡ଼ିଲା ଘରର ଟିଣ ଚାଳ, ୪ ଗୁରୁତର
ଖଲ୍ଲିକୋଟ, ୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଶନିବାର ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୪ ନାବାଳକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାବାଳକ ପ୍ରସାଦ ଗୌଡ଼ , ବାଦଲ ଗୌଡ଼…
ରାଜନୈତିକ ଶତ୍ରୁତାରୁ ବୋମାମାଡ଼ ଅଭିଯୋଗ: ଦୁର୍ବୃତ୍ତ ଫେରାର
ଖଲ୍ଲିକୋଟ,୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ଛକରେ ଥିବା ମୃତ ଦିଲ୍ଲୀପ ପାହାନଙ୍କ ଶ୍ରୀ ରାମ ଟାଇଲସ ଓ ମାର୍ବଲ ଦୋକାନ ଆଗରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଚଳିତ ନିର୍ବାଚନ ସମୟରେ ଦିଲ୍ଲୀପଙ୍କୁ ହତ୍ୟା…
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…
ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ସରପଞ୍ଚ ନିର୍ବାଚିତ ହେବା ପରଠାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ନ ଆସିବା,…
ମୁମ୍ବାଇରେ ଓଡିଆ ଶ୍ରମିକ ମୃତ
ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ ମୁମ୍ବାଇ ଯାଇଥିଲେ। ଶୁକ୍ରବାର ବୋରିଭାଲି ହସ୍ପିଟାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇଛି। ମୃତକ ହେଲେ…
ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା
ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବସୀ ଭୟଭିତ ଅବସ୍ଥାରେ ଅଛନ୍ତି। ଦୈନିକ ଜଳପତନ ବୃଦ୍ଧି ହେତୁ…
ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ
ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି ରାଜାରାଓଙ୍କୁ ତାଙ୍କର ବିପକ୍ଷ ଗୋଷ୍ଠୀର ଜଣେ ବ୍ୟକ୍ତି ଶୁକ୍ରବାର ଆକ୍ରମଣ କରିଛନ୍ତି। ଆକ୍ରମଣରେ ଗୁରୁତର…
ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର
ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର କେ.ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ। ଗୁରୁବାର ଅପରାହ୍ନ ସମୟରେ ସମୁଦ୍ରରେ ଉଚ୍ଚ…
ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ
ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ବିଭିନ୍ନ ସମୟରେ ଏହି ଚଢାଉ ଜାରି ରଖାଯାଇଥିବା ବେଳେ ପାର୍ବଣ ଋତୁରେ ମଧ୍ୟ ଅତ୍ୟାଧିକ…
Archives


