ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା: ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ ତୁରନ୍ତ ଧାନକୁ କିଣି ନେବା ପାଇଁ ଦାବି କରି ରାସ୍ତା ଉପରେ ଧାନବସ୍ତାମାନ ରଖି…
ପଞ୍ଚାୟତର ବିକାଶ ଲାଗି କାର୍ଯ୍ୟ କରିବାକୁ ସଂକଳ୍ପ
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପୂର୍ବତନ ସରପଞ୍ଚ ସଂଘ ସଭାପତି ଓ ପୂର୍ବତନ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ବୌଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଗୁରୁବାର ସଭାପତି ରାଜେନ୍ଦ୍ର ପ୍ରସାଦ ଶତପଥୀ ସଂଯୋଜନାରେ ହିଣ୍ଡୁଳାଗ୍ରାମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଜନପ୍ରତିନିଧିମାନଙ୍କ…
ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ଗଙ୍ଗା ଦାସ (୩୦)। ବୁଧବାର…
ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ
ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍ସନ୍ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଭତ୍ତା ସରକାରଙ୍କ ପକ୍ଷରୁ ପ୍ରତି ମାସରେ ପେନସନ ଯୋଜାନରେ ସାମିଲ କରି ସେମାନଙ୍କୁ…
ଉନ୍ନତିକରଣ ନାଁରେ ପୋତାଗଡ଼ରୁ କଟାଗଲା ଶହଶହ ଗଛ
ଗଞ୍ଜାମ,୧୫ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଅବସ୍ଥିତ। ବର୍ତ୍ତମାନ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଚାଲୁ ରହିଛି। କିନ୍ତୁ ଉନ୍ନତିକରଣ ନାମରେ ସେଠାରେ ଥିବା ଶହ ଶହ ବିଭିନ୍ନ ପ୍ରକାର ଗଛକୁ କଟାଯିବାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଥିବା…
ବାଇକ୍କୁ ଧକ୍କା ଦେଲା ଅଟୋ,ପରେ…
ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…
ରାଜ୍ୟ ପରିବହନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା
ପୁରୁଷୋତ୍ତମପୁର,୧୪ା୧(ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସନ୍ଧ୍ୟାରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୂତସରସିଙ୍ଗି ଗସ୍ତ କରିଛନ୍ତି। ଏହି ଅବସରରେ ଭୂତସରସିଙ୍ଗି ସରପଞ୍ଚ ମନୋଜ କୁମାର ଦାଶଙ୍କ ସଂଯୋଜନାରେ ଶହଶହ ସଂଖ୍ୟାରେ ମହିଳା, ପୁରୁଷ…
ଶତୃତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୪ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅଧିନ ମେଘଝୋଳି ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଜାଗିଲି ନାୟକଙ୍କୁ ହ୍ଯଯା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପଡୋଶୀ ସୁଶାନ୍ତ ନାୟକଙ୍କ ମାଡରେ ଜାଗିଲିଙ୍କ ମୁଣ୍ଡରେ ଗଭୀର ଆଘାତ…
ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ସ୍ବାମୀଙ୍କ ପରେ ଶାଶୁ,ଶ୍ୱଶୁର ଗଲେ ଜେଲ
ଦିଗପହଣ୍ଡି,୧୪।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍. ଗୋପାଳପୁର ଗ୍ରାମରେ ଗତ ଡ଼ିସେମ୍ବର ୨୪ ତାରିଖ ରାତିରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁଘଟିଥିଲା। ଗ୍ରାମର ବିକ୍ରମ ବରାଡଙ୍କ ସ୍ତ୍ରୀ ନିଶା ପ୍ରଧାନଙ୍କ ମୃତ୍ୟୁପରେ ନିଶାଙ୍କ ମା’…
ମକର ମେଳା: କାଳିଜାଇ ପୀଠ ଭକ୍ତମୟ
କୃଷ୍ଣପ୍ରସାଦ,୧୪।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଲିଯାଇଙ୍କ ପୀଠରେ ମକର ମେଳା ଆରମ୍ଭ ହୋଇଛି। ଆଜି ଭୋରରୁ କୃଷ୍ଣପ୍ରସାଦ ଜେଟି, ସାତପଡା, ରମ୍ଭା, ବଡକୁଳ, ବାଲୁଗାଁ, ସୋରଣ, ଆଦି ଚିଲିକା କୂଳରୁ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ସୁଅ ଚୁଟିଛି।…
ଚାକିରି କରାଇଦେବା ନେଇ ଲୁଟି ନେଲେ ୧୮.୭୦ ଲକ୍ଷ ଟଙ୍କା, ୨ ଦମ୍ପତି ଗିରଫ
ହିଞ୍ଜିଳିକାଟୁ, ୧୪ା୧(ଦ୍ବିତୀକୃଷ୍ଣ ପଣ୍ଡା): ଚାକିରି କରାଇଦେବା ନା’ରେ ଲୋକଙ୍କୁ ଠକିଥିବା ୨ ଦମ୍ପତିଙ୍କୁ ଉତ୍ୟକ୍ତ ଲୋକମାନେ ହିଞ୍ଜିଳି ଥାନାରେ ଦେବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ୧୧ ଜଣଙ୍କ ଠାରୁ ପ୍ରାୟ ୧୮.୭୦ ଲକ୍ଷ…
ମିଟର ଖରାପଅଛି କହି ପକାଇଥିଲେ ଫାଇନ୍ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍ ଭିଜିଲାନ୍ସ ଟିମ୍ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ
ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଗ୍ରାମବାସୀଙ୍କ ସୂଚନା ପ୍ରକାରେ ପୂର୍ବରୁ…
Archives


