ଗଞ୍ଜାମ

ଯାତ୍ରୀ ବିଶ୍ରାମାଗାରରୁ ମିଳିଲା ମୃତଦେହ: ସୋସିଆଲ ମିଡିଆରୁ ଜଣାପଡ଼ିଲା ପରିଚୟ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ନିକଟସ୍ଥ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମାଗାରରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ ଶନିବାର ସକାଳେ ପୋଲିସ ଉଦ୍ଧାର କରିଛି। ମୃତକଜଣକ ହେଲେ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ରଘୁନାଥ…

ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବି: କିଷାନ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): କୃଷି ଋଣ ଛାଡ଼ କରିବା, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ କରିବା ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଗଞ୍ଜାମ ଜିଲା କିଷାନ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ଖଳା ନିକଟରୁ ବୋମା ଭର୍ତ୍ତି ବ୍ୟାଗ ଜବତ: ସହରରେ ଗୋଷ୍ଠୀ ସଂଘର୍ଷ ଏଡାଇବାକୁ ପୋଲିସର ପ୍ରୟାସ

ବ୍ରହ୍ମପୁର, ୧୧।୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଏବେ ଧୀରେ ଧୀରେ ପୁଣିଥରେ ଅଶାନ୍ତ ଆଡକୁ ଗତି କରୁଛି। ନୂତନ ଭାବେ ଯୁବଗୋଷ୍ଠୀ ଅପରାଧ ଦୁନିଆରେ ପାଦ ଥାପୁଥିବାର ଦେଖିବାକୁ ମିଳିଛି। ଅପରାଧୀ ଗୋଷ୍ଠୀଙ୍କୁ ପୋଲିସ ଧରିବାକୁ ଚଢ଼ାଉବେଳେ ପୋଲିସ ହାତରେ…

ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର…

ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ…

ବ୍ରହ୍ମପୁରରେ ପହଞ୍ଚତ୍ପାରିଲେନି ଯାତ୍ରୀବାହୀ ବସ୍‌ରେ …

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ମଧ୍ୟରୁ ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ…

ଗଞ୍ଜେଇ ସହ ବାଇକ୍‌ ଜବତ, ଜଣେ ଗିରଫ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ବାଇକ୍‌ରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଜଣେ ବ୍ୟକ୍ତି ଧରା ପଡ଼ିଛନ୍ତି। ତାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ କରିଛି। ସେ ହେଲେ ଗଜପତି ଜିଲା ମୋହନା ଥାନା କିର୍ତ୍ତିଗି ଗ୍ରାମର…

ଚାଷୀଙ୍କୁ କ୍ଷତିପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ଚାଷୀ ସଙ୍ଗଠନ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଅଦିନିଆ ବର୍ଷାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ଚାଷୀଙ୍କୁ କ୍ଷତିପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ନେଇ ଅଖିଳ ଭାରତ କୃଷକ ସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ…

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ ନଗରର ଲଳିତା ପାଣିଗ୍ରାହୀ(୭୮)। ଲଳିତା…

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ ନେଇ ଛଅ ମାସର ଗର୍ଭବତୀ ସ୍ତ୍ରୀ ପ୍ରମିତାଙ୍କ ବେକ କାଟି ଦେଇଛନ୍ତି ସ୍ବାମୀ। ସ୍ତ୍ରୀ…

ପିକଅପ ଭ୍ୟାନ ଧକ୍କାରେ ବାଇକ୍ ଚାଳକ ମୃତ 

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପୋଲିସ ଥାନା ନିକଟରେ ଗୁରୁବାର ମଧ୍ୟାହ୍ନରେ ପିକଅପ ଭ୍ଯାନ (ନଂ. ଓଡ଼ି୦୭ ଆର – ୦୧୨୮) ଏକ ବାଇକ (ନଂ. ଓଡ଼ି ୦୭ ଏଡ଼ବ୍ଲ୍ୟୁ -୨୨୨୧) କୁ ସମ୍ମୁଖ ଭାଗରୁ…

ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ମାମଲା

ହିଞ୍ଜିଳିକାଟୁ, ୯।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନନ୍ଦିକ ଗ୍ରାମ ପଞ୍ଚାୟତର ସରପଞ୍ଚ କୃଷ୍ଣଚନ୍ଦ୍ର ଭଉଳଙ୍କୁ ବୁଧବାର ରାତିରେ ଦୁର୍ବ୍ୟବହାର ସହ ଧମକ ହୋଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ବିଜେଡି ନେତା ତଥା ହିଞ୍ଜିଳିକାଟୁ ବ୍ଳକ ସରପଞ୍ଚ…

ପୁଣି କଣମଣା ମଣ୍ଡଳର ସଭାପତି ହେଲେ ଏନ. ଦୀନବନ୍ଧୁ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର ,ଦିଲ୍ଲୀପ ସାମଲ ୯ା୧: ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ, ମତ୍ସ୍ୟଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ନେତା ଏନ. ଦୀନବନ୍ଧୁ ପୁଣି ଥରେ କଣମଣା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri