ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ
ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୂକୁଲ୍ୟରେ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ପାଳନ…
ପାରାଲିସିସ୍ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ
ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍ ରୋଗରେ ପୀଡ଼ିତ ଥିବା ଖବର ପାଇ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ତାଙ୍କ ପରିବାରକୁ ଭେଟିଛନ୍ତି। ବିଧାୟକ ନାୟକ…
ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର…
ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା
ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିଛି। ଶନିବାର ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…
ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ
ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ବ୍ରହ୍ମପୁର ସହରର ଏକ ସ୍କୁଲରେ ଘଟିଥିବା ସାମ୍ନାକୁ…
ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର ଦିଗପହଣ୍ଡି ପୋଲିସ ଏକ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ଦର୍ଶାଇ ଗିରଫ…
ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ ବାଇକ୍ ଚଳାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିବା ଜଣାପଡ଼ିଛି।…
ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଯୌତୁକ ନିର୍ଯ୍ୟାତନା କାରଣରୁ ମାନସିକ ଭାରସାମ୍ୟ ହରାଇ ଗତ…
ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଥିଲା…
ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ ନିୟମ ଲାଗୁ କରାଯିବା ନିଷ୍ପତ୍ତିକୁ ଦେଶ ଓ ରାଜ୍ୟର ସମସ୍ତ ବ୍ୟବସାୟୀ ସଙ୍ଗଠନ…
ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି
ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍ରେ ଛତ୍ରପୁର ଅନସ୍ଲୋ ସରକାରୀ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ମିକି ବେହେରା…
ଟ୍ରେନ୍ ଟ୍ରାକ୍ ମରାମତି ଯାଞ୍ଚବେଳେ ଟ୍ରାକ୍ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ
ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍ ଧକ୍କାରେ ଟ୍ରାକ୍ମ୍ୟାନଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖଲ୍ଲିକୋଟ ଅଞ୍ଚଳର କେ. ଗୋବିନ୍ଦ ପାତ୍ର।…

