ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି ପଞ୍ଚାୟତକୁ ମିଶ୍ରଣ କରିବା ପାଇଁ ରାଜ୍ୟ ସରକାର ତଥା ଜିଲା ପ୍ରଶାସନର ମନମୁଖୀ…
ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ
ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍ ରଞ୍ଜନ କୁମାର ଉଲ୍ଲାକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପାଠ ପଢା ସହ…
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ ଲାଗି ସହରବାସୀ ଦୀର୍ଘ ବର୍ଷ ହେଲା…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ କରିଦେଇଛନ୍ତି। ସେମାନେ ହେଲେ କଟକ ଜିଲାର ଅଶୋକ ଜେନା ଓ ହୃଷିକେଶ ଦେହୁରୀ।…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ ଶାବକର ମୃତଦେହ ଗୁରୁବାର ବ୍ୟବଚ୍ଛେଦ ହୋଇଛି। ୪ ଜଣ ପ୍ରାଣୀ ବିଶେଷଜ୍ଞ ସମ୍ପୃକ୍ତ…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର ସ୍ଥିତ ଜିଲାପରିଷଦ କାର୍ଯ୍ୟାଳୟକୁ ବଦଳି କରିଛନ୍ତି। ଏପିଓ ଦୀର୍ଘଦିନ ହେଲା ସରକାରୀ କାର୍ଯ୍ୟରେ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ ସେ ସମଗ୍ର ବ୍ଲକ ଅଞ୍ଚଳରେ ଜଣାଶୁଣା।ବିଜେଡ଼ି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି ଭାବେ ତାରାପ୍ରସାଦ ପଟ୍ଟନାୟକଙ୍କୁ ଦାୟିତ୍ଵ ଦିଆଯାଇଛି। ବିଜେଡ଼ି ରାଜ୍ୟ ସଭାପତି ତଥା ପୂର୍ବତନ…
ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…
ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି । ଏହାକୁ ସମର୍ଥନ ଜଣାଇ ଗୁରୁବାର ୫ଟି ପଞ୍ଚାୟତର ଜନସାଧାରଣ ଜିଲାପାଳଙ୍କୁ ସାକ୍ଷତ କରି…
ବାଇକ୍ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ କଟକ ଜିଲା ଟାଙ୍ଗୀ ଗ୍ରାମର…
ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ
ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର ପୂର୍ବରୁ ଏନ୍ଏସି ଯୁବ ସଭାପତି ଥିଲେ। ଏହାପରେ ଏବେ ଯୁବ ଓ ଛାତ୍ର…
Archives


