ଗଞ୍ଜାମ

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣକ ହେଲେ ବିଶ୍ୱାମିତ୍ର…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ ପ୍ରତିଷ୍ଠିତ ଏହି ବ୍ଲକ୍‌ ଗ୍ରାଣ୍ଟ ବିଦ୍ୟାଳୟରେ…

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ ଦୁଇଟି ବଟଲିଂ ମେସିନ୍ ଜବତ କରାଯାଇଛି। ଏହି ବେଆଇନ କାରବାରରେ ସଂପୃକ୍ତ ଥିବା…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା ଏକ ମାଲବାହୀ ଟ୍ରକ (ନଂ. ଓଡ଼ି୦୭ ଏଭି- ୩୪୦୦) ସମ୍ମୁଖ ଭାଗକୁ ଧକ୍କା…

ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୩।୯,(ଦିଲ୍ଲୀପ ସାମଲ): ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ…

ଚାକିରି ଦେବା ନାଁ ରେ ଠକେଇ; ଇଣ୍ଟରଭ୍ୟୁ ବେଳେ ଉତ୍ତେଜନା ; ଧରାହେଲେ ମଧ୍ୟସ୍ଥି, ମୁଖ୍ୟ ଅଭିଯୁକ୍ତ ଫେରାର

ଛତ୍ରପୁର,୩।୯,( ଦିଲ୍ଲୀପି ସାମଲ): ଚାକିରି ପାଇଁ ବର୍ତ୍ତମାନର ଯୁବ ପିଢୀ ନାନା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଏହାର ସୁଯୋଗ ନେଇ ଯୁବପିଢୀଙ୍କୁ ଠକିବାରେ ଲାଗିଛନ୍ତି କିଛି ଦୁର୍ବୁତ୍ତ। ଗଞ୍ଜାମ ଜିଲାର ଛତ୍ରପୁର ସହରର ଏକ ଘରୋଇ କଲ୍ୟାଣ ମଣ୍ଡପରେ ଚାକିରି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ, ଦୁର୍ଘଟଣା ଜନିତ ଜରୁରୀକାଳୀନ ପରିସ୍ଥିତି ଭଳି ଅନେକ ମାମଲାରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବମୋକେଇ…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର ଜଣଙ୍କ କେଉଁଆଡେ ଗଲେ ପତ୍ତା ମିଳୁନି। ଇତିମଧ୍ୟରେ ୩ ଦିନ ବିତିଗଲାଣି କିନ୍ତୁ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଗିରଫ କରିଛି। ଅହମ୍ମଦାବାଦସ୍ଥିତ ଡିସିବି ଥାନା ମାମଲା…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ଦିଗପହଣ୍ଡି ଥାନା ପୋଲିସ। ଚୋରି ସାମଗ୍ରୀ ଜବତ କରାଯିବା ସହ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?