ନିର୍ବାଚନ ପରେ ପ୍ରଥମ ଥର ହିଞ୍ଜିଳି ଗସ୍ତରେ ନବୀନ: ଫସଲ ହାନି ନେଇ ଚାଷୀଙ୍କ ସହ କଲେ ଆଲୋଚନା
ହିଞ୍ଜିଳିକାଟୁ,୩୦।୧୨(ଦ୍ବିତୀକୃଷ୍ଣ ପଣ୍ଡା): ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି। ଗସ୍ତ…
ପୁଣି ତେଜିଲା ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀଙ୍କ ଆନ୍ଦୋଳନ
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନରେ କାର୍ଯ୍ୟରତ ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀ ବିଭିନ୍ନ ଦାବି ନେଇ ସୋମବାର ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ, ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଲୋକଙ୍କ…
ବୀମା କ୍ଷତି ପଞ୍ଜୀକରଣ ଲାଗି ଅବଧି ବଢ଼ାଇଲେ ସରକାର, ଏହି ଦିନ ପର୍ଯ୍ୟନ୍ତ କରିପାରିବେ ଆବେଦନ
ଛତ୍ରପୁର,୩୦ା୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଚାଷୀମାନଙ୍କର ଫସଲ କ୍ଷୟକ୍ଷତି ହୋଇଛି। ଯେଉଁ ଚାଷୀଗଣ ବୀମାଭୁକ୍ତ ଓ ପ୍ରିମିୟମ ରାଶି ପ୍ରଦାନ କରିଛନ୍ତି ସେମାନେ ୨୯ ତାରିଖ ସୁଦ୍ଧା ପଞ୍ଜୀକରଣ କରିବାକୁ ଦିନ ଧାର୍ଯ୍ୟ ହୋଇଥିଲା। ବହୁ ଚାଷୀ…
ଅଭିଯୋଗ ଶୁଣାଣିରେ ଗଣ୍ଡଗୋଳ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ
ତିହିଡ଼ି,୩୦ା୧୨(ସଞ୍ଜିତ ବଳ): ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀଙ୍କୁ ଭଦ୍ରକ ଜିଲା ତିହିଡ଼ିର ଦହପାଣିଆ ଗ୍ରାମବାସୀ ସୋମବାର ଘେରାଉ କରିଛନ୍ତି। ରାସ୍ତାର ଶୋଚନୀୟ ଅବସ୍ଥା ପ୍ରତିବାଦରେ ସେମାନେ ପାଟିତୁଣ୍ଡ କରିବା ସହ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି। ତିହିଡ଼ି ପଞ୍ଚାୟତ ସମିତି ସଭାଗୃହରେ…
ଡିସେମ୍ବର ୩୧ରେ ଭାରତ ବନ୍ଦ ଡାକରା:ଜାଣନ୍ତୁ କାହିଁକି
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ଆସନ୍ତା ଡିସେମ୍ବର ୩୧ରେ ଭାରତ ବନ୍ଦ ଡାକରା ଦିଆଯାଇଛି। ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚା ଏବଂ ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ପାଳନ ପାଇଁ ଏକ ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦିଅଯାଇଛି। ଛତ୍ରପୁର…
ପୋଲିସ ଅଫିସରଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଯୁବକ
ଦିଗପହଣ୍ଡି,୩୦/୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ପୋଲିସ ଗଞ୍ଜାମ ଜିଲା ବୁଗୁଡ଼ା ରାଣୀ ସାହିର ଗଣେଶ ବେହେରାଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୫୦୭/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍ ଜେଲ ହାଜତକୁ…
ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର
ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ…
ଘର ଭାଙ୍ଗି ଖାଇଗଲେ ୧୦ ବସ୍ତା ଧାନ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ି ନିକଟରେ ହାତୀପଲ ଜଣେ ଚାଷୀଙ୍କ ଜମିରେ ଥିବା ଘରକୁ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଦେବା ସହ ଉକ୍ତ ଘରେ ଥିବା ୧୦ ବସ୍ତା ଧାନକୁ ଖାଇ ଦେଇଛନ୍ତି। ପ୍ରକାଶ…
ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତି
ଗୋପାଳପୁର,୨୯ା୧୨(ନବୀନ ରାଜ ଆଚାରୀ): ଖରିଫ ଧାନଫସଲ ଅମଳ ସମୟରେ ଅଦିନିଆ ବର୍ଷାମାଡ଼ରେ ଧାନଫସଲ ନଷ୍ଟ ହୋଇଛି। ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଧାରିତ ସମୟ ଠାରୁ ୨ଘଣ୍ଟା ୨୦ମିନିଟ୍ ବିଳମ୍ବରେ ଗଜପତି ଜିଲା ଗସ୍ତ ସାରି ଗୋପାଳପୁର ନିର୍ବାଚନ…
ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା
ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆକ୍ରମଣରେ…
ଟ୍ରାନ୍ସଫର୍ମରକୁ ପିଟଲା ପରିବା ବୋଝେଇ ପିକ୍ଅପ, ପରେ….
ପୋଲସରା,୨୯।୧୨: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଲକ୍ଷ୍ମଣପଲ୍ଲୀ ଗ୍ରାମ ନିକଟରେ ଏକ ପରିବା ବୋଝେଇ ଗାଡ଼ି ଦୁର୍ଘଟଣା ହୋଇଛି। ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମରକୁ ଗାଡ଼ିଟି ଭୋର୍ ସମୟରେ ଧକ୍କା ଦେଇଥିଲା । ଗାଡ଼ି ଚାଳକ ସୁରକ୍ଷିତ…
ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…
ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ କ୍ଷୟକ୍ଷତିର ଆକଳନ କରି ଚାଷୀଙ୍କୁ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି।…
Archives


