ଗଞ୍ଜାମ

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚିକିଟି ଜଳସେଚନ ବିଭାଜନ କାର୍ଯ୍ୟାଳୟ, ବ୍ରହ୍ମପୁର ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ଦିଗପହଣ୍ଡି…

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ ନେଇ ଚାଷୀର ମେରୁଦଣ୍ଡ ଦୋହଲି ଯାଇଛି। ଚଳିତ ବର୍ଷ ଅଭାବୀ ବର୍ଷା ଯୋଗୁ ଖରିଫ…

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ ଶ୍ରେଷ୍ଠ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ସମାବର୍ତ୍ତନ ଉତ୍ସବରେ…

ଘର ତାଲା ଖୋଲି ସୁନା-ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ, ୨୨।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମଠପଦର ସାହିରେ ଜଣଙ୍କ ଘରର ଚାବି ଖୋଲି ଦୁର୍ବୃତ୍ତ ଆଲମାରୀରୁ ସୁନା ଅଳଙ୍କାର ଓ ଅନ୍ୟ ମୂଲ୍ୟବାନ ସାମଗ୍ରୀକୁ ଲୁଟ କରିଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ମଠପଦର ସାହିର…

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ଜାନୁଆରୀ ୩ତାରିଖରୁ ମଣ୍ଡିରୁ ଧାନ ସଂଗ୍ରହ କରାଯିବ ବୋଲି ପ୍ରଶାସନ ପକ୍ଷରୁ ରବିବାର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ ପାଚିଲା ଧାନ ପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଗଞ୍ଜାମ ବ୍ଲକ ଅଞ୍ଚଳର…

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ ଋତୁର ଧାନ ଅମଳ ସମୟରେ ଅଦିନିଆ ବର୍ଷା ମାଡ଼ରେ କ୍ଷୟକ୍ଷତି ହୋଇଛି। ଗୋପାଳପୁର ନିର୍ବାଚନ…

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ ଚାଷୀକୁଳ ହତାସ ହୋଇପଡି କିଭଳି କରଜ ସୁଝିବେ ସେଥିନେଇ ଚିନ୍ତାରେ ପଡିଛନ୍ତି। ବର୍ତ୍ତମାନ ଅମଳ…

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ ସୁନାର ଫସଲ ବରବାଦ ହୋଇଯାଇଛି। ବତୁରି ଯାଇଛି କଟା ହୋଇଥିବା ଧାନ। ୨ ଦିନର…

ଚମାଖଣ୍ଡି ବିଭବ କେନ୍ଦ୍ରକୁ ବୁଲି ଦେଖିଲେ ୫ଟି ରାଜ୍ୟର ପ୍ରତିନିଧି ଦଳ

ଛତ୍ରପୁର, ୨୧ା୧୨(ଦିଲ୍ଲୀପ ସାମଲ): ଝାଡ଼ଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ର ପ୍ରତିନିଧୀ ଦଳ ଶନିବାର ଗଂଜାମ ଜିଲା ଚମାଖଣ୍ଡି ଗ୍ରାମ ପଂଚାୟତ ଅନ୍ତର୍ଗତ ଯଜ୍ଞଶାଳ ଗ୍ରାମରେ ଥିବା ବିଭବକେନ୍ଦ୍ରକୁ ପରିଦର୍ଶନ କରଛନ୍ତି। ସେଠାରେ ହେଉଥିବା ବିଭିନ୍ନ କାର୍ଯ୍ୟ ର…

ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା ଧାନ ବର୍ଷା ପାଣିରେ ବୁଡି ରହିଛି । କେଉଁଠି ଧାନ କଟା ହୋଇନି ତ…

ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ

ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ ପ୍ରାଇଭିଟ ଲିମିଟେଡ କର୍ତ୍ତୁପକ୍ଷ ଆସି ଏକଜିକ୍ଟିଭ ମାଜିଷ୍ଟେଟ ତଥା ତହସିଲଦାର ଓ ପୋଲିସ ଉପସ୍ଥିତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri