ଗଞ୍ଜାମ

ନାଚଗୀତରେ ଜମୁଛି ତ୍ରିରଙ୍ଗା ଯାତ୍ରା, କୋଟିକୋଟି ଟଙ୍କା ଖର୍ଚ୍ଚ କରି ସରକାର…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଦେଶସାରା ଚାଲିଛି ତ୍ରିରଙ୍ଗା ଯାତ୍ରା । ଶିଶୁଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସାମିଲ ହେଉଛନ୍ତି। ତ୍ରିରଙ୍ଗା ଯାତ୍ରା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ…

ପୁରୁଷୋତ୍ତମପୁରରେ ହରଘର ତ୍ରିରଙ୍ଗା, ବିଧାୟକ ପ୍ରତିନିଧିଙ୍କ ସହ ସାମିଲ ହେଲେ…

ପୁରୁଷୋତ୍ତମପୁର,୧୩ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାଜପା ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବିଧାୟକ ପ୍ରତିନିଧି ସୁଦର୍ଶନ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ନାୟକ,ମନୋଜ କୁମାର ମହାପାତ୍ର, ଟୁକୁନା…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆସିଲେ ବିଶେଷଜ୍ଞ

ଦାରିଙ୍ଗବାଡ଼ି,୧୨ା୮ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ତିଲୋରୀ ପଞ୍ଚାୟତ ଜଗେରମାହାର ବକ୍ସିପଲି ଅଞ୍ଚଳରେ ଛେଳି ମଡ଼କ ଘଟଣା ସମ୍ପର୍କରେ ଖବର ପ୍ରକାଶ ପରେ ପ୍ରାଣୀଧନ ବିଭାଗର ତତ୍ପରତା ଦେଖାଇଛି। ଉକ୍ତ ଅଞ୍ଚଳରେ ଅଜଣା ରୋଗ ତଥା ଛେଳିକୁ ଥଣ୍ଡା କାଶ, ଝାଡା,…

ସେପ୍ଟେମ୍ବର ୧୧ରେ ଘୁମୁସର ଦିବସ, ପାଳନ ନେଇ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)-ଘୁମୁସର ବିକାଶ ପରିଷଦର ଏକ ଜରୁରୀ ବୈଠକ ମଙ୍ଗଳବାର ଆଇନଜୀବୀ ସୋମନାଥ ନାୟକଙ୍କ ଭଞ୍ଜନଗର ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନାୟକ ଅଧ୍ୟକ୍ଷତା କରି ଘୁମୁସର ଇତିହାସ, ଦିବସ ଓ ଉକ୍ତ ଦିବସ ପାଳନର ଆବଶ୍ୟକତା ସମ୍ପର୍କରେ କହିଥିଲେ। ସମ୍ପାଦକ…

ଅଙ୍ଗନୱାଡ଼ିକେନ୍ଦ୍ର ନିକଟରେ ବସି ଖେଳୁଥିଲେ ଗେମ୍‌: ପରେ ଯାହା ହେଲା…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ନୂଆ ଅନ୍ତେଇ ଗ୍ରାମରେ ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତକ ଜଣକ ହେଲେ ଗ୍ରାମର କାହ୍ନା ସେଠୀ (୧୮) । କାହ୍ନା ସୋମବାର ରାତି ପ୍ରାୟ ୧୧ ଟାରେ…

ମା’ଙ୍କୁ ତଣ୍ଟିକାଟି ହତ୍ୟା, ଖଣ୍ଡା ଚୋଟରେ ଝିଅ ପଳାଇଲା କୋମାରେ: ବାହାର ରାଜ୍ୟରେ ବୁଲୁଛନ୍ତି ଅଭିଯୁକ୍ତ

ବ୍ରହ୍ମପୁର,୧୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗର ଦ୍ୱିତୀୟ ଲାଇନ୍‌ରେ ଭଡ଼ା ଘରେ ରହୁଥିବା ଗାୟତ୍ରୀ ସ୍ବାଇଁ(୩୦)ଙ୍କୁ ରବିବାର ରାତିରେ ତଣ୍ଟିକାଟି ହତ୍ୟା କରାଯାଇଥିବା ବେଳେ ତାଙ୍କର ଏକମାତ୍ର ଝିଅ ନିଲମ(୧୦)ଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ନିଲମ ଭୁବନେଶ୍ୱର…

ତ୍ରିରଙ୍ଗା ଯାତ୍ରା ପାଇଁ ଖର୍ଚ୍ଚ ହେବ ୧ କୋଟି : ଉଚ୍ଚ ଶିକ୍ଷା ପକ୍ଷରୁ ୭୪୬ କଲେଜରେ ଚାଲିଛି କାର୍ଯ୍ୟକ୍ରମ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପରିପ୍ରେକ୍ଷୀରେ ତ୍ରିରଙ୍ଗା ଯାତ୍ରା ଓ ଦେଶାତ୍ମକ ବୋଧକ କାର୍ଯ୍ୟକ୍ରମ କରିବା ପାଇଁ ବିଭିନ୍ନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଣ ପାଇଛି। ଭାଜପା ମଧ୍ୟ ପ୍ରତ୍ୟେକ ପଞ୍ଚାୟତରେ ତ୍ରିରଙ୍ଗା ଯାତ୍ରା ଆୟୋଜନ କରୁଛି। ମଙ୍ଗଳବାର ମୁଜାଗଡ଼ ଏବଂ…

୧୯୯୨ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମ: ଔଷଧୀୟ ଚାରାରୋପଣ

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋରିପଦର ଗ୍ରାମ ହାଇସ୍କୁଲ ମ୍ୟାଟ୍ରିକ ୧୯୯୨ ବ୍ୟାଚର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କଇଠଖଣ୍ଡି ପଞ୍ଚାୟତର ମଧୁବନ ଗ୍ରାମସ୍ଥିତ ଶ୍ରୀ ଲୋକନାଥେଶର ମନ୍ଦିର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନୋରଞ୍ଜନ ପାଣିଗ୍ରାହୀ…

ମଣ୍ଡିରେ ଚାଷୀ ପଞ୍ଜିକରଣ ପାଇଁ ସମୟସୀମା ବୃଦ୍ଧି ଦାବି

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ୭ ଦଫା ଦାବୀ ପୁରଣ ପାଇଁ ମଙ୍ଗଳବାର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଚାଷୀ ସଙ୍ଗଠନର ସଭ୍ୟ ଓ କର୍ମକର୍ତ୍ତା ବୃନ୍ଦ ଦିଗପହଣ୍ଡି…

ପରୀକ୍ଷା ଦେବାକୁ ଯାଇଥିଲେ ଛାତ୍ରୀ: ଅନ୍ୟଗାଁ ଛକରୁ ମିଳିଲା ସାଇକେଲ, ହେଲେ ଛାତ୍ରୀ

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଡିଗ୍ରୀ କଲେଜରେ ଯୁକ୍ତ ୩ କଳା ଦ୍ବିତୀୟ ବର୍ଷରେ ପଢୁଥିବା ଜଣେ ଛାତ୍ରୀ ୫ ଦିନ ହେଲା ନିଖୋଜ ଥିବା ଜଣାପଡିଛି। ଛାତ୍ରୀଙ୍କ ବାପା ଏନେଇ ଦିଗପହଣ୍ଡି ଥାନାରେ…

ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ: ପାଓ୍ବାର କଟ୍‌କୁ ନେଇ ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଦୈନନ୍ଦିନ ଜୀବନରେ ବିଦ୍ୟୁତ ସେବା ସମସ୍ତଙ୍କ ପାଇଁ ନିହାତି ଆବଶ୍ୟକ ହୋଇପଡିଛି। ତେଣୁ ଲୋକେ କିଛି ସମୟ ବିଦ୍ୟୁତ କାଟ ହେଲେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହିଭଳି ଭଞ୍ଜନଗର ଟାଟା ପାୱାର ପକ୍ଷରୁ ମରାମତି ନାମରେ ମାସରେ…

ଫୋନରେ ପୂର୍ବତନ ମେୟରଙ୍କୁ ହତ୍ୟା ଧମକ, ପୋଲିସର ତଦନ୍ତ ଆରମ୍ଭ

ବ୍ରହ୍ମପୁର,୧୨।୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ମହାନଗର ନିଗମର ପୂର୍ବତନ ମେୟର ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଛି। ସେ ଏନେଇ ଗୋଶାଣିନୁଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?