ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ୍
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍-୧ ଡ. ଇନ୍ଦୁ ଶର୍ମା ବୁଧବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ସେ ୧୦ ବର୍ଷ ଜେଲ…
ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା
ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ଗତ କିଛି ଦିନ ତଳେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆ ଗଡ଼ ସ୍ଥିତ ବଟେଶ୍ୱର ମନ୍ଦିର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଇ ଥିଲେ ଦୁର୍ବୃତ୍ତ l ଉକ୍ତ ଘଟଣାରେ ପୋଲିସ କାହାରିକୁ ଧରି ପାରି ନ ଥିବା…
ହଷ୍ଟେଲ ଛାତ୍ର ମୃତ୍ୟୁ ଘଟଣାରେ ଭିନ୍ନମୋଡ: ସମ୍ପର୍କୀୟ ଭାଇ ବିଷ ଦେଇ ମାରିଥିବା ଅଭିଯୋଗ
ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ କଳାଯମୁନା ସାଇ ସରସ୍ବତୀ ଶିଶୁ ମନ୍ଦିର ହଷ୍ଟେଲରେ ଗତ ଶନିବାର ପଞ୍ଚମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟିଥିଲା। ମୃତ କିରଣଙ୍କ ଘର ଛତ୍ରପୁର ବ୍ଲକ ଭିକାରି ପଲ୍ଲୀ ପଞ୍ଚାୟତ କମାପଲ୍ଲୀ l…
ଅଳଙ୍କାର ଦୋକାନ ଲୁଟ୍ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ
ଧରାକୋଟ,୨୬ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ସୁନାମୋହି ଗ୍ରାମରେ ଗତ ଜୁଲାଇ ମାସରେ ରୁଦ୍ରସାଇ ଦୋକାନରୁ ସୁନା ଅଳଙ୍କାର ଲୁଟ୍ ହୋଇଥିଲା। ଏହି ଘଟଣାର ସୋମବାର ପର୍ଦ୍ଦାଫାଶ ହୋଇଛି। ଏଥିରେ ୫ ଜଣ ଅଭିଯୁକ୍ତ ଗିରଫ ହୋଇଥିବା…
ଚିକିଟି ମଦମୃତ୍ୟୁ ମାମଲା: ଫେରାର ଥିବା ଆଉ ଜଣେ ଅଭିଯୁକ୍ତ ଗିରଫ
ଚିକିଟି,୨୬ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ମାଉନ୍ଦପୁର ଗ୍ରାମରେ ଘଟିଥିବା ବିଷାକ୍ତ ମଦମୃତ୍ୟୁ ଘଟଣାରେ ଗିରଫ ସଂଖ୍ୟା ୧୦ରେ ପହଞ୍ଚିଛି। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରାଯାଇଛି। ସେ ହେଲେ…
ଓ୍ବାୟନାଡ୍ରୁ ବ୍ରହ୍ମପୁର ଫେରିଲା ‘ଷ୍ଟର୍ମ’,
ବ୍ରହ୍ମପୁର,୨୬ା୮(ସୁବାସ ଚନ୍ଦ୍ର ପାଢ଼ୀ): କେରଳର ୱାୟନାଡ୍ ଜିଲାରେ ଗତ ଜୁଲାଇ ୩୦ରେ ହୋଇଥିବା ପ୍ରଳୟଙ୍କାରୀ ଭୂସ୍ଖଳନରେ ନିଖୋଜଙ୍କୁ ଉଦ୍ଧାର କାର୍ଯ୍ୟରେ ସହଯୋଗ ପାଇଁ ଯାଇଥିବା ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର ‘ଷ୍ଟର୍ମ’ ଫେରିଛି। ସେଠାରେ ସର୍ଚ୍ଚ ଅପରେଶନ ସମୟରେ ଷ୍ଟର୍ମ ୧୨ରୁ…
ଭାଜପା ବିରୋଧରେ ପ୍ରଚାର ପତ୍ର ବାଣ୍ଟିଲା ବିଜେଡି
ବ୍ରହ୍ମପୁର,୨୬।୮(ନରସିଂହ ସାହୁ): ଭାଜପା ଗତ ନିର୍ବାଚନୀ ସଂକଳ୍ପପତ୍ରରେ ହିତାଧିକାରୀଙ୍କ ଭତ୍ତା ବୃଦ୍ଧି କରାଯିବାର ପ୍ରତିଶ୍ରୁତି ଦେଇଥିଲା। ରାଜ୍ୟରେ ସରକାର ଗଠନ ପରେ ଭାଜପା ତାହା ଭୁଲି ଯାଇଛି। ଏହାର ପ୍ରତିବାଦରେ ବ୍ରହ୍ମପୁରରେ ବିଜେଡି ପକ୍ଷରୁ ପ୍ରଚାର ପତ୍ର (ଲିଫଲେଟ) ମାଧ୍ୟମରେ ମୋହନ…
ଅଙ୍ଗନୱାଡି କର୍ମୀଙ୍କୁ କୋର୍ଟ ଚାଲାଣ
ବୁଗୁଡ଼ା,୨୬।୮(କାଳିଚରଣ ଦାଶ):କୋର୍ଟରେ ଜୁନିୟର୍ ଟାଇପିଷ୍ଟ ପଦ ପାଇଁ ନକଲି ନିଯୁକ୍ତି ପତ୍ର ଦେଇ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଥିଲା। ଠକାମୀର ଶିକାର ହୋଇଥିବା ଯୁବକ ସମେତ ୩ ଜଣଙ୍କୁ ପୋଲିସ ପୂର୍ବରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।…
ଭାଜପା ବିଧାୟକଙ୍କ ଭାଇରାଲ ଅଡିଓକୁ ନେଇ ରାଜନୈତିକ ଉଷ୍ମତା: ବିଜେଡିର ଟାର୍ଗେଟ୍
ଆସିକା,୨୬ା୮(ସୁରେନ୍ଦ୍ର ନାଥ ସାହୁ):ଗଞ୍ଜାମ ଜିଲା ଆସିକା ବିଧାୟକ ସରୋଜ ପାଢୀଙ୍କ ଆସିକା ଅଞ୍ଚଳର ୨ଜଣ ବାଲିଘାଟ ଲିଜଧାରୀଙ୍କ ସହ ବାର୍ତ୍ତାଳପର ଏକ ଅଡିଓ ଦୁଇଦିନ ହେଲା ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଏହାକୁ ନେଇ ବିରୋଧୀ ବିଜେଡି ଓ ଶାସକ ଦଳ…
କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ସହ କାର୍ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୨୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସ୍ପି ସ୍ନେହଲତା ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ ହୋଇଥିଲା। ଉକ୍ତ ଟିମ୍ ଶନିବାର…
ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ: ମୁଖ୍ୟ ଅଭିଯୁକ୍ତଙ୍କଠୁ ମଦ ଆଣି…
ଚିକିଟି,୨୧।୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲାରେ ମଦ ମୃତ୍ୟୁ ବିଭୀଷିକା ଦେଖିବାକୁ ମିଳିଛି। ମଦ ମୃତ୍ୟୁ ଘଟଣାରେ କେ.ନୂଆଗାଁ ପୋଲିସ ଶୁକ୍ରବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ମାଉନ୍ଦପୁର ଗ୍ରାମର ରାଜେନ୍ଦ୍ର ସାହୁ। ମୁଖ୍ୟ…
ବଜ୍ରପାତ ନେଲା ପୁଣି ଜୀବନ
ଉଦଳା,୨୨ା୮(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣିପୁର ଗ୍ରାମରେ ଗୁରୁବର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋମନାଥ ନାଏକ। ଗୁରୁବାର ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ବଜ୍ରପାତ…
Archives


