ଏବେ ହେବନି କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ, କାହିଁକି ଜାଣନ୍ତୁ
ଗଞ୍ଜାମ,୧୩।୮: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ ହୋଇଛି। ବର୍ତ୍ତମାନ ନିର୍ବାଚନ ନକରିବାକୁ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହାଇକୋର୍ଟଙ୍କ ରୋକ ଥିବାରୁ ଏବେ ନିର୍ବାଚନ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଅନ୍ୟ କିଛି…
ଏମକେସିଜିକୁ ମିଳିଲାଣି ୨୯ ଶରୀର
ବ୍ରହ୍ମପୁର, ୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମଙ୍ଗଳବାର ବିଶ୍ୱ ଅଙ୍ଗଦାନ ଦିବସ। ମୃତ ଶରୀର ପାଇଁ ମେଡିକାଲ ଛାତ୍ରୀଛାତ୍ରଙ୍କୁ ବହୁ କଷ୍ଟ ସ୍ବୀକାର କରିବାକୁ ପଡୁଥିଲା। ଏବେ ବି ତାହା ଲାଗି ରହିଥିବାବେଳେ ଏହାର ସରଳୀକରଣ କରାଯାଇଛି। ଓଡ଼ିଶା ଆନାଟୋମି ବିଲ-୨୦୧୨ ପ୍ରଣୟନ…
ହତ୍ୟା ମାମଲା, ବଡ ଭାଇକୁ ଆଜୀବନ
ଵ୍ରହ୍ମପୁର, ୧୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାଖ୍ୟ ପ୍ରମାଣକୁ ଆଧାର କରି ଦୋଷୀଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲା…
ଏଟିଏମ୍ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା
ଗୋପାଳପୁର,୧୨ା୮(ନବୀନ ରାଜ ଆଚାରୀ): ବେଶ୍ କିଛି ଦିନର ନୀରବତା ପରେ ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅଞ୍ଚଳରେ ମୁଣ୍ଡ ଟେକିଛନ୍ତି ଦୁର୍ବୃତ୍ତ। ରବିବାର ବିଳମ୍ବିତ ରାତିରେ ଏଟିଏମ୍କୁ କଟର ସାହାଯ୍ୟରେ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି।…
ବିଜେଡି ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ
ବ୍ରହ୍ମପୁର,୧୨ା୮(ନରସିଂହ ସାହୁ):ଗଞ୍ଜାମ ଜିଲା ବିଜେଡି ସାଙ୍ଗଠନିକ ପରିବର୍ତ୍ତନ ନେଇ ଯୋଜନା ଚାଲିଛି। ଦୁଇଟି ସାଙ୍ଗଠନିକ ଜିଲା କରାଯିବା ସକାଶେ ଚର୍ଚ୍ଚା ହେଉଥିବା ବିଷୟ ଏବେ ଜଣାପଡ଼ିଛି। ଫଳରେ ତୃଣମୂଳ ସ୍ତରରୁ ଦଳ ଅଧିକ ମଜଭୁତ ହୋଇପାରିବ। ଗତ ୮ ତାରିଖରେ ଅନୁଷ୍ଠିତ…
ଛତ୍ରପୁର, ଗଞ୍ଜାମ ଏନ୍ଏସିରେ ଆସିପାରେ ଅନାସ୍ଥା
ଛତ୍ରପୁର,୧୨ା୮(ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲାର ଛତ୍ରପୁର ଓ ଗଞ୍ଜାମ ଏନ୍ଏସିରେ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିପାରେ ବୋଲି ଚର୍ଚ୍ଚା ହେଉଛି। ନିର୍ବାଚନ ପରେ ରାଜ୍ୟରେ ଗୋଟିଏ ପରେ ଗୋଟିଏ ଏନ୍ଏସି ଓ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ବିଜେଡି କାଉନସିଲରମାନଙ୍କ ପକ୍ଷରୁ…
ନାବାଳିକା ଗର୍ଭପାତ ମାମଲା: ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତକେଶବ ପ୍ରଧାନଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ରବିବାର ବ୍ରହ୍ମପୁର ସତନ୍ତ୍ର ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…
ଜଙ୍ଗଲରେ ପଡ଼ିଛି ମଣିଷ ଖପୁରୀ,ହାଡ଼
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ବୃନ୍ଦାବନପୁର ଗାଁ ଜଙ୍ଗଲରୁ ମଣିଷ ଖପୁରୀ, ହାଡ଼ ସାଇକେଲ ଜବତ ହୋଇଛି। ଜଙ୍ଗଲରେ ମଣିଷ ଖପୁରୀ ଓ ହାଡ଼ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ…
ଜିତିବା ଭୋଟ ଯେତିକି ନଡ଼ିଆ ଭଙ୍ଗାଗଲା ସେତିକି
ପାତ୍ରପୁର,୭ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁରସ୍ଥିତ ମା’ କୁଠାରୀଙ୍କ ପୀଠରେ ମଙ୍ଗଳବାର ଏକ ନିଆରା ମାନସିକ ପୂରଣ କରାଯାଇଛି। ଗତ ସାଧାରଣ ନିର୍ବାଚନରେ ଚିକିଟି ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କ ବିଜୟ ପାଇଁ ଜଣେ ସମର୍ଥକ…
ବ୍ରହ୍ମପୁରରୁ ଚୋରି ଖମ୍ବେଶ୍ବରୀ ବସ ଗଞ୍ଜାମରୁ ଉଦ୍ଧାର
ଗଞ୍ଜାମ,୬।୮(ବିଦ୍ୟାଧର ସାହୁ): ବ୍ରହ୍ମପୁରରୁ ଚୋରି ହୋଇଥିବା ଖମ୍ବେଶ୍ବରୀ ବସ ମଙ୍ଗଳବାର ଗଞ୍ଜାମରୁ ଉଦ୍ଧାର ହୋଇଥିବା ଜଣାପଡିଛି l କେହି ଦୁର୍ବୃତ୍ତ ଏଠାରେ ଛାଡି ଚମ୍ପଟ ମାରିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି l ମିଳିଥିବା ସୂଚନା ଅନୁଯାୟୀ, ଖମ୍ବେଶ୍ବରୀ…
ମେଡିକାଲ କର୍ମଚାରୀଙ୍କୁ ମାଡ଼, ଥାନାରେ ମାମଲା ରୁଜୁ
ଗଞ୍ଜାମ,୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସିକ୍ୟୁରିଟି ଓ ସୁଇପେରଙ୍କୁ ରବିବାର ବିଳମ୍ବିତ ରାତିରେ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି କେଶ ନମ୍ବର ୧୭୨/୨୪ରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ କରିଛି…
ଓଭରଟେକ ହେଲା କାଳ: ବସ-ଡିଭାଇଡରକୁ ପିଟିହୋଇ କାର ଚାଳକଙ୍କ ମୃତ୍ୟୁ
ପୁରୁଷୋତ୍ତମପୁର,୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର କେଶପୁର ପେଟ୍ରୋଲ ପମ୍ପ ନିକଟରେ ସୋମବାର ଏକ ବସକୁ କାରଟି ଓଭରଟେକ କରିବାବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ ଡିଭାଉଡରକୁ ପିଡିହେବା ସହ ବସକୁ ମମଧ୍ୟ ପିଟି ହୋଇ…
Archives


