ସୁଧୀରଙ୍କୁ ମନୋନୀତ କଲେ ନବୀନ
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଯାହାକୁ ନେଇ ବିଭିନ୍ନ ମହଲରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଦଳୀୟ…
ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି। ଗଞ୍ଜାମ ଜିଲା(ପୂର୍ବ) କଂଗ୍ରେସ କମିଟି ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ସୁପାରିଶ କ୍ରମେ…
‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ ବହୁ ଅସୁବିଧାର ସମୁଖୀନ ହେବାକୁ ପଡ଼ିଛି। ଚଳିତ ବର୍ଷ ଅଧିକାଂଶ ଚାଷୀଙ୍କ ଟୋକନ…
ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଯାହାକୁ ନେଇ ବିଭିନ୍ନ ମହଲରେ ଖୁସିର ଲହରି ଦେଖିବାକୁ ମିଳିଛି। ଦଳୀୟ…
ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯ ଟାରୁ ସାଢେ ୧୧ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ତେବେ ସକାଳ ୮ଟା ୩୦…
ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି। ଏହି ଗ୍ରାମରେ ୭ରୁ ୮ଟି ସlହିରେ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ପରିବାର ବାସ…
ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି ପଡ଼ିଥିବା ଜଣାପଡିଛି । ଖବର ପାଇ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର…
ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ
ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ ତ୍ରିପାଠୀ ଓ ସୁବାଷ ସେଠୀଙ୍କ ଟିମ୍ ବାଜିମାତ ମାରିଛନ୍ତି। ଅଭିମନ୍ୟୁ ଜାଲିଙ୍କୁ ହରାଇ…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ପୁରୋହିତ ଉପେନ୍ଦ୍ର କୁମାର ମିଶ୍ର, ଜୟକୃଷ୍ଟ ମିଶ୍ର ଯାତ୍ରା…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନଲାଇନ୍ ନିରାପତ୍ତା ଓ ସାଇବର ଶୋଷଣ ଜନିତ ଅପରାଧକୁ ରୋକିବା ନେଇ…
ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସ୍ଥିତ ମା’ଙ୍କ ମନ୍ଦିର ପରିସରରେ ଆୟୋଜିତ ସଭାରେ ଯାତ୍ରା କମିଟି ସଭାପତି ତଥା…
Archives


