ଗଞ୍ଜାମ

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଉକ୍ତ ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ. KM 03 MY 0165) ଧକ୍କାରେ ଜଣେ ବୃଦ୍ଧ ଚାଷୀଙ୍କ ପ୍ରାଣହାନି ଘଟିଛି।…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର ସହ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ସଂଘ ଗଞ୍ଜାମ ଜିଲା ସଭାପତି ତଥା କଇଠଖଣ୍ଡି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି ଠାବ ହୋଇଛି । ଏହା ଗଙ୍ଗାଦେବୀ ମନ୍ଦିର ବୋଲି ଅନୁମାନ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର ସର୍କିଟ ହାଉସରୁ ବାହାରି ଭୁବନେଶ୍ୱର ଅଭିମୁଖେ ଗସ୍ତ କରିଛନ୍ତି ବୋଲି ଜଣା ପଡ଼ିଛି।…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ ଓ ନଗଦ ୧୧୦୦ ଟଙ୍କା ମଧ୍ୟ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ,…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧)…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ ପରିସରରେ ଶୋକର ଛାୟା ଖେଳିଯାଇଛି। ବୁଧବାର ସକାଳୁ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି।…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି l ପାଦ ଚଲା ରାସ୍ତା ପାଇଁ ଉପଯୋଗୀ ନୁହେଁ ବୋଲି ଗ୍ରାମବାସୀ ଅଭିଯୋଗ…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ ତଥା ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ୨୦୨୩-୨୪ ଏବଂ ୨୦୨୪-୨୫ ଶିକ୍ଷାବର୍ଷର ଫଳାଫଳ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣାରେ ପାଟପୁର ପୋଲିସକୁ ବଡ଼ ସଫଳତା ମିଳିଛି। ଏହି…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରୁ ଜାମିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?