ଗଞ୍ଜାମ

ଓ୍ବାୟନାଡ ଗଲା ବ୍ରହ୍ମପୁରର ସନ୍ଧାନୀ କୁକୁର ‘ଷ୍ଟର୍ମ’

ବ୍ରହ୍ମପୁର,୪ା୮: କେରଳର ଓ୍ବାୟନାଡରେ ଭୂସ୍ଖଳନ ପରେ ମାଟିତଳୁ ଚାଲିଛି ଜୀବନ ଖୋଜା। ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର…

ହୁଣ୍ଡି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଞ୍ଜାମ,୪ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ଥିବା ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରୁ କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ହୁଣ୍ଡିରୁ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଏହି ଚୋରି କରିଛି। ଖବର…

ଅଧାରେ ରହିଲା ପାଣିଭାର :୨ କାଉଡିଆଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଖଲ୍ଲିକୋଟ,୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଡିମିରିଆ ଛକ ନିକଟରେ ଶନିବାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ କାଉଡ଼ିଆ ଓ ଜଣେ ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବାରୁ ୩ ଜଣଙ୍କ…

ବାଇକ୍‌ ସହ ଜଳିଗଲେ ଚାଳକ

ଗୋପାଳପୁର,୨।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ କନିସି ଗ୍ରାମ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ବାଇକ୍‌ ଚାଳକ ଜୀବନ୍ତ ଜଳି ଯାଇଛନ୍ତି। ଅନ୍ୟପକ୍ଷେ ବାଇକ୍‌ ପଛପଟେ…

ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

ବ୍ରହ୍ମପୁର,୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। କିଛି ଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର…

ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ଛୁରି ଭୁସି ହତ୍ୟା ଘଟଣା: ୪ ମାସ ପରେ ଜଣେ ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧।୮( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦୀନି ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ନିର୍ମମ ଭାବେ ଛୁରିରେ ଭୁସି ହତ୍ୟା କରାଯାଇଥିଲା। ଏହି ଘଟଣାର ଅନ୍ୟତମ…

ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(୩୮)ଙ୍କୁ…

ଭଡ଼ାରେ ଭେଣ୍ଡିଂ ଜୋନ୍‌

ଗଞ୍ଜାମ,୧ା୮ବିଦ୍ୟାଧର ସାହୁ): ସହରର ସୌନ୍ଦର୍ଯ୍ୟକରଣ ନିମନ୍ତେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ରୋଡ୍‌ ସମ୍ପ୍ରସାରଣ ସମୟରେ ଉଠାଦୋକାନୀମାନଙ୍କୁ ଥଇଥାନ କରିବା ଲାଗି ଏନ୍‌ଏସି ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ୍‌ ନିର୍ମାଣ କରାଗଲା। ପୂର୍ବରୁ ଯେଉଁମାନଙ୍କ କ୍ୟାବିନ୍‌ କିମ୍ବା ଦୋକାନ ଥିଲା ସେମାନେ…

ଓଲଟିଲା ଓ୍ବାଟର ଟ୍ୟାଙ୍କର

ଛତ୍ରପୁର,୩୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକରେ ବୁଧବାର ଏକ ଓ୍ବାଟର ଟ୍ୟାଙ୍କର ଓଲଟି ପଡ଼ିଛି। ମିଳିଥିବା ସୂଚନା ମୁତାବକ ଏକ ନମ୍ବର ବିହୀନ ପାଣି ଟ୍ୟାଙ୍କରଟି ବ୍ରହ୍ମପୁରରୁ ଛତ୍ରପୁର ଅଭିମୁଖେ ଆସୁଥିବା ବେଳେ ଭାରସାମ୍ୟ ହରାଇ…

ହାଇସ୍କୁଲ ଅପ୍‌ଗ୍ରେଡେଶନ ହୋଇ ଖୋଲିଲା ଯୁକ୍ତ ୨: ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ୮ ଛାତ୍ରୀଛାତ୍ର, କାଲିଠୁ ପାଠପଢ଼ା

ପୁରୁଷୋତ୍ତମପୁର,୩୧ା୭(ସୀମାଞ୍ଚଳ ମିଶ୍ର): ଗ୍ରାମାଞ୍ଚଳ ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ଯୋଗାଇଦେବା ଲାଗି ସରକାର ରାଜ୍ୟରେ ୭୯ଟି  ହାଇସ୍କୁଲକୁ ଅପ୍‌ଗ୍ରେଡେଶନ (ଉତ୍ତୀର୍ଣ୍ଣ) କରି ଯୁକ୍ତ୨ ଶ୍ରେଣୀ ଖୋଲିବା ଲାଗି ଘୋଷଣା କରିଥିଲେ। ଏହିକ୍ରମରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ଏକମାତ୍ର ପ୍ରତାପପୁର ଗ୍ରାମରେ ୧୯୭୩ ମସିହାରେ…

ପୁଅର କଳା କାରନାମା ସହି ପାରିଲେନି ମା’ ବାପା: ନେଲେ ଏଭଳି ଚରମ ପଦକ୍ଷେପ

ଗଞ୍ଜାମ,୩୦।୭: ଗଞ୍ଜାମ ଜିଲା ସଦର ଥାନା ଗୌତମୀରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଳା କାରନାମା ପାଇଁ ମା’ ବାପା ବଷ ପିଇ ଦେଇଚନ୍ତି। ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ଅଛନ୍ତି। ବାପାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଟ୍ରାକ୍ଟର ଚକା ତଳେ ଚାଲିଗଲା ଠିକାଦାରଙ୍କ ଜୀବନ

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଆସ୍କାରୋଡ ତଲୁକା ଛକରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଧକ୍କା ଦେଇ ମାଡିଯିବାରୁ ଜଣେ ଯୁବ ଠିକାଦାରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ ଥାନା ଅଧୀନ ପାଟପଲି ଗ୍ରାମର କାହ୍ନୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri