ଗଞ୍ଜାମ

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ଛତ୍ରପୁର, ୧୪ା୭ (ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ନିକଟ ଜାତୀୟ ରାଜପଥରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତ ବାଇକ ଆରୋହୀ ଜଣକ ହେଲେ ନୂଆ ନଗରଡିହ…

କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ଗ୍ରାମ ଦଳିତ ସାହିରେ ରବିବାର ମଧ୍ୟାହ୍ନରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ରାମାୟଣ ନାଟକ ଦେଖିବାକୁ ଯାଇଥିବା ୨୦ ଜଣ ମଞ୍ଚରେ ଶଟ୍‌ସର୍କିଟ ହୋଇ ଆର୍ଥିଂ ହେବାରୁ ବିଦ୍ୟୁତ…

ବ୍ୟବସାୟୀଙ୍କ ଘରୁ ୪୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି

ବ୍ରହ୍ମପୁର,୧୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଏବେ ଲୁଟେରା ଗ୍ୟାଙ୍ଗ୍‌ ପୁଣିଥରେ ସକ୍ରିୟ ହେବାରେ ଲାଗିଛନ୍ତି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଛନ୍ତି ଏହି ଗ୍ୟାଙ୍ଗ୍‌। ବଡ଼ବଜାର ଥାନା ଅନ୍ତର୍ଗତ ଜେମାଦେଇପେଣ୍ଠ ସାହି ମୁଖ୍ୟ ରାସ୍ତାରେ ରହୁଥିବା ମନୋଜ ପାଢ଼ୀଙ୍କ ଘରୁ…

ମିଳିଗଲା ଚୋରି ହୋଇଥିବା କେଜିକେଜି ରୁପା, ସୁନା

ଛତ୍ରପୁର,୧୩।୭: ବ୍ୟବସାୟୀଙ୍କଠାରୁ ସୁନା ଓ ରୁପା ଅଳଙ୍କାର  ଲୁଟ୍‌ ଘଟଣାରେ ଚମାଖଣ୍ଡି ପୋଲିସ ସଫଳ ହୋଇଛି। ଏହି ଘଘଟଣାରେ ସମ୍ପୃକ୍ତ ଆସିକା କରାତଳି ଗ୍ରାମର ଏ ଶିବାଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୭୮ ଗ୍ରାମ ସୁନା, ୧୧କେଜି ୬୦୦ ଗ୍ରାମ…

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ, ତାତିଲେ ଲୋକେ

ପୁରୁଷୋତ୍ତମପୁର,୧୨ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀଛକଠାରେ ଡ୍ରେନ୍‌ରେ ପଡ଼ି ଗୁରୁବାର ରାତିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପିଛୁଲି ଗ୍ରାମର କୁନା ବେହେରା (୫୫) ବୋଲି ଜଣାପଡ଼ିଛି। ଶୁକ୍ରବାର ସକାଳୁ ଲୋକେ ଦେଖି…

ମହିଳାଙ୍କୁ ପାହାଡ଼ରେ ଗଣବଳାତ୍କାର

କବିସୂର୍ଯ୍ୟନଗର, ୧୧ା୭ (କୃପାସିନ୍ଧୁ ସ୍ବାଇଁ)ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରି କବିସୂର୍ଯ୍ୟନଗର ଡାକ୍ତରଖାନାରେ ଭର୍ତ୍ତି କରିଛି। ପୀଡ଼ିତା…

ବରାହ ଅବତାରରେ ଦର୍ଶନ ଦେଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୦।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ଆଡପ ମଣ୍ଡପରେ ବୁଧବାର ବରାହ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହାକୁ ଦେଖିବାସହ କାଳିଆ ସାଆନ୍ତଙ୍କ ଆର୍ଶୀବାଦ ଭିକ୍ଷା ଲାଗି ପ୍ରବଳ ଜନସମାଗମ ହୋଇଥିଲା।  

ରେଳଲାଇନ୍‌ ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପହଞ୍ଚିନି ପୋଲିସ

ଛତ୍ରପୁର,୧୦ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବାଲିବଗଡ଼ ଗ୍ରାମ ନିକଟରେ ଥିବା ରେଳଲାଇନ୍‌ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ଦୀର୍ଘ ସମୟ ଧରି ମୃତଦେହ ରେଳଲାଇନ୍‌ ପାର୍ଶ୍ୱରେ ପଡ଼ି ରହିଥିଲେ ସୁଦ୍ଧା ନା ଜିଆରପି ନା…

ଆହାର ଖାଦ୍ୟ ନିମ୍ନମାନର, ବିଧାୟକଙ୍କ ଉଦ୍‌ବେଗ

ଛତ୍ରପୁର,୧୦।୭ ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଚାନକ ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରି ଲୋକଙ୍କ ସହ ଆହାର ଖାଇଥିଲେ । ଏହାସହ ପାଞ୍ଚ ଟଙ୍କାରେ ଦିଆଯାଉଥିବା ଆହାର ଖାଦ୍ୟ କିଭଳି ସୁସ୍ବାଦ…

ବିଜେଡି କର୍ମୀ ସମ୍ମିଳନୀରେ ତୁମୁଳକାଣ୍ଡ: ଫୁଟିଲା ବାଣ, ଭାଙ୍ଗିଲା ଚେୟାର

ଭଞ୍ଜନଗର,୮ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଁଣିରେ  ବିଜେଡିର କର୍ମୀ ସମ୍ମିଳନୀ ହୋଇଥିଲା। ଏଥିରେ ଦୋମୁହାଁଣି, ଗାଲେରୀ, ହରିଗଡ ପଞ୍ଚାୟତର କର୍ମୀମାନେ ଯୋଗ ଦେଇଥିଲେ। ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ଭଞ୍ଜନଗର…

କଣ୍ଟେନର, କାରରେ ହେଉଥିଲା ଗଞ୍ଜେଇ ଚାଲାଣ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ଟିମ୍‌ ଏକ କଣ୍ଟେନର, କାର ସହିତ ୪୧୬ କେଜି ଗଞ୍ଜେଇ ଜବତ କରିଛି। ଏପରିକି ଘଟଣାରେ ସମ୍ପୃକ୍ତ ୪ଜଣ ଚାଲାଣକାରୀଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାଁ…

ସାପ କାମୁଡାରେ ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଚାଲିଗଲା ଜୀବନ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦରପଙ୍ଗିଆ ସେବାଶ୍ରମ ସ୍କୁଲର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ସର୍ପ ଦଂଶନରେ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍କୁଲ ନିକଟସ୍ଥ ନବଗୋଛା ଗ୍ରାମର ଗୋବର୍ସି ପ୍ରଧାନଙ୍କ ସାନ ଝିଅ ରିଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri